Advertisements
Sunday, July 5, 2020
Home headline ୨୬ ତମ ଜୟ ମା ଗ୍ରାମଦେବୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ- ତଲିଉଡ଼ାର ବିଜୟୀ

୨୬ ତମ ଜୟ ମା ଗ୍ରାମଦେବୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ- ତଲିଉଡ଼ାର ବିଜୟୀ

ରିପୋର୍ଟ: ବିମଳେନ୍ଦୁ ସାହୁ //
ଲୋଇସିଂହା(୩୧/୦୧): ଲୋଇସିଂହା ବ୍ଲକ ମାଣ୍ଡିଆପଦର ରୟାଲ ଷ୍ଟାର କ୍ରିକେଟ କ୍ଲବ ପକ୍ଷରୁ ପଞ୍ଚ ଦିବସୀୟ ମା ଗ୍ରାମଦେବୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି ।

ଏଥିରେ ଆଖପାଖ ଗ୍ରାମାଞ୍ଚଳରୁ ୧୬ ଟି ଦଳ ଅଂଶଗ୍ରହଣ କରିଥିଲେ । ତଲିଉଡାର ଓ ଆଟଗାଁ ମଧ୍ୟରେ ଅନୁଷ୍ଠିତ ଫାଇନାଲ ମ୍ୟାଚ ରେ ତଲିଉଡାର ଦଳ ବିଜେତା ହୋଇଥିଲା । ଉଦଯାପନି ତଥା ପୁରସ୍କାର ବିତରଣୀ ସମାରୋହରେ ମୁଖ୍ୟ ଅତିଥି ଭାବେ ପଶ୍ଚିମ ଓଡିଶା ଯାଦବ ବିକାଶ ପରିଷଦର ଅଧ୍ୟକ୍ଷ ତଥା ବିଜେଡି ରାଜ୍ୟ ସମ୍ପାଦକ ବଳରାମ ସିଂ ଯାଦବ ଯୋଗଦେଇ ବିଜେତା ଦଳକୁ ନଗଦ ୧୦ ହଜାର ଓ ଉପ ବିଜେତା ଦଳକୁ ନଗଦ ୬ ହଜାର ଟଙ୍କା ଦେଇ ପୁରସ୍କୃତ କରିଥିଲେ । ଶିକ୍ଷକ ସୁଦାମ ଚରମ ମେହେର, ପ୍ରମୋଦ ସାହୁ ସମାଜସେବୀ ମଙ୍ଗଳ ପାତ୍ର ପ୍ରମୁଖ ମଂଚାସିନ ଥିବାବେଳେ ଅନୁଷ୍ଠାନର ସଭାପତି ନିତ୍ୟାନନ୍ଦ ବେହେରା, ଶେଷଦେଵ ପାଣ୍ଡେ, ପଞ୍ଚୁଦେଵ ପାଣ୍ଡେ, ବିକ୍ରମ ସାହୁ, ସୀତାମ୍ବର କୁଅଁର, ନିରୋଦ ସାହୁ, କାଳିଆ ବିଶ୍ୱାଳ, ଆନନ୍ଦ ସାହୁ, ରୋହିତ ସା ପ୍ରମୁଖ ସହଯୋଗ କରିଥିଲେ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜାମସେଠ ଠାରେ କରୋନା ଯୋଦ୍ଧା ଙ୍କୁ ସମ୍ବର୍ଦ୍ଧନା

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୩/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଜାମ ସେଠ ହସପିଟାଲ ଠାରେ ଝାରବନ୍ଧ ଓ ଜାମ ସେଠ...

ଦୁଇ ଗୋଷ୍ଠୀ ମଧ୍ୟରେ ଜଙ୍ଗଲ ଜମି କୁ ନେଇ ବିବାଦ ହୋଇ ତହସିଲଦାର ଙ୍କୁ ଦାବୀ ପତ୍ର ପ୍ରଦାନ

ରିପୋର୍ଟ, ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୪/୭): ରାୟଗଡ଼ା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଳକ ଅନ୍ତର୍ଗତ ପୂଜାରୀଗୁଡା ଗ୍ରାମ ପଞ୍ଚାୟତ ର କନ୍ଧ ପରିଦିଗୁଡା ଓ ସାନ...

ବିଦ୍ୟୁତ କାଟ ଯୋଗୁଁ ଗ୍ରାହକ ହନ୍ତସନ୍ତ

କର୍ଲାମୁଣ୍ଡା (୦୪ /୦୭): କର୍ଲାମୁଣ୍ଡା ବ୍ଲକ ସଦର ଠାରେ ୩୩ /୧୧ କେଭି ର ବିଦ୍ୟୁତ ଯୋଗାଣ କେନ୍ଦ୍ର ପ୍ରାୟ ୮ବର୍ଷ ତଳେ ନିର୍ମାଣ କରାଯାଇଥିଲା I ଗତ...

ଉତ୍କଳ ଆଲୁମିନା ଇନ୍ଟରନ୍ୟାସନାଲ ଲିମିଟେଡ଼ ର ସାମୁହିକ ସିଏସଆର କାର୍ଯ୍ୟକ୍ରମ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା /ଟିକିରି (୦୪/୦୭): ଅବିଭକ୍ତ କୋରାପୁଟ ଜିଲ୍ଲାର ଟିକିରି ଅଞ୍ଚଳ ଦିନେ ପରିତ୍ୟକ୍ତ ଅବସ୍ଥାରେ ପଡିରହିଥିଲା l କିନ୍ତୁ, ଉତ୍କଳ ଆଲୁମିନା ପ୍ରତିଷ୍ଠିତ...

Recent Comments

%d bloggers like this: