Advertisements
Thursday, July 9, 2020
Home District News ଝରିଗାଁ ରେ ଭିଜିଲାନ୍ସ ସଚେତନତା ଦିବସ ପାଳିତ

ଝରିଗାଁ ରେ ଭିଜିଲାନ୍ସ ସଚେତନତା ଦିବସ ପାଳିତ

ରିପୋର୍ଟ: ତ୍ରିନାଥ ଧୁରୁଆ
ଝରୀଗାଁ(୩୧.୧୦.୨୦୧୯): ନବରଙ୍ଗପୁର ଜିଲ୍ଲା ଝରିଗାଁ ନୂତନ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟରେ ୧୫ବାଟାଲିଆନ ବିଏସଏଫ କ୍ୟାମ୍ପ ପକ୍ଷରୁ ଆଜି ଭିଜିଲାନ୍ସ ସଚେତନତା ଦିବସ ପାଳିତ ହୋଇଯାଇଛି ।

ଏହି ଅବସରରେ ମୁଖ୍ୟ ଅତିଥି ଭାବେ ୧୫ବାଟାଲିଆନର ଆସିଷ୍ଟାଣ୍ଟ କମାଣ୍ଡ ଡେଣ୍ଟ ଶ୍ରୀ ସଞ୍ଜୟ ବିସ୍ନୋଇ ଯୋଗ ଦେଇଥିବା ବେଳେ ଏସଆଇ ଶ୍ରୀ ଯୋଗେଶ କୁମାର ଏଏସଆଇ ବିଜେନ୍ଦ୍ର କୁମାର, ସୋମନାଥ ଦାସ, ସନ୍ତୋଷ କୁମାର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ସଚେତନତା ଦିବସରେ ନବମ ଏବଂ ଦଶମ ଶ୍ରେଣୀର ଛାତ୍ର ଛାତ୍ରୀ ମାନଙ୍କୁ ନେଇ ଭ୍ରଷ୍ଟାଚାର ନିରକାରଣ ବିଷୟ ଵସ୍ତୁ ନେଇ ଏକ ପ୍ରବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ୬୫ ଜଣ ଛାତ୍ରଛାତ୍ରୀ ଭାଗ ନେଇଥିବା ବେଳେ ସନ୍ତଶିନୀ ପଟ୍ଟନାୟକ ପ୍ରଥମ, ତପସ୍ୱିନୀସାହୁ ଦ୍ୱିତୀୟ, ଦୀପଶିଖା ସାହୁ ତୃତୀୟ ଭାବେ ପୁରସ୍କୃତ ହୋଇଥିଲେ । ଏଥିରେ ପ୍ରଧାନ ଶିକ୍ଷକ ବିରେନ୍ଦ୍ର କୁମାର ପାଢ଼ୀ ପରିଚାଳନା କରିଥିବା ବେଳେ ଶିକ୍ଷକ ଲୁଲୁ ମାଝୀ, ଶିକ୍ଷୟତ୍ରୀ ଅର୍ପିତା ଦାସ, ରୋସାନି ତପସ୍ୱିନୀ ହାଜରା, ପର୍ମିତା କେସବା ମାଝୀ ପ୍ରମୁଖ ସହଯୋଗ କରିଥିଲେ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜେନିତ୍ ମହାବିଦ୍ୟାଳୟ ପଦ୍ମପୁରରେ ବନ ମହୋତ୍ସବ ସପ୍ତାହ ପାଳିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର(ତା ୮ ୵ ୭ ୵ ୨୦୨୦): ପଦ୍ମପୁର ଜେନିତ ମହା ବିଦ୍ୟାଳୟ ତରଫରୁ ବନ ବିଦ୍ୟାଳୟର ସପ୍ତାହ ପାଳିତ ହୋଇଯାଇଛି ।...

ସଙ୍ଗୀତ ନିର୍ଦ୍ଦେଶକ ବୃନ୍ଦାବନ ମେହେରଙ୍କ ସଫଳତା

ରିପୋର୍ଟ : ଦ୍ରୌପଦ ନାୟକ //ବଙ୍ଗୋମୁଣ୍ଡା,ବଲାଙ୍ଗୀର (୦୮/୦୭): ସଙ୍ଗୀତ ଜଗତ ର ସଫଳ ନିର୍ଦେଶକ ବୃନ୍ଦାବନ ମେହେର।ପଶ୍ଚିମ ଓଡ଼ିଶା ର ସଙ୍ଗୀତ କହିଲେ ସାଧାରଣତଃ ସମ୍ବଲପୁରୀ ଗୀତ କୁ...

ବେଗୁନିଆପଡା ବ୍ଲକର ବିଭିନ୍ନ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଓ ବଫର ଜୋନ ଘୋଷଣା

ରିପୋର୍ଟ: ରାକେଶ ମହାରଣା //କୋଦଳା(୦୮/୦୭): ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ମହାମାରୀ ବୃଦ୍ଧି ପାଉଥିବା ବେଳେ ଏହି କ୍ରମରେ ବେଗୁନିଆପଡା ବ୍ଲକରେ ମଧ୍ୟ ଦିନକୁ ଦିନ କରୋନା...

ଅବକାରୀ ବିଭାଗ ର ଚଢ଼ାଉ, ବିପୁଳ ପରିମାଣ ପୋଚ୍ଚ ଓ ଦେଶୀ ମଦ ଜବତ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୮/୦୭): ରାୟଗଡା ଜିଲ୍ଲାରେ ଚରାମଦ କାରବାର ବୃଦ୍ଧି ପାଉଥିବା ଦୃଷ୍ଟିରେ ରଖି ରାୟଗଡା ଜିଲ୍ଲାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଏବଂ...

Recent Comments

%d bloggers like this: