Advertisements
Monday, June 1, 2020
Home Corona Lockdown ମୂଖ୍ୟମନ୍ତ୍ରୀ ସହାୟତା ପାଣ୍ଠିକୁ ଜି.ଉଦୟଗିରି ବନାଞ୍ଚଳ ତରଫରୁ ୨୦ହଜାର ଟଙ୍କା ପ୍ରଦାନ

ମୂଖ୍ୟମନ୍ତ୍ରୀ ସହାୟତା ପାଣ୍ଠିକୁ ଜି.ଉଦୟଗିରି ବନାଞ୍ଚଳ ତରଫରୁ ୨୦ହଜାର ଟଙ୍କା ପ୍ରଦାନ

ରିପୋର୍ଟ: ଜଗଦୀଶ ଦାସ //
ଜି.ଉଦୟଗିରି (୨୭/୦୩): କନ୍ଧମାଳ ଜିଲ୍ଲା ବନଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବନାଞ୍ଚଳ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୦ହଜାର ଟଙ୍କା ପ୍ରଦାନ କରାଯାଇଛି |

ଜି.ଉଦୟଗିରି ବନାଞ୍ଚଳ ଅଧିକାରିଣୀ ମିନାକ୍ଷୀ କୁମ୍ରାଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ମହମାରୀ କରୋନା ମୂକାବିଲା ପାଇଂ ୨୦ହଜାର ଟଙ୍କା ସହାୟତା ରାଶି ମୂଖ୍ୟମନ୍ତ୍ରୀ ସହାୟତା ପାଣ୍ଠିକୁ ପ୍ରଦାନ କରିଥିବା ବନାଞ୍ଚଳ ଅଧିକାରିଣୀ ସୁଶ୍ରୀ କୁମ୍ରା ସୂଚନା ଦେଇଛନ୍ତି।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବନ୍ଦେ ଉତ୍କଳ ଜନନୀ ଗାଇଲା ସମଗ୍ର ଝାରସୁଗୁଡା

ରିପୋର୍ଟ .ପ୍ରଶାନ୍ତ ମାଝୀ //ଝାରସୁଗୁଡା (୩୦/୫/୨୦୨୦): କରୋନା ଯୁଦ୍ଧରେ ସାମିଲ ଯୋଦ୍ଧାଙ୍କ ତ୍ୟାଗ ଓ ସେବା ମନୋଭାବ ପ୍ରତି ସମ୍ମାନ ପ୍ରଦର୍ଶନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକ୍ରମେ ଶନିବାର...

ବିଦେଶୀ ମଦ ଦୋକାନରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ୬ଗିରଫ, କାର ଓ ସ୍କୁଟି ଜବତ

ରିପୋର୍ଟ: ବିମଳେନ୍ଧୁ ସାହୁ //ଲୋଇସିଂହା (୩୦/୦୫): ବଲାଂଗୀର ଜିଲ୍ଲା ଲୋଇସିଂହା ସ୍ଥିତ ବିଦେଶୀ ମଦ ଦୋକାନରେ କିଛି ଯୁବକ ଗଣ୍ଡଗୋଳ କରି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି ।...

କାଶିପୁରରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ

ରିପୋର୍ଟ: ଦେବେନ୍ଦ୍ର ନାୟକ //କାଶିପୁର (୩୦.୦୫.୨୦୨୦): କାଶିପୁରରେ ବନ୍ଦେ ଉତ୍କଳ ଜନନୀ ଗାନ ବିଭିନ୍ନ କାର୍ଯ୍ୟାଳୟ ସମେତ ଘରେ ଘରେ ଗାନ କରାଯାଇଛି | କୋଭିଡ ଯୁଦ୍ଧରେ ଲୋକଙ୍କ...

କରୋନା ସୁପର୍ ସିକ୍ସ୍ ରେ ଭୟଭୀତ ବରଗଡ଼

ରିପୋର୍ଟ: ଜଗବନ୍ଧୁ ସାହୁ //ବରଗଡ଼ (୩୦/୦୫): କରୋନାର ସୁପର୍ ସିକ୍ସ୍ ରେ ଅର୍ଥାତ କରୋନା ମହାମାରୀର ଏହି ଲକଡାଉନ୍ ସମୟରେ ଗୋଟିଏ ଦିନରେ ଛଅ ଜଣ ଯାକ ବରଗଡ଼...

Recent Comments

%d bloggers like this: