Saturday, August 15, 2020
Home Death Case ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣର ତଦନ୍ତ କରିବ କ୍ରାଇମବ୍ରାଞ୍ଚ -ମୁଖ୍ୟମନ୍ତ୍ରୀ

ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣର ତଦନ୍ତ କରିବ କ୍ରାଇମବ୍ରାଞ୍ଚ -ମୁଖ୍ୟମନ୍ତ୍ରୀ

ବଲାଙ୍ଗିର:  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣର ତଦନ୍ତ କରିବ କ୍ରାଇମବ୍ରାଞ୍ଚ ବୋଲି ଘୋଷଣା କରିଛନ୍ତି। ପୂର୍ବରୁ ବଲାଙ୍ଗିର ପୋଲିସ ରାଜ୍ୟ ବାହାର କୁ ଯାଇ ତଦନ୍ତ କରିଥିଲେ ମଧ୍ୟ କିଛି ଠୋସ ପ୍ରମାଣ ପାଇଁ ନ ଥିଲା । ଘଟଣାର ତୁରନ୍ତ ନ୍ୟାୟ ଦାବିକୁ ପାର୍ସଲ ବୋମା ବିସ୍ଫୋରଣରେ ମୃତ ସୌମ୍ୟଶେଖରଙ୍କ ପରିବାର ଲୋକେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ। ଏହାସହ ନିକଟରେ ଏକ ଭିଡିଓ ଜରିଆରେ ହସ୍ପିଟାଲରୁ ମୁଖ୍ୟମନ୍ତ୍ରୀଙ୍କୁ ନ୍ୟାୟ ପାଇଁ ନିବେଦନ କରିଥିଲେ ନବବଧୂ ରୀମାରାଣି ସାହୁ। ସୂଚନା ଯୋଗ୍ୟ ଯେ ଗତ ମାସ ୨୩ ତାରିଖରେ ପାର୍ସଲ ବୋମା ବିସ୍ଫୋରଣରେ ରୀମାଙ୍କ ସ୍ୱାମୀ ସୌମ୍ୟଶେଖର ଓ ତାଙ୍କ ଜେଜେ ମାଆ ପ୍ରାଣ ହରାଇଥିଲେ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୨୪୯୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ,ବଲାଙ୍ଗୀରରେ ୯୨

ବଲାଙ୍ଗୀର (ଓଡିଶା ନ୍ୟୁଜ୨୪-ବ୍ୟୁରୋ-୧୫/୦୮): ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୨୪୯୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୫୯୧ ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ଅଞ୍ଚଳରୁ...

ବାଲିଗାଁ ପଞ୍ଚାୟତ ବିଜେପି କର୍ମୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଦାନ

ରିପୋର୍ଟ: ଏନ.ସନ୍ତୋଷ କୁମାର // ବୈପାରିଗୁଡା (୧୫/୦୮): ବୈପାରିଗୁଡା ବ୍ଲକ ଅନ୍ତର୍ଗତ ବାଲିଗାଁ ପଞ୍ଚାୟତ ବିଜେପି କର୍ମୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି l କରୋନା ପରି ମହାମାରୀ...

ଏବିପିଏସ ଛାତ୍ରଛାତ୍ରୀଙ୍କୁ ରୋଟାରୀଆନଙ୍କ ପକ୍ଷରୁ ୪୦ଗୋଟି ଆଇପ୍ୟାଡ଼ ପ୍ରଦାନ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡା (୧୪/୦୮): ସାରା ବିଶ୍ୱ ଜନତା ଓ କରୋନା ମହାମାରୀର ଛକାପଞ୍ଝା ଭିତରେ ଅତ୍ୟଧିକ ପ୍ରଭାବିତ ହୋଇଛନ୍ତି ଆଗାମୀ ପିଢ଼ି କୁହାଯାଉଥିବା ଶିକ୍ଷାର୍ଥୀ ମାନେ l...

FCI ଛକ ନିକଟରେ ୨୪ଲକ୍ଷ ଟଙ୍କା ଲୁଟ ହେବା ଘଟଣାର ପର୍ଦ୍ଧାଫାସ କରିଛି ରାୟଗଡା ପୋଲିସ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡା (୧୪/୦୮): ରାୟଗଡ଼ା ସହରର FCI ଛକ ନିକଟରେ ୨୪ଲକ୍ଷ ଟଙ୍କା ଲୁଟ ହେବା ଘଟଣାର ପର୍ଦ୍ଧାଫାସ କରିଛି ରାୟଗଡା ପୋଲିସ | ଲୁଟର ଶିକାର ହୋଇଥିବା...

Recent Comments

%d bloggers like this: