Advertisements
Monday, July 6, 2020
Home 5 T programme ଗୁଣୁପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

ଗୁଣୁପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

ରିପୋର୍ଟ: ପ୍ରଦୀପ କୁମାର ପାତ୍ର
ଗୁଣୁପୁର(୨୮/୧୦): ଗୁଣୁପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି |

ଏହି ଅଭିଯୋଗ ଶୁଣାଣି ବେଳେ ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା, ଜିଲ୍ଲା ପ୍ରକଳ୍ପ ପ୍ରସାଶକ ଅମୃତଋତୁରାଜ, ଜିଲ୍ଲା ମଙ୍ଗଳ ଅଧିକାରୀ ନନ୍ଦଲାଲ ବିଶ୍ୱାଳ, ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ସହ ବହୁ ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇ ବିଭିନ୍ନ ଜନ ଶୁଣାଣି ଉପରେ ଆଲୋଚନା କରିଥିଲେ | ଏହି ଶୁଣାଣି ବେଳେ ମୋଟ ୫୭ଟି ଶୁଣାଣି ହୋଇ ଥିବା ବେଳେ ଦୁଇ ଜଣଙ୍କୁ ୮୦୦୦ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ ଏବଂ ଜଣଙ୍କୁ ରେଡକ୍ରସରୁ ୨୦୦୦ଟଙ୍କା ପ୍ରଦାନ ସହ ଜଣେ ଭିନ୍ନକ୍ଷମ ବାଳିକାକୁ ସାଇକେଲ ପ୍ରଦାନ ନିଜେ ଜିଲ୍ଲାପାଳ କରିଥିଲେ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବରତୁଣ୍ଡା ଠାରେ ତମନ୍ନା ସଙ୍ଗୀତ ଷ୍ଟୁଡିଓ ଉଦଘାଟିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୪/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ବରତୁଣ୍ଡା ଗ୍ରାମଠାରେ ଶ୍ରୀ ସୁନୀଲ ତାଣ୍ଡି ନିଜସ୍ୱ ଉଦ୍ୟମ ବଳରେ...

ଦୁଇ ଦିନିଆ ସଟଡାଉନ ରେ ପୁଲିସର ପେଟ୍ରୋଲିଂ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୪/୭): ରାୟଗଡ଼ା ଜିଲ୍ଲାରେ ଦିନକୁ ଦିନ ମହାମାରୀ କରୋନା ପଜିଟିଭ ବଡି ଚାଲିଛି ଫଳରେ ଦୁଇ ଦିନିଆ ସଟ...

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

Recent Comments

%d bloggers like this: