Advertisements
Tuesday, July 14, 2020
Home District News ସ୍ୱାଭିମାନ ଅଂଚଳର ମେଡିକାଲରେ ପାଣି

ସ୍ୱାଭିମାନ ଅଂଚଳର ମେଡିକାଲରେ ପାଣି

ରିପୋର୍ଟ: ରାଜକମଲ ପୁରୋହିତ
ଚିତ୍ରକୋଣ୍ଡା(୩୦/୧୦): ଯୋଡ଼ାଆମ୍ବ ସ୍ୱାସ୍ଥ୍ୟକେନ୍ଦ୍ରରେ ବର୍ଷାପାଣି ପଶିଲା, ସ୍ୱାସ୍ଥ୍ୟ ସେବା ବାଧାପ୍ରାପ୍ତ । ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ସ୍ୱାଭିମାନ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଜଡ଼ାମ୍ବ ସ୍ୱାସ୍ଥ୍ୟ କେନ୍ଦ୍ରରେ ବର୍ଷା ପାଣି ପଶିଯାଇଥିବାରୁ ସ୍ୱାସ୍ଥ୍ୟ ସେବା ବ୍ୟାହତ ହୋଇଛି ।

ବର୍ଷା ପାଣି ପଶିଥିବାରୁ ରୋଗୀ ମାନେ ଚେୟାର, ଖଟିଆ ଉପରେ ଚଢି ବସିଛନ୍ତି । ବର୍ଷା ପାଣି ନିଷ୍କାସନ ହେଉ ନ ଥିବାରୁ ସମସ୍ୟା ଦେଖାଦେଇଛି | ମୁଖ୍ୟରାସ୍ତା ଠାରୁ ଏହି ସ୍ୱାସ୍ଥ୍ୟକେନ୍ଦ୍ର ତଳିଆ ସ୍ଥାନରେ ଥବାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଛି । ବର୍ଷାର ପରିମାଣ ବୃଦ୍ଧି ପାଇବାରେ ଲାଗିଛି ସ୍ୱାଭିମାନ ଅଞ୍ଚଳରେ ଥିବା ସ୍ୱାସ୍ଥ୍ୟକେନ୍ଦ୍ର ଉପରେ ପ୍ରାୟ ୪ଟି ପଞ୍ଚୟତର ଲୋକେ ନିର୍ଭର କରିଥାନ୍ତି । ସୂଚନାଯୋଗ୍ୟ ଜେ ପୂର୍ବରୁ ମଧ୍ୟ ଏହି ସ୍ୱାଭିମାନ, ଅଂଚଳର ଜନବାଇ ସ୍ୱାସ୍ଥ୍ୟ କେନ୍ଦ୍ରରେ ବାଲିମେଳା ଜଳ ଭଣ୍ଡାରର ଜଳ ପଶିଯାଇ ଏଭଳି ସ୍ଥିତି ଉପୁଜିଥିଲା ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ମାହେଶ୍ୱରୀ ସଂଗଠନ ପକ୍ଷରୁ ସହାୟତା ପ୍ରଦାନ

ରିପୋର୍ଟ: ବିମଳେନ୍ଦୁ ସାହୁ //ଲୋଇସିଂହା(୧୪/୦୭): ଲୋଇସିଂହା ନିକଟସ୍ଥ କଲ୍ଳିପାଟ ଗ୍ରାମ ର ଶାନ୍ତି ପଧାନ ନାମକ ଜଣେ ଅସହାୟ ମହିଳାଙ୍କ ଛାତ ଖପର ଭାଙ୍ଗି ଯାଇ ପାଣି ଗଲୁଥିବାରୁ...

ଭବାନୀପାଟଣା ରେ ବିଜୁ ଜନତା ଦଳର ନୂତନ କାର୍ଯ୍ୟାଳୟ ଉଦ୍ଘାଟନ

ରିପୋର୍ଟ: ମାନସ ରଞ୍ଜନ ରାଉତ //କଳାହାଣ୍ଡି (୧୪/୦୭): ଆଜି କଳାହାଣ୍ଡି ଜିଳ୍ଲା ଭବାନୀପାଟଣା ସହରରେ ଜିଲ୍ଲା ବିଜୁ ଜନତା ଦଳର ନୂତନ କାର୍ଯ୍ୟାଳୟ ଉଦ୍ଘାଟିତ ହୋଇ ଯାଇଛି ।

ଅମାନିଆଙ୍କ ଲାଗି ବଢୁଛି ଚିନ୍ତା, ଚାଉଳ ବଣ୍ଟନ ବେଳେ ରହୁନି ସାମାଜିକ ଦୂରତା

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା(୧୪/୦୭): ବୈପାରୀଗୁଡାରେ କରୋନା ସଂକ୍ରମଣର ପ୍ରଭାବ ବଢିଚାଲିଛି। ଏଠାରେ ସ୍ୱାସ୍ଥ୍ୟ କର୍ମୀ ଓ ପୋଲିସ କର୍ମଚାରୀ ଲୋକାଲ ପଜିଟିଭ ଚିହ୍ନଟ ପରେ ଗୋଷ୍ଠୀ ସଂକ୍ରମଣକୁ...

ସ୍ବାସ୍ଥ୍ୟ କର୍ମୀଙ୍କ ଦ୍ଵାରା କରୋନା ମୁକାବିଲା ପାଇଁ ସଚେତନ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୧୪/୭): ରାୟଗଡ଼ା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଳକ ଅନ୍ତର୍ଗତ ସୁନାଖଣ୍ଡି ଗ୍ରାମ ପଞ୍ଚାୟତ ର ମନେଇଗୁଡା ଗାଁରେ ଅଙ୍ଗନୱାଡ଼ି,ଏ...

Recent Comments

%d bloggers like this: