Friday, September 25, 2020
Home Death Case ବଲାଙ୍ଗୀର ରେଲ୍ୱେ ଷ୍ଟେସନରେ ଯୁବକଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର ରେଲ୍ୱେ ଷ୍ଟେସନରେ ଯୁବକଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗିର(୦୧/୦୨): ବଲାଙ୍ଗିର ରେଲୱେ ଷ୍ଟେସନର ୧ ନମ୍ୱର ପ୍ଲାଟଫର୍ମ ଠାରେ ଥିବା ରେଳ ଧାରଣାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ସେ ପଶ୍ଚିମ ବଙ୍ଗର ଭରତପୁରର ସୁମନ ମଣ୍ଡଳ ବୋଲି ଜନପଡିଛି |

ନିକଟରେ ସୁମନ ସହ ତାଙ୍କ ୪ ଜଣ ସାଙ୍ଗ ବାହାଘର ଉତ୍ସବରେ ଯୋଗ ଦେବା ପାଇଁ ବଲାଙ୍ଗିର ଆସିଥିଲେ । ଆଜି ସେମାନେ ପଶ୍ଚିମବଙ୍ଗ ଯିବାକୁ ବଲାଙ୍ଗିର ରେଲୱେ ଷ୍ଟେସନ ଆସିଥିଲେ । କିନ୍ତୁ ହଠାତ ସୁମନ ଟ୍ରେନ ସାମ୍ନାରେ ଶୋଇ ପଡ଼ି ଆତ୍ମହତ୍ୟା କରିଥିବା ତାଙ୍କ ସାଙ୍ଗମାନେ ପ୍ରକାଶ କରିଛନ୍ତି | ଏଥିସହ ପୂର୍ବରୁ ସୁମନଙ୍କ ମାନସିକ ଅବସ୍ଥା ଭଲ ନ ଥିବାରୁ ସେ ନ୍ୟୁରୋ ବିଭାଗରେ ଚିକିତ୍ସା ହେଉଥିଲେ । ତେବେ ମାନସିକ ଭାରସାମ୍ୟା ହରାଇ ସୁମନ ଆତ୍ମହତ୍ୟା କରିଥାଇ ପାରନ୍ତି ବୋଲି ତାଙ୍କ ସାଙ୍ଗମାନେ କହିଛନ୍ତି । ଜି.ଆର.ପି ପୁଲିସ ମୃତଦେହ ଉଦ୍ଧାର କରି ଘଟଣାର ତଦନ୍ତ ଆରମ୍ଭ କରୁଛି।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପ୍ରେମ ବିବାହକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଜଣେ ମୃତ

ରିପୋର୍ଟ: ସତ୍ୟଜିତ ବାରିକ // ଯାଜପୁର (୨୪/୦୯): ବରୀ ବ୍ଲକ ଅଧିନସ୍ଥ ଆନ୍ୟାସପୁର ଗ୍ରାମ ରେ ପ୍ରେମ ବିବାହ କୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଯୋଗୁଁ ଜଣକର ମୃତୁ ଘଟିଛି...

ବିଜେପି ନେତା ବି. ସୁବାଷ ଚନ୍ଦ୍ରପାତ୍ରଙ୍କ ବିୟୋଗରେ ଶୋକ

ରିପୋର୍ଟ: ବିଭୁତି ଲହରିଆ // ବାଲିଗୁଡା ୨୪/୯): ବାଲିଗୁଡାର ବରିଷ୍ଠ ବିଜେପି ନେତା ବି ସୁବାଷ ଚନ୍ଦ୍ର ପାତ୍ରଙ୍କ ବିୟୋଗରେ କନ୍ଧମାଳ ବିଜେପି ପକ୍ଷରୁ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଶୋକ ସଭା ଅନୁଷ୍ଠିତ...

ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ଦ୍ୱାରା ଜୁନାଗଡ ହାଇଟେକ ଥାନା ଉଦଘାଟିତ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା // କଳାହାଣ୍ଡି ତା୨୪.୦୯.୨୦୨୦): କଳାହାଣ୍ଡି ଜିଲ୍ଲା ଜୁନାଗଡ ଠାରେ ହାଇଟେକ ଥାନା ଉଦଘାଟିତ ହୋଇଯାଇଛି । ଓଡିଶା ର ମାନ୍ୟବର ଗୃହ ରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଉଦଘାଟନ...

ଧାନ ଫସଲ ରେ ଅଜଣା ରୋଗ, କାମ ଦଉନି କୀଟନାଶକ,ଚିନ୍ତାରେ ଚାଷୀ

ରିପୋର୍ଟ - ନିରୋଜ କୁମାର ପାଣୀ // ପଦ୍ମପୁର,ତା ୨୪ /୯/୨୦): ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକରେ ୧୪ ଟି ପଞ୍ଚାୟତର ବିଭିନ୍ନ ଗ୍ରାମ ରେ ଧାନ ଫସଲରେ ମାଡି ଚାଲିଛି...

Recent Comments

%d bloggers like this: