Advertisements
Monday, July 6, 2020
Home Children Issue ପାଇକମାଳରେ ଶିଶୁ ମହୋତ୍ସବ ସୁରଭି

ପାଇକମାଳରେ ଶିଶୁ ମହୋତ୍ସବ ସୁରଭି

ରିପୋର୍ଟ: ନିରୋଜ ପାଣି
ପାଇକମାଳ(୨୪/୧୦/୨୦୧୯): ଆଜି ପାଇକମାଳ ବ୍ଲକ ପାଇକମାଳ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (TOUP) ଠାରେ ଶିଶୁ ମହୋତ୍ସବ ସୁରଭି ପବିତ୍ରା ପାଣିଗ୍ରାହୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ଉଦ୍ଘାଟନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଚୂଡାମଣି ବାରିକ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ପ୍ରଫୁଲ୍ଲ ପାଣିଗ୍ରାହୀ, ଚାରୁ ଚରଣ ମହାନ୍ତି ,ମହାଦେବ ବେହେରା ଯୋଗ ଦେଇଥିଲେ ।

ଏହି ଅବସରରେ ବିତର୍କ, ବକ୍ତୃତା, ସଙ୍ଗୀତ, ପ୍ରବନ୍ଧ ଲିଖନ, କୁଇଜ, ସୃଜନଶୀଳ ଲିଖନ, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ବିଭିନ୍ନ ପ୍ରତିଯୋଗିତାରେ ବିଚାରକ ଭାବେ ସୁରେଶ ଚନ୍ଦ୍ର ସାହୁ, ବବିତା ପ୍ରଧାନ, ସଙ୍ଗୀତା ଦାସ, ଧୀରଜା ସେଠ, ସାନନ୍ଦ କାଲୋ, ଥବିର ମେହେର, ସଙ୍ଗୀତା ସାହୁ, ସୁଷମା ପାଢୀ, ତପସ୍ଵୀନ ପାଣିଗ୍ରାହୀ ଯୋଗ ଦେଇଥିଲେ । ଉଦଯାପନୀ ଉତ୍ସବରେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ କୁବେର ରଣା, ପୁନିତରାମ ସୋନି ଯୋଗ ଦେଇ ପୁରସ୍କାର ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମକୁ ସୋନାଲୀ ମହାଲିକ, ଦୀପାଞ୍ଜଲୀ ବରିହା, ନାରାୟଣ ନାଏକ, ତ୍ରିଲୋଚନ ନାଏକ ସହଯୋଗ କରିଥିଲେ । ଶେଷରେ ସୁଶାନ୍ତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବରତୁଣ୍ଡା ଠାରେ ତମନ୍ନା ସଙ୍ଗୀତ ଷ୍ଟୁଡିଓ ଉଦଘାଟିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୪/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ବରତୁଣ୍ଡା ଗ୍ରାମଠାରେ ଶ୍ରୀ ସୁନୀଲ ତାଣ୍ଡି ନିଜସ୍ୱ ଉଦ୍ୟମ ବଳରେ...

ଦୁଇ ଦିନିଆ ସଟଡାଉନ ରେ ପୁଲିସର ପେଟ୍ରୋଲିଂ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୪/୭): ରାୟଗଡ଼ା ଜିଲ୍ଲାରେ ଦିନକୁ ଦିନ ମହାମାରୀ କରୋନା ପଜିଟିଭ ବଡି ଚାଲିଛି ଫଳରେ ଦୁଇ ଦିନିଆ ସଟ...

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

Recent Comments

%d bloggers like this: