Advertisements
Monday, June 1, 2020
Home Sports & Games ୧୪ତମ ଶେଖ ହାଇଦର ମେମୋରିଆଲ ବେଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ୨୦୨୦ଉଦଘାଟିତ

୧୪ତମ ଶେଖ ହାଇଦର ମେମୋରିଆଲ ବେଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ୨୦୨୦ଉଦଘାଟିତ

ରିପୋର୍ଟ: ଡିଳେଶ୍ୱର ବାଗ //
ପଦ୍ମପୁର(୨୩/୦୨): ବରଗଡ ଜିଲ୍ଲା ପଦ୍ମପୁର ଟାଉନ କ୍ଲବରେ ୧୪ତମ ଶେଖ ହାଇଦର ମେମୋରିଆଲ ବେଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି ।

ଏଥିରେ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ସିରିସ ବୋହିଦାର ଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ । ସମ୍ମାନିତ ଅତିଥି ଶ୍ରୀଯୁକ୍ତ ପ୍ରତାପ ମିଶ୍ର, ଶ୍ରୀଯୁକ୍ତ ଗୋବିନ୍ଦ ପ୍ରସାଦ ଅଗ୍ରୱାଲ ପ୍ରମୁଖ ଯୋଗଦାନ କରିଥିଲେ । ଏହି ଉଦଘାଟିତ ମ୍ୟାଚରେ ପଦ୍ମପୁର ଓ ଡୁଙ୍ଗରିପାଲି ମଧ୍ୟରେ ଆରମ୍ବ ହୋଇଥିଲା । ଏଥିରେ କିଶୋର ପାତ୍ର, ଫିରୋଜ଼ ଖାନ,ସଲମାନ, ଦୀପକ ଅଗ୍ରୱାଲ, ହରି ସିଂ, ଗୁଡ଼ଡୁ, ପିଣ୍ଟୁ,ସୁନିଲ ଅଗ୍ରୱାଲ, ଅଶୋକ ମିଶ୍ର, ସୁଧୀର ସାହୁ, ରିତେଶ ସାହୁ,ପ୍ରମୁଖ ସହଯୋଗ କରିଥିଲେ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବନ୍ଦେ ଉତ୍କଳ ଜନନୀ ଗାଇଲା ସମଗ୍ର ଝାରସୁଗୁଡା

ରିପୋର୍ଟ .ପ୍ରଶାନ୍ତ ମାଝୀ //ଝାରସୁଗୁଡା (୩୦/୫/୨୦୨୦): କରୋନା ଯୁଦ୍ଧରେ ସାମିଲ ଯୋଦ୍ଧାଙ୍କ ତ୍ୟାଗ ଓ ସେବା ମନୋଭାବ ପ୍ରତି ସମ୍ମାନ ପ୍ରଦର୍ଶନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକ୍ରମେ ଶନିବାର...

ବିଦେଶୀ ମଦ ଦୋକାନରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ୬ଗିରଫ, କାର ଓ ସ୍କୁଟି ଜବତ

ରିପୋର୍ଟ: ବିମଳେନ୍ଧୁ ସାହୁ //ଲୋଇସିଂହା (୩୦/୦୫): ବଲାଂଗୀର ଜିଲ୍ଲା ଲୋଇସିଂହା ସ୍ଥିତ ବିଦେଶୀ ମଦ ଦୋକାନରେ କିଛି ଯୁବକ ଗଣ୍ଡଗୋଳ କରି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି ।...

କାଶିପୁରରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ

ରିପୋର୍ଟ: ଦେବେନ୍ଦ୍ର ନାୟକ //କାଶିପୁର (୩୦.୦୫.୨୦୨୦): କାଶିପୁରରେ ବନ୍ଦେ ଉତ୍କଳ ଜନନୀ ଗାନ ବିଭିନ୍ନ କାର୍ଯ୍ୟାଳୟ ସମେତ ଘରେ ଘରେ ଗାନ କରାଯାଇଛି | କୋଭିଡ ଯୁଦ୍ଧରେ ଲୋକଙ୍କ...

କରୋନା ସୁପର୍ ସିକ୍ସ୍ ରେ ଭୟଭୀତ ବରଗଡ଼

ରିପୋର୍ଟ: ଜଗବନ୍ଧୁ ସାହୁ //ବରଗଡ଼ (୩୦/୦୫): କରୋନାର ସୁପର୍ ସିକ୍ସ୍ ରେ ଅର୍ଥାତ କରୋନା ମହାମାରୀର ଏହି ଲକଡାଉନ୍ ସମୟରେ ଗୋଟିଏ ଦିନରେ ଛଅ ଜଣ ଯାକ ବରଗଡ଼...

Recent Comments

%d bloggers like this: