Advertisements
Thursday, July 9, 2020
Home headline ଏକ ଅଜଣା ଗାଡି ଧକ୍କାରେ ଜଣେ ମୃତ ଓ ୩ ଜଣ ଗୁରୁତର

ଏକ ଅଜଣା ଗାଡି ଧକ୍କାରେ ଜଣେ ମୃତ ଓ ୩ ଜଣ ଗୁରୁତର

ରିପୋର୍ଟ: ଡିଳେଶ୍ୱର ବାଗ
ପଦ୍ମପୁର(୩୧/୧୦): ବରଗଡ ଜିଲ୍ଲା ପଦ୍ମପୁର ବ୍ଲକ ବୁଡେନ ପଞ୍ଚାୟତ ଘଣ୍ଟେଶ୍ୱରୀ ଛକ ଠାରେ ଆଜି ସନ୍ଧ୍ୟା ୬ଟା ସମୟରେ ଏକ ଅଜଣା ଗାଡି ଧକ୍କା ଦେବାରୁ ଜଣେ ଯୁବକଙ୍କ ମୃତ ହୋଇଥିବା ବେଳେ ୩ ଜଣ ଯୁବକ ଗୁରୁତର ହୋଇଥିବା ଜଣାପଡିଛି |

ମୃତ ଯୁବକ ଲଳିତ ବରିହା(୧୮) ବୋଲି ଜଣାପଡ଼ିଛି ଓ ଗୁରୁତର ଥିବା ଯୁବକ ମାନେ ହେଲେ ସୁନିଲ ବରିହା,ଝିଟ ବରିହା,କୁନ୍ଦନ ବରିହା, ଦହିତା ପଞ୍ଚାୟତ ଲେଦ୍ରାପଲି ଗାଁ ର ବୋଳି ଜଣା ପଡ଼ିଛି । ବୁଡେନ ପୋଲିସ ପହଞ୍ଚି ଦୁର୍ଘଟଣାରେ ଆହତ ହୋଇଥିବା ଯୁବକ ମାନଙ୍କୁ ପଦ୍ମପୁର ହସ୍ପିଟାଲକୁ ଆଣିଥିଲେ ଓ ଚିକିତ୍ସା ପରେ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି | ଘଟଣାର ତଦନ୍ତ ଆରମ୍ଭ କରିଛି ସ୍ଥାନୀୟ ପୋଲିସ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜେନିତ୍ ମହାବିଦ୍ୟାଳୟ ପଦ୍ମପୁରରେ ବନ ମହୋତ୍ସବ ସପ୍ତାହ ପାଳିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର(ତା ୮ ୵ ୭ ୵ ୨୦୨୦): ପଦ୍ମପୁର ଜେନିତ ମହା ବିଦ୍ୟାଳୟ ତରଫରୁ ବନ ବିଦ୍ୟାଳୟର ସପ୍ତାହ ପାଳିତ ହୋଇଯାଇଛି ।...

ସଙ୍ଗୀତ ନିର୍ଦ୍ଦେଶକ ବୃନ୍ଦାବନ ମେହେରଙ୍କ ସଫଳତା

ରିପୋର୍ଟ : ଦ୍ରୌପଦ ନାୟକ //ବଙ୍ଗୋମୁଣ୍ଡା,ବଲାଙ୍ଗୀର (୦୮/୦୭): ସଙ୍ଗୀତ ଜଗତ ର ସଫଳ ନିର୍ଦେଶକ ବୃନ୍ଦାବନ ମେହେର।ପଶ୍ଚିମ ଓଡ଼ିଶା ର ସଙ୍ଗୀତ କହିଲେ ସାଧାରଣତଃ ସମ୍ବଲପୁରୀ ଗୀତ କୁ...

ବେଗୁନିଆପଡା ବ୍ଲକର ବିଭିନ୍ନ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଓ ବଫର ଜୋନ ଘୋଷଣା

ରିପୋର୍ଟ: ରାକେଶ ମହାରଣା //କୋଦଳା(୦୮/୦୭): ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ମହାମାରୀ ବୃଦ୍ଧି ପାଉଥିବା ବେଳେ ଏହି କ୍ରମରେ ବେଗୁନିଆପଡା ବ୍ଲକରେ ମଧ୍ୟ ଦିନକୁ ଦିନ କରୋନା...

ଅବକାରୀ ବିଭାଗ ର ଚଢ଼ାଉ, ବିପୁଳ ପରିମାଣ ପୋଚ୍ଚ ଓ ଦେଶୀ ମଦ ଜବତ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୮/୦୭): ରାୟଗଡା ଜିଲ୍ଲାରେ ଚରାମଦ କାରବାର ବୃଦ୍ଧି ପାଉଥିବା ଦୃଷ୍ଟିରେ ରଖି ରାୟଗଡା ଜିଲ୍ଲାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଏବଂ...

Recent Comments

%d bloggers like this: