Friday, August 14, 2020
Home 5 T programme ପଞ୍ଚାୟତ ସ୍ତରୀୟ ଭୀମ ଭୋଇ ଭିନ୍ନକ୍ଷମ ସମର୍ଥ୍ୟ ଶିବିର

ପଞ୍ଚାୟତ ସ୍ତରୀୟ ଭୀମ ଭୋଇ ଭିନ୍ନକ୍ଷମ ସମର୍ଥ୍ୟ ଶିବିର

ରିପୋର୍ଟ – ଅକ୍ଷୟ କୁମାର ପିଡ଼ିସିକା //
କଲ୍ୟାଣସିଂହପୁର ତା ୨୯/୨: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଳକ ଅନ୍ତର୍ଗତ ପଞ୍ଚାୟତ ସମିତି କାର୍ଯ୍ୟଳୟ ସମୁଖ ରେ ଆଜି ପଞ୍ଚାୟତ ସ୍ତରୀୟ ଭୀମ ଭୋଇ ଭିନ୍ନକ୍ଷମ ସମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି |

ଏହି ଭିନ୍ନକ୍ଷମ ଶିବିରରେ ପ୍ରାୟ ୨୦୦ ରୁ ଅଧିକ ଭିନ୍ନକ୍ଷମ ମହିଳା,ପୁରୁଷ ଓ ବାଳକ ବାଳିକା ଯୋଗଦେଇଥିବା ବେଳେ ମୁଖ୍ୟ ଅତିଥି ରୂପେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଅନୁବ କୁମାର ପଣ୍ଡା, କଲ୍ୟାଣସିଂହପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ଃ ଚିନ୍ମୟୀ ଲିମା ଓ ଭୁବନେଶ୍ୱର ରୁ ଭୀମ ଭୋଇ ଭିନ୍ନକ୍ଷମ କକ୍ଷମାତା ଏକ୍ସପ୍ରେସର କର୍ମଚାରୀ ଏସିଓ ଶବର କଲ୍ୟାଣସିଂହପୁର ଗ୍ରାମ ପଞ୍ଚାୟତ ପି ଓ ସମେତ ବିଭିନ୍ନ ପଞ୍ଚାୟତର ଲୋକମାନେ ଉପସ୍ଥିତ ଥିବା ଦେଖିବାକୁ ମିଳିଛି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ମୃତ ହିତାଧିକାରୀଙ୍କ ନାମରେ ରାସନ ସାମଗ୍ରୀ ହଡପ,ବିଜେପୁର

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା୧୩ ୵୮): ବିଜେପୁର ବ୍ଲକରେ ମୃତ ହିତାଧିକାରୀ ନାମରେ ରାସନ ସାମଗ୍ରୀ ହଡ଼ପ ପରି ଗୁରୁତର ଅଭିଯୋଗ ସାମ୍ନାକୁ ଆସିଛି। ସୂଚନା ଅଧିକାର ଆଇନ ଦ୍ୱାରା...

ବହୁମୂଖୀ ପ୍ରତିଭା, ନିଷ୍ଠାପର ଆଇନଜୀବୀଙ୍କ ବିୟୋଗରେ ଶୋକ

ରିପୋର୍ଟ: ଜିଲ୍ଲାପ୍ରତିନିଧି ରବିଶଙ୍କର ମହାପାତ୍ର // କୋରାପୁଟ (୧୩/୦୮): କୋରାପୁଟ ଜିଲ୍ଲା କୋଟପାଡ଼ ନ୍ୟାୟାଳୟ ପରିସରରେ ଜୟପୁରର ବରିଷ୍ଠ ଆଇନଜୀବୀ,ନିଷ୍ଠାପର ସରକାରୀ ଓକିଲ (P. P),ରକ୍ତଗୋଲାପ ଚଳଚ୍ଚିତ୍ରର ଅଭିନେତା, ମଞ୍ଚ ଓ ଆକାଶବାଣୀ କଳାକାର,...

୫୧୧ କେଜି ଗଞ୍ଜେଇ ସହ ୨ଜଣ ଗିରଫ

ରିପୋର୍ଟ: ଏନ.ସନ୍ତୋଷ କୁମାର // ବୈପାରୀଗୁଡା (୧୩/୦୮): ବୈପାରୀଗୁଡା ପୋଲିସକୁ ଏକ ସଫଳତା ମିଳିଥିବା ଜଣାପଡିଛି l ବୈପାରୀଗୁଡା ଥାନା ଅଧିକାରୀଙ୍କ ସୂଚନା ଅନୁଯାୟୀ (OD10E 2585 )ନମ୍ବର ଏକ ପିକଅପ ଭେନରେ ମହୁଲିପୁଟ ଠାରୁ...

ରାୟଗଡ ଜିଲ୍ଳାରେ ଆଂଟିଜେନ ଟେଷ୍ଠିଂ ଓ କୋଭିଡ ପରିଚାଳନାକୁ ନେଇ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ରିପୋର୍ଟ:ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡ (୧୨/୮/୨୦): ରାୟଗଡ ଜିଲ୍ଳାରେ ଦିନକୁ ଦିନ ପଜିଟିଭ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । କୋଭିଡ-୧୯ ସରକାରୀ ଗାଇଡଲାଇନ ଅନୁଯାୟୀ ପ୍ରଶାସନ ତରଫର ଆକ୍ରାନ୍ତଙ୍କୁ ଚିହ୍ନଟ ଦିଗରେ...

Recent Comments

%d bloggers like this: