Thursday, October 1, 2020
Home District News ହୋଟେଲରେ ଚାଲିଥିଲା ଜୁଆଆଡ୍ଡା: ଚଢ଼ାଉ କରି ୮ଜଣଙ୍କୁ ଗିରଫ କଲା ରାୟଗଡ଼ା ପୋଲିସ

ହୋଟେଲରେ ଚାଲିଥିଲା ଜୁଆଆଡ୍ଡା: ଚଢ଼ାଉ କରି ୮ଜଣଙ୍କୁ ଗିରଫ କଲା ରାୟଗଡ଼ା ପୋଲିସ

ରିପୋର୍ଟ: ଜ଼ିଲ୍ଲା ପ୍ରତିନିଧି ଅମୁଲ୍ୟ ନିଶଙ୍କ
ରାୟଗଡ଼ା(୨୯/୧୦): ରାୟଗଡ଼ା ଏସପି ଶର୍ବଣା ବିବେକଙ୍କ ନିର୍ଦ୍ଦେଶକ୍ରମେ ଆଇଆଇସି ନିହାର ରଞ୍ଜନ ପ୍ରଧାନଙ୍କ ନେତୃତ୍ୱରେ ପୋଲିସର ଏକ ଟିମ୍‌ କୌଣସି ସୂତ୍ରରୁ ଖବର ପାଇ ଏକ ହୋଟେଲ ରୁମ୍‌ରେ ଚାଲିଥିବା ଜୁଆଅଡ୍ଡା ଉପରେ ସୋମବାର ବିଳମ୍ବିତ ରାତିରେ ଚଢ଼ାଉ କରିଥିଲେ ।

ଏହି ଘଟଣାରେ ୮ଜଣଙ୍କୁ ଗିରଫ କରାଯାଇଛି | ଗିରଫ ଅଭିଯୁକ୍ତମାନେ ହେଲେ ଭାନୁପ୍ରସାଦ ମାଝୀ (୩୫), ଗୈାତମ ଜୈନ(୪୩), ମନୋଜ କୁମାର ରଥୀ (୪୪), ମୁକେଶ ଜୈନ (୩୯) ଆନନ୍ଦା ଜେନ (୪୫) ଶୈଳେଶ କୁମାର( ୪୬)ସାଜନ ଜୈନ(୪୯) ଦୀପକ ଜେନ (୪୪) ଘଟଣାସ୍ଥଳରୁ ୧ ଲକ୍ଷ ୩୫ ହଜାର ୧୦୦ ଟଙ୍କା, ତାସର ୧୦୪ ପତା, ବିଭିନ୍ନ କମ୍ପାନୀର ୮ଟି ମୋବାଇଲ ଫୋନ, ୪ଟି ମୋଟର ସାଇକଲ ଉଦ୍ଧାର କରାଯାଇଛି | କେସ ନମ୍ବର ୩୮୫/୧୯ ରେ ଏକ ମାମଲା ରୁଜୁ କରାଯାଇ ଗିରଫ କରାଯାଇଥିବା ଏସ୍‌ଡିପିଓ ତପନ ନାରାୟଣ ରଥ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବେସରକାରୀ ସଟ୍ ଡାଉନକୁ ନେଇ ଜନ ଅସନ୍ତୋଷ

ରିପୋର୍ଟ - ନିରୋଜ କୁମାର ପାଣୀ // ପଦ୍ମପୁର (୨୯/୦୯): କରୋନା ମୁକାବିଲା ଆଧାରରେ ମାସ ମାସ ଧରି ଲକ୍ ଡାଉନ ଓ ସଟ୍ ଡାଉନ ଘୋଷଣା ଯୋଗୁଁ ଲୋକଙ୍କ ଆର୍ଥିକ ତଥା ସାମାଜିକ...

ଭେଉଁରିଆ ଗ୍ରାମର ଚାଷୀଙ୍କ ଦ୍ୱାରା ଫସଲ ନଷ୍ଟ ପାଇଁ ଲିଖିତ ଅଭିଯୋଗ

ରିପୋର୍ଟ - ନିରୋଜ କୁମାର ପାଣୀ // ପଦ୍ମପୁର (୨୯/୦୯): କରୋନା ମହାମାରୀ ମଣିଷର ଆର୍ଥିକ ମେରୁଦଣ୍ଡକୁ ମଧ୍ୟ ପ୍ରଭାବିତ କରିଛି । କୄଷି କ୍ଷେତ୍ରରେ ସରକାରଙ୍କ କଟକଣା କୋହଲ ହେଲାପରେ ଚାଷୀମାନେ ବହୁ...

ଜୀବନୀଜିବିକାକୁ ସୁଦୃଢ଼ କରିବା ଲାଗି “ଉନ୍ନତ” କାର୍ଯ୍ୟକ୍ରମର ଶୁଭାରମ୍ଭ

ରିପୋର୍ଟ: ଗୋପୀନାଥ ଗୌଡ଼ // ରାୟଗଡ/କାଶିପୁର (୨୯/୦୯): ଆଦିତ୍ୟ ବିର୍ଲା ଗ୍ରୁପ କଂପାନି ଉତ୍କଳ ଆଲୁମିନା ଇଟଂରନ୍ୟାସନାଲ୍ ଲିମିଟେଡ୍ ପକ୍ଷରୁ କର୍ପୋରେଟ୍ ସାମାଜିକ ଦାୟିତ୍ୱବୋଧର ଅଂଶ ସ୍ୱରୂପ ଭାରତ ରୁରାଲ ଲାଇଭଲିହୁଡ୍ ଫାଉଣ୍ଡେସନ (ବିଆରଏଲ୍‌ଏଫ୍‌)...

ଲାଞ୍ଚ ନେବା ମହଙ୍ଗା ପଡିଲା : ଧରାପଡିଲେ କିରାଣୀ ପ୍ରକାଶ ସାହୁ

ରିପୋର୍ଟ: ଗୋପୀନାଥ ଗୌଡ଼ // ରାୟଗଡା (୨୯/୦୯): ଭିଜିଲାନ୍ସ ଜାଲରେ ଫସିଲେ କିରାଣି ୪ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ । ଠିକାଦାରଙ୍କ ଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ...

Recent Comments

%d bloggers like this: