Thursday, October 1, 2020
Home Accidental Death ଟ୍ରକ ଆଉ ଅଟୋ ମୁହାଁମୁହିଁ ଧକ୍କା ଧକା ଜଣେ ମୃତ,୩ଜଣ ଗୁରୁତର

ଟ୍ରକ ଆଉ ଅଟୋ ମୁହାଁମୁହିଁ ଧକ୍କା ଧକା ଜଣେ ମୃତ,୩ଜଣ ଗୁରୁତର

ରିପୋର୍ଟ: ଜିଲ୍ଲା ପ୍ରତିନିଧି ଏ କେ ବିଶ୍ୱାସ
ମାଲକାନଗିରି (୦୭/୦୩): ମାଲକାନଗିରି ଜିଲ୍ଲା ଚିଡ଼ପଲ୍ଲୀ ଗ୍ରାମରୁ ଏକ ଧାନ ଗାଡି ଏମଭି ୪୭ଗ୍ରାମ ଅଭିମୁଖେ ବାହାରିଥିବା ସମୟରେ ଚିଡ଼ପଲ୍ଲୀ ଓ ଏମଭି ୪୭ ମଧ୍ୟରେ ଏକ ଅଟୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା |

ଏହି ଧକ୍କାରେ ଜଣେ-ମୁକା କବଶୀ ନାମକ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ୩ ଜଣ ମହିଳା ଗୁରୁତର ଭାବେ ଆହତ ହୋଇଛନ୍ତି | ଏମାନଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଲୟରେ ଭର୍ତି କରାଯାଇଛି | ଏମାନଙ୍କ ମଧ୍ୟରୁ ଜଣେ ଅଶାକର୍ମୀ-ରାମେ ମାଡ଼ିଙ୍କ ହାତ ଭାଙ୍ଗିଥିବା ସୂଚନା ମିଳିଛି ତଥା ଅଟୋ ଚାଳକଙ୍କ ଗୋଡ ଭାଙ୍ଗିବା ମଧ୍ୟ ସୂଚନା ମିଳିଛି | ଏହି ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୬୧୫ ପଜିଟିଭ ଚିହ୍ନଟ, ବଲାଙ୍ଗୀର ରୁ ୮୧, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର (୦୧/୧୦): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୬୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୮...

ନୂତନ ଭାବେ ନିର୍ମାଣ ତହସିଲ ଓ ଉପ ନିବନ୍ଧକ କାର୍ଯ୍ୟାଳୟ କୋଠା ସ୍ଥାନାନ୍ତର ପାଇଁ ସଚେତନ ନାଗରୀକ କମିଟି ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ରିପୋର୍ଟ: ଜଗଦୀଶ ଦାସ // ଜି.ଉଦୟଗିରି (୩୦/୦୯): -ଜି.ଉଦୟଗିରିରେ ଅବସ୍ଥିତ ତହସିଲ କାର୍ଯ୍ୟାଳୟ ଓ ଉପ-ନିବନ୍ଧକ କାର୍ଯ୍ୟାଳୟ ବହୁ ପୁରୁଣା ହୋଇଥିବାବେଳେ ଏବେ ନୂତନ ଭାବେ ନିର୍ମାଣ କରିବା ପାଇଁ ଟେଣ୍ଡର ସରି ଠିକାଦାର...

ଯୁବକ ସଂଘ ପକ୍ଷରୁ ରାସ୍ତା ସଫା କରାଗଲା

ରିପୋର୍ଟ: ଜଗଦୀଶ ଦାସ // ରାଇକିଆ (୩୦/୦୯):କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ବଡବାରବା ପଞ୍ଚାୟତ ର ଯୁବକ ସଙ୍ଘ ତରଫରୁ ରାସ୍ତା ଓ ଡ୍ରେନ ସଫା କରିଥିବା ଦେଖିବାକୁ ମିଳିଛି। ବଡବାରବା ପାଞ୍ଚ ନମ୍ବର...

ଘୁମୁସର ତାଲୁକା ବିଶ୍ୱକର୍ମା ସମାଜର ବଦାନ୍ୟତା, ପକ୍ଷାଘାତ ରୋଗୀଙ୍କୁ ଅର୍ଥରାଶି ପ୍ରଦାନ

ରିପୋର୍ଟ: ରାକେଶ ମହାରଣା // କୋଦଳା ୨୯/୦୯): ଗଣମାଧ୍ୟମରେ ଲୋକନାଥ ମହାରଣା ଅସହାୟତା ନେଇ ଖବର ପ୍ରସାରଣ ହେବା ପରେ ଦକ୍ଷିଣ ଓଡିଶା ବିଶ୍ୱକର୍ମା ସମାଜ, ଘୁମୁସର ତାଲୁକା ର ସଭାପତି ସମେତ କାର୍ଯ୍ୟକର୍ତ୍ତା...

Recent Comments

%d bloggers like this: