Advertisements
Monday, June 1, 2020
Home Accidental Death ବିଜାଡ଼ିହି ଛକରେ ଧଳା ସ୍କରପିଓ ଧକ୍କାରେ ଜଣେ ମୃତ ଓ ଜଣେ ଗୁରୁତର

ବିଜାଡ଼ିହି ଛକରେ ଧଳା ସ୍କରପିଓ ଧକ୍କାରେ ଜଣେ ମୃତ ଓ ଜଣେ ଗୁରୁତର

ରିପୋର୍ଟ: ଡିଳେଶ୍ୱର ବାଗ
ପଦ୍ମପୁର(୦୩/୧୧): ବରଗଡ ଜିଲ୍ଲା ପଦ୍ମପୁର ନୂଆପଡା ରାସ୍ତା ବିଜାଡ଼ିହି ଛକରେ ଏକ ଧଳା ସ୍କୋରପିଓ ସହିତ ଦୁଇ ଚକିଆ ବାହାନର ଧକ୍କା ହୋଇ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।

ଘଟଣା ସ୍ଥଳରେ ବାଇକରେ ବସିଥିବା କୁମର ସାହୁଙ୍କ ମୃତ୍ୟୁ ହୋଇଛି | ଆଉ ଅନ୍ୟ ଜଣକ ଈଶ୍ୱର ସାହୁ ଗୁରୁତର ଅବସ୍ଥାରେ ପଦ୍ମପୁର ଉପଖଣ୍ଡ ଚିକିତ୍ସାଲୟରେ ଭର୍ତ୍ତି ହୋଇଛନ୍ତି । ସୂଚନା ମୁତବିକ ବାଇକରେ ଥିବା ଦୁଇ ଜଣ ବିଜେପୁର ବ୍ଲକ ଅନ୍ତର୍ଗତ ପୋଡ଼ମୁଣ୍ଡା ଗ୍ରାମର ବାସିନ୍ଦା ଅଟନ୍ତି । ସେମାନେ ପୋଡ଼ମୁଣ୍ଡାରୁ ବିଜାଡ଼ିହି ଗ୍ରାମକୁ ବିବାହ ପ୍ରସ୍ତାବ ପାଇଁ ଯାଇଥିଲେ । ଏବଂ ଫେରିବା ସମୟରେ ଏହି ଅଭାବନୀୟ ଘଟଣା ଘଟିଥିଲା ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବନ୍ଦେ ଉତ୍କଳ ଜନନୀ ଗାଇଲା ସମଗ୍ର ଝାରସୁଗୁଡା

ରିପୋର୍ଟ .ପ୍ରଶାନ୍ତ ମାଝୀ //ଝାରସୁଗୁଡା (୩୦/୫/୨୦୨୦): କରୋନା ଯୁଦ୍ଧରେ ସାମିଲ ଯୋଦ୍ଧାଙ୍କ ତ୍ୟାଗ ଓ ସେବା ମନୋଭାବ ପ୍ରତି ସମ୍ମାନ ପ୍ରଦର୍ଶନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକ୍ରମେ ଶନିବାର...

ବିଦେଶୀ ମଦ ଦୋକାନରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ୬ଗିରଫ, କାର ଓ ସ୍କୁଟି ଜବତ

ରିପୋର୍ଟ: ବିମଳେନ୍ଧୁ ସାହୁ //ଲୋଇସିଂହା (୩୦/୦୫): ବଲାଂଗୀର ଜିଲ୍ଲା ଲୋଇସିଂହା ସ୍ଥିତ ବିଦେଶୀ ମଦ ଦୋକାନରେ କିଛି ଯୁବକ ଗଣ୍ଡଗୋଳ କରି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି ।...

କାଶିପୁରରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ

ରିପୋର୍ଟ: ଦେବେନ୍ଦ୍ର ନାୟକ //କାଶିପୁର (୩୦.୦୫.୨୦୨୦): କାଶିପୁରରେ ବନ୍ଦେ ଉତ୍କଳ ଜନନୀ ଗାନ ବିଭିନ୍ନ କାର୍ଯ୍ୟାଳୟ ସମେତ ଘରେ ଘରେ ଗାନ କରାଯାଇଛି | କୋଭିଡ ଯୁଦ୍ଧରେ ଲୋକଙ୍କ...

କରୋନା ସୁପର୍ ସିକ୍ସ୍ ରେ ଭୟଭୀତ ବରଗଡ଼

ରିପୋର୍ଟ: ଜଗବନ୍ଧୁ ସାହୁ //ବରଗଡ଼ (୩୦/୦୫): କରୋନାର ସୁପର୍ ସିକ୍ସ୍ ରେ ଅର୍ଥାତ କରୋନା ମହାମାରୀର ଏହି ଲକଡାଉନ୍ ସମୟରେ ଗୋଟିଏ ଦିନରେ ଛଅ ଜଣ ଯାକ ବରଗଡ଼...

Recent Comments

%d bloggers like this: