Friday, September 25, 2020
Home headline ବିଜେପି ପକ୍ଷରୁ ସାଙ୍ଗଠନିକ ବୈଠକ

ବିଜେପି ପକ୍ଷରୁ ସାଙ୍ଗଠନିକ ବୈଠକ

ରିପୋର୍ଟ: କପିଳେନ୍ଦ୍ରଦେବ ସାମନ୍ତରାୟ //
ଲମତାପୁଟ। ତା ୧୩/୦୨: ଲମତାପୁଟ ସଦର ମହକୁମା ର ଡାକ ବଙ୍ଗଳା ରେ ଲମତାପୁଟ ବିଜେପି ଦଳର ଏକ ସାଙ୍ଗଠନିକ ବୈଠକ ର ଆୟଯୋନ କରାଯାଇଥିଲା।

ଉକ୍ତ କାର୍ଯ୍ୟକ୍ରମକୁ ଆଗାମୀ ଦିନରେ ଦଳକୁ କିପରି ମଜବୁତ କରାଯିବ ଅଞ୍ଚଳର ଜନସାଧାରଣ ନିକଟତର ହୋଇ କିପରି ଆସ୍ତା ଭାଜନ ହୋଇପାରିବ ଲୋକ ଙ୍କ କଣ ଅସୁବିଧାକୁ କିପରି ଗୁରୁତ୍ବ ଦିଆଯିବ। କେନ୍ଦ୍ର ସରକାରଙ୍କ ଦ୍ୱାରା ବିଭିନ୍ନ ପ୍ରକାର ଯୋଜନା ସମ୍ପର୍କରେ ବୁଝାଇବାକୁ ନେଇ ବୈଠକରେ ଲମତାପୁଟ ଓ ମାଛକୁଣ୍ଡ ମଣ୍ଡଳର ପ୍ରଭାରୀ ଚନ୍ଦ୍ରଶେଖର ରଥ ନୁପେନ୍ଦ୍ର ବାଗ୍ ଓ ମନ୍ଦାକିନୀ ପାଇକଙ୍କ ଉପସ୍ଥିତିରେ ଆଲୋଚନା କରାଯାଇଥିଲା । ଏଥିସହିତ କାର୍ଯ୍ୟକ୍ରମରେ ଈଶ୍ୱର ଚନ୍ଦ୍ର ଦାର୍ଲି ତପନ ଖିଲ, ଆଦିତ୍ୟ ଶିଶା, ଚନ୍ଦ୍ର ମୁଦୁଲି, ଘନ ରୁଢ଼ାଇ, ସମରା ହନ୍ତାଳ, ଭକ୍ତ ହନ୍ତାଳ ଓ ଅନ୍ୟାନ୍ୟ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ରହି ରହିଥିଲେ |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ପ୍ରେମ ବିବାହକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଜଣେ ମୃତ

ରିପୋର୍ଟ: ସତ୍ୟଜିତ ବାରିକ // ଯାଜପୁର (୨୪/୦୯): ବରୀ ବ୍ଲକ ଅଧିନସ୍ଥ ଆନ୍ୟାସପୁର ଗ୍ରାମ ରେ ପ୍ରେମ ବିବାହ କୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଯୋଗୁଁ ଜଣକର ମୃତୁ ଘଟିଛି...

ବିଜେପି ନେତା ବି. ସୁବାଷ ଚନ୍ଦ୍ରପାତ୍ରଙ୍କ ବିୟୋଗରେ ଶୋକ

ରିପୋର୍ଟ: ବିଭୁତି ଲହରିଆ // ବାଲିଗୁଡା ୨୪/୯): ବାଲିଗୁଡାର ବରିଷ୍ଠ ବିଜେପି ନେତା ବି ସୁବାଷ ଚନ୍ଦ୍ର ପାତ୍ରଙ୍କ ବିୟୋଗରେ କନ୍ଧମାଳ ବିଜେପି ପକ୍ଷରୁ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଶୋକ ସଭା ଅନୁଷ୍ଠିତ...

ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ଦ୍ୱାରା ଜୁନାଗଡ ହାଇଟେକ ଥାନା ଉଦଘାଟିତ

ରିପୋର୍ଟ: ପ୍ରଭୁଦତ୍ତ ପଣ୍ଡା // କଳାହାଣ୍ଡି ତା୨୪.୦୯.୨୦୨୦): କଳାହାଣ୍ଡି ଜିଲ୍ଲା ଜୁନାଗଡ ଠାରେ ହାଇଟେକ ଥାନା ଉଦଘାଟିତ ହୋଇଯାଇଛି । ଓଡିଶା ର ମାନ୍ୟବର ଗୃହ ରାଷ୍ଟ୍ର ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ଉଦଘାଟନ...

ଧାନ ଫସଲ ରେ ଅଜଣା ରୋଗ, କାମ ଦଉନି କୀଟନାଶକ,ଚିନ୍ତାରେ ଚାଷୀ

ରିପୋର୍ଟ - ନିରୋଜ କୁମାର ପାଣୀ // ପଦ୍ମପୁର,ତା ୨୪ /୯/୨୦): ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକରେ ୧୪ ଟି ପଞ୍ଚାୟତର ବିଭିନ୍ନ ଗ୍ରାମ ରେ ଧାନ ଫସଲରେ ମାଡି ଚାଲିଛି...

Recent Comments

%d bloggers like this: