Advertisements
Thursday, July 9, 2020
Home District News ଇମ୍ଫାରେ କର୍ମଚାରୀ ଭବିଷ୍ୟନିଧୀ ପାଣ୍ଠି ସଚେତନତା କର୍ମଶାଳା

ଇମ୍ଫାରେ କର୍ମଚାରୀ ଭବିଷ୍ୟନିଧୀ ପାଣ୍ଠି ସଚେତନତା କର୍ମଶାଳା

ରିପୋର୍ଟ: ଜ଼ିଲ୍ଲା ପ୍ରତିନିଧି ଅମୁଲ୍ୟ ନିଶଙ୍କ
ରାୟଗଡା(୩୦/୧୦): ରାୟଗଡା ସ୍ଥିତ କର୍ମଚାରୀ ଭବିସ୍ୟନିଧୀ ସହକାରୀ ଆୟୁକ୍ତ ଶ୍ରୀ ଆବେଷ ମିଶ୍ରଙ୍କ ନେତୃତ୍ୱରେ ସ୍ଥାନୀୟ ଇମ୍ଫା କମ୍ପାନୀ ପରିସରରେ ସତର୍କତା ଜାଗରଣ ସପ୍ତାହ ଉପଲକ୍ଷେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ଇମ୍ଫାର କର୍ମଚାରୀ, ଶ୍ରମିକ, ଠିକାଦାର ଶ୍ରମିକ ଯୋଗ ଦେଇଥିଲେ । କର୍ମଶାଳାରେ ଉପସ୍ଥିତ କର୍ମଚାରୀ ମାନଙ୍କୁ ଭବିଷ୍ଯନିଧୀ ପାଣ୍ଠିର ସତ୍ ବିନିଯୋଗ ଓ ପରିଚାଳନା ବିଷୟରେ ରାୟଗଡାରୁ ଆସିଥିବା ଅଧିକାରୀ ମାନେ ପ଼ାଞଳ ଭାବରେ ବୁଝାଇଥିଲେ । ଏବଂ ପରେ ପରେ ଏକ ଅଭିଯୋଗ ସୁଣାଣିର କର୍ମଶାଳା ଅନୁଷ୍ଠିତ ହୋଇଥିଲା । ଏଥିରେ କର୍ମଚାରୀ ମାନଙ୍କ ବିଭିନ୍ନ ଅଭିଯୋଗର ସୁଣାଣି କରାଯାଇଥିଲା । ଏଥିରେ ଅତିରିକ୍ତ ଆୟୁକ୍ତଙ୍କ ସହିତ ଶ୍ରୀ ପି କେ ମହାରଣା,(ଇଓ), ଶ୍ରୀ ଏସ୍ ଏନ୍ ବେହେରା, (ଇ ଓ) ଏମାନେ ମଧ୍ୟ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମ ଳଟିରେ ଇମ୍ଫାର ଉପ ମହାପ୍ରବନ୍ଧକ ଅଜୟ କୁମାର ବେହୁରିଆଙ୍କ ସହିତ ଉଚ୍ଚ ଅଧିକାରୀ ମାନେ ଉପସ୍ଥିତ ଥିଲେ । କାର୍ଯକ୍ରମଟିକୁ ଇମ୍ଫାର ବରିଷ୍ଠ ପରିଚାଳକ ଅନାମ ଚନ୍ଦ୍ର ସ୍ୱାଇଁ ପରିଚାଳନା କରିଥିଲେ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜେନିତ୍ ମହାବିଦ୍ୟାଳୟ ପଦ୍ମପୁରରେ ବନ ମହୋତ୍ସବ ସପ୍ତାହ ପାଳିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର(ତା ୮ ୵ ୭ ୵ ୨୦୨୦): ପଦ୍ମପୁର ଜେନିତ ମହା ବିଦ୍ୟାଳୟ ତରଫରୁ ବନ ବିଦ୍ୟାଳୟର ସପ୍ତାହ ପାଳିତ ହୋଇଯାଇଛି ।...

ସଙ୍ଗୀତ ନିର୍ଦ୍ଦେଶକ ବୃନ୍ଦାବନ ମେହେରଙ୍କ ସଫଳତା

ରିପୋର୍ଟ : ଦ୍ରୌପଦ ନାୟକ //ବଙ୍ଗୋମୁଣ୍ଡା,ବଲାଙ୍ଗୀର (୦୮/୦୭): ସଙ୍ଗୀତ ଜଗତ ର ସଫଳ ନିର୍ଦେଶକ ବୃନ୍ଦାବନ ମେହେର।ପଶ୍ଚିମ ଓଡ଼ିଶା ର ସଙ୍ଗୀତ କହିଲେ ସାଧାରଣତଃ ସମ୍ବଲପୁରୀ ଗୀତ କୁ...

ବେଗୁନିଆପଡା ବ୍ଲକର ବିଭିନ୍ନ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଓ ବଫର ଜୋନ ଘୋଷଣା

ରିପୋର୍ଟ: ରାକେଶ ମହାରଣା //କୋଦଳା(୦୮/୦୭): ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ମହାମାରୀ ବୃଦ୍ଧି ପାଉଥିବା ବେଳେ ଏହି କ୍ରମରେ ବେଗୁନିଆପଡା ବ୍ଲକରେ ମଧ୍ୟ ଦିନକୁ ଦିନ କରୋନା...

ଅବକାରୀ ବିଭାଗ ର ଚଢ଼ାଉ, ବିପୁଳ ପରିମାଣ ପୋଚ୍ଚ ଓ ଦେଶୀ ମଦ ଜବତ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୮/୦୭): ରାୟଗଡା ଜିଲ୍ଲାରେ ଚରାମଦ କାରବାର ବୃଦ୍ଧି ପାଉଥିବା ଦୃଷ୍ଟିରେ ରଖି ରାୟଗଡା ଜିଲ୍ଲାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଏବଂ...

Recent Comments

%d bloggers like this: