Advertisements
Monday, July 6, 2020
Home Children Issue ରାଷ୍ଟ୍ରୀୟ ବାଳ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ

ରାଷ୍ଟ୍ରୀୟ ବାଳ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ

ରିପୋର୍ଟ: ଜଗନ କୁମାର ସେଠି
ଗଞ୍ଜାମ(୨୪/୧୦): ବେଗୁନିଆପଡା ସ୍ଥିତ ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ଜନଜାତି ଓ ଉପଜାତି ଆବାସିକ ବିଦ୍ୟାଳୟରେ କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ରାଷ୍ଟ୍ରୀୟ ବାଲ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ ଟିମ ଦ୍ୱାରା ଅନ୍ତେବାସିନୀ ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା |

ଏଥିରେ ୭୬ ଜଣ ପିଲା ସାମିଲ ହୋଇଥିଲେ | ଶାରୀରିକ ସ୍ବାସ୍ଥ୍ୟଗତ ସମସ୍ୟା ସହିତ କିଶୋରୀ ମାନଙ୍କ ପରୀକ୍ଷା କରାଯାଇଥିଲା | ଏଥିରେ ଡାକ୍ତର ଜୟଦେବ ନାୟକ,ଡ଼ଃ ପ୍ରିୟମ୍ବଦା ଜେନା,ଡ଼ଃ ଅନନ୍ତ ନାରାୟଣ ପ୍ରହରାଜ ,ଏ ଏନ.ଏମ ପି.ଗୀତାଞ୍ଜଳି ଆଚାରି ଯୋଗ ଦେବା ସହ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କେ. ଭୀମରାଜ ପାତ୍ର ଯୋଗ ଦେଇଥିଲେ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବରତୁଣ୍ଡା ଠାରେ ତମନ୍ନା ସଙ୍ଗୀତ ଷ୍ଟୁଡିଓ ଉଦଘାଟିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୪/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ବରତୁଣ୍ଡା ଗ୍ରାମଠାରେ ଶ୍ରୀ ସୁନୀଲ ତାଣ୍ଡି ନିଜସ୍ୱ ଉଦ୍ୟମ ବଳରେ...

ଦୁଇ ଦିନିଆ ସଟଡାଉନ ରେ ପୁଲିସର ପେଟ୍ରୋଲିଂ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୪/୭): ରାୟଗଡ଼ା ଜିଲ୍ଲାରେ ଦିନକୁ ଦିନ ମହାମାରୀ କରୋନା ପଜିଟିଭ ବଡି ଚାଲିଛି ଫଳରେ ଦୁଇ ଦିନିଆ ସଟ...

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

Recent Comments

%d bloggers like this: