Advertisements
Monday, July 6, 2020
Home headline କୋଦଳା ଥାନାରେ ନୂତନ ଭାରପ୍ରାପ୍ତ ଅଧିକାରୀଙ୍କ ଯୋଗଦାନ

କୋଦଳା ଥାନାରେ ନୂତନ ଭାରପ୍ରାପ୍ତ ଅଧିକାରୀଙ୍କ ଯୋଗଦାନ

ରିପୋର୍ଟ: ଜଗନ କୁମାର ସେଠି
ଗଞ୍ଜାମ(୨୩/୧୦): ଗଞ୍ଜାମ ଜିଲ୍ଲା କୋଦଳା ଥାନାରେ ଶ୍ରୀଯୁକ୍ତ ଦେବାଶିଷ ମହାନ୍ତି ନୂତନ ଭାରପ୍ରାପ୍ତ ଅଧିକାରୀ ଭାବେ ଯୋଗଦାନ କରିଛନ୍ତି | ପୂର୍ବରୁ ସେ ବ୍ରହ୍ମପୁର ପୋଲିସ ଜିଲ୍ଲାରେ କାର୍ଯ୍ୟରତ ଥିଲେ |

କୋଦଳା ଥାନା ଆଇଆଇସି ଭାବେ କାର୍ଯ୍ୟକରୁଥିବା ଶ୍ରୀଯୁକ୍ତ ଦିଲ୍ଲୀପ କୁମାର ସାହୁଙ୍କୁ ଗଞ୍ଜାମ ଥାନାକୁ ବଦଳି ହେବା ପରେ ଶ୍ରୀ ମହାନ୍ତି ଏଠାରେ ଯୋଗ ଦେଇଛନ୍ତି | ଯାହାକୁ ନେଇ ଥାନାର ସମସ୍ତ କର୍ମଚାରୀ ସ୍ୱାଗତ କରିଛନ୍ତି | ସେ ଅପରାଧିକ କାର୍ଯ୍ୟକଳାପକୁ ଆଇନ ଅନୁସାରେ ଦୃଢ଼ ହସ୍ତରେ ଦମନ କରିବାକୁ ଦୃଢ଼ ନିଷ୍ପତି ନେଇଛନ୍ତି | ଅଞ୍ଚଳର ବିଭିନ୍ନ ସମସ୍ୟାକୁ ଗୁରୁତର ସହ ଗ୍ରହଣ କରି ସମାଧାନ କରିବା, ମହିଳାଙ୍କୁ ନ୍ୟାୟ ପ୍ରଦାନ କରିବା, ଜୁଆ ମଦ ଅସାଧାରଣ କାର୍ଯ୍ୟକଳାପକୁ ଦମନ ସହ ଅଞ୍ଚଳରେ ଶାନ୍ତି ବଜାୟ ରଖିବାକୁ ପୂର୍ଣ୍ଣ ମାତ୍ରାରେ ପ୍ରଚେଷ୍ଟା କରିବେ ବୋଲି ଶ୍ରୀ ମହାନ୍ତି ପ୍ରତିଶୃତି ଦେଇଛନ୍ତି |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବରତୁଣ୍ଡା ଠାରେ ତମନ୍ନା ସଙ୍ଗୀତ ଷ୍ଟୁଡିଓ ଉଦଘାଟିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୪/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ବରତୁଣ୍ଡା ଗ୍ରାମଠାରେ ଶ୍ରୀ ସୁନୀଲ ତାଣ୍ଡି ନିଜସ୍ୱ ଉଦ୍ୟମ ବଳରେ...

ଦୁଇ ଦିନିଆ ସଟଡାଉନ ରେ ପୁଲିସର ପେଟ୍ରୋଲିଂ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୪/୭): ରାୟଗଡ଼ା ଜିଲ୍ଲାରେ ଦିନକୁ ଦିନ ମହାମାରୀ କରୋନା ପଜିଟିଭ ବଡି ଚାଲିଛି ଫଳରେ ଦୁଇ ଦିନିଆ ସଟ...

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

Recent Comments

%d bloggers like this: