Advertisements
Monday, July 6, 2020
Home Farmer Issue ପଦ୍ମପୁର ଉପଖଣ୍ଡରେ ଲଘୁଚାପ ଜନିତ ଲଗାଣ ବର୍ଷା

ପଦ୍ମପୁର ଉପଖଣ୍ଡରେ ଲଘୁଚାପ ଜନିତ ଲଗାଣ ବର୍ଷା

ରିପୋର୍ଟ: ନିରୋଜ ପାଣି
ପାଇକମାଳ(୨୪.୧୦): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡର ପାଇକମାଳ ଝାରବନ୍ଦ ପଦ୍ମପୁର, ଆଦି ବ୍ଳକରେ ଆଜକୁ ୨ଦିନ ଧରି ଲଗାଣ ଲଘୁଚାପ ଜନିତ ବର୍ଷା ଯୋଗୁଁ ପାଚିଲା ଧାନ, କପା ଚାଷ କ୍ଷତି ହେବାର ଆଶଙ୍କା ଦେଖାଦେଇଛି ।

ଏହି ବର୍ଷା ଯୋଗୁଁ ଜନଜୀବନ ଯାତ୍ରା ବ୍ୟାହତ ସୃଷ୍ଟି ହେଉଛି । ଏହି ଲଗାଣ ବର୍ଷା ଯୋଗୁଁ ଶ୍ରମିକ ମାନେ କାମ ଧନ୍ଦାରେ ବାହାରି ପାରୁନାହାଁନ୍ତି । ଯାହାଫଳରେ ସେମାନଙ୍କ ଗୁଜୁରାଣ ମେଣ୍ଟାଇବାରେ ଘୋର ଅଭାବ ଦେଖାଦେଇଛି । ଚାଷୀଙ୍କ ପାଚିଲା ଧାନ ମଧ୍ୟ ଲଘୁଚାପ ଜନିତ ବର୍ଷାରେ ଭିଜି ଗଜା ହୋଇ ନଷ୍ଟ ହେବାକୁ ଯାଉଛି |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବରତୁଣ୍ଡା ଠାରେ ତମନ୍ନା ସଙ୍ଗୀତ ଷ୍ଟୁଡିଓ ଉଦଘାଟିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୪/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ବରତୁଣ୍ଡା ଗ୍ରାମଠାରେ ଶ୍ରୀ ସୁନୀଲ ତାଣ୍ଡି ନିଜସ୍ୱ ଉଦ୍ୟମ ବଳରେ...

ଦୁଇ ଦିନିଆ ସଟଡାଉନ ରେ ପୁଲିସର ପେଟ୍ରୋଲିଂ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୪/୭): ରାୟଗଡ଼ା ଜିଲ୍ଲାରେ ଦିନକୁ ଦିନ ମହାମାରୀ କରୋନା ପଜିଟିଭ ବଡି ଚାଲିଛି ଫଳରେ ଦୁଇ ଦିନିଆ ସଟ...

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

Recent Comments

%d bloggers like this: