Tuesday, March 19, 2024

Top 5 This Week

Related Posts

ଭାରସାମ୍ୟ ହରାଇ ଓଲଟିଲା ଅଟୋ

ରିପୋର୍ଟ : ଓଡ଼ିଶା ନ୍ୟୁଜ ୨୪ ବ୍ୟୁରୋ //
ନବରଙ୍ଗପୁର, (୦୪/୦୨) : ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଳକ ଏକମ୍ବା ଗ୍ରାମ ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ ।

ଫଳରେ ଦଶ ରୁ ଉର୍ଦ୍ଧ୍ୱ ଲୋକ ଆହତ ହୋଇଥିବା ବେଳେ ଉମରକୋଟ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି । ସ୍ୱାସ୍ଥ୍ୟ କେନ୍ଦ୍ର କୁ ଆଣିବା ସମୟରେ ଘସିଆ ସାନ୍ତାଙ୍କ ମୃତ୍ୟୁ ଘଟିଛି ବୋଲି ଥିବା ଡାକ୍ତର ସୂଚନା ଦେଇଛନ୍ତି । ଗୁରୁତର ଙ୍କ ମଧ୍ୟରେ ଦୁଇ ଜଣ ମହିଳା, ଜଣେ ପୁରୁଷ ଓ ଜଣେ ଶିଶୁ ଙ୍କୁ ଜିଲ୍ଲା ସ୍ୱାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତରିତ କରାଯାଇଛି ।

Popular Articles