Advertisements
Monday, June 1, 2020
Home Corona Lockdown ଆସନ୍ତା ମେ ୩ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ବୃଦ୍ଧି କଲେ ପ୍ରଧାନମନ୍ତ୍ରୀ

ଆସନ୍ତା ମେ ୩ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ବୃଦ୍ଧି କଲେ ପ୍ରଧାନମନ୍ତ୍ରୀ

ରିପୋର୍ଟ: ଓଡିଶା ନ୍ୟୁଜ୨୪ ବ୍ୟୁରୋ
ନୂଆଦିଲ୍ଲୀ (୧୪/୦୪): ପ୍ରଥମ ପର୍ଯ୍ୟାୟ ଲକ୍‌ ଡାଉନ୍‌ର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ମୋଦୀ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି । ଦେଶବାସୀଙ୍କର ତ୍ୟାଗ ଓ ଲକ୍‌ଡାଉନ୍‌କୁ ସଫଳ କରିଥିବାରୁ ସେ ଧନ୍ୟବାଦ ଦେଇଛନ୍ତି । ବିଶ୍ୱର ଏହି ମହାମାରୀ ବିରୋଧରେ ଦେଶବାସୀଙ୍କ ଲଢେଇକୁ ସେ ପ୍ରଶଂସା କରିଛନ୍ତି ।୩ ମେ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ବୃଦ୍ଧି କରାଯାଇଥିବା ମୋଦୀ ଘୋଷଣା କରିଛନ୍ତି ।

କରୋନା ପାଇଁ ଲକ୍‌ଡାଉନ୍‌କୁ ବୃଦ୍ଧି କରିବା ପାଇଁ ବିଭିନ୍ନ ରାଜ୍ୟ ପରାମର୍ଶ ଦେଇଥିଲେ । ଏହି ପରାମର୍ଶକୁ ଦୃଷ୍ଟିରେ ରଖି ଲକ୍‌ ଡାଉନ୍‌କ ବୃଦ୍ଧି କରାଯାଇଥିବା ମୋଦୀ ସୂଚନା ଦେଇଛନ୍ତି । ୩ ମେ ପର୍ଯ୍ୟନ୍ତ ସମସ୍ତ ଲୋକ ଅନୁଶାସନ ସହ ରୁହନ୍ତୁ ବୋଲି ମୋଦୀ ପରାମର୍ଶ ଦେଇଛନ୍ତି । ଏପ୍ରିଲ ୨୦ ପର୍ଯ୍ୟନ୍ତ ଲକ୍‌ଡାଉନ୍‌କୁ ଆହୁରି କଡା କଡି ଭାବେ ପାଳନ କରାଯିବ । ଲକ୍‌ଡାଉନ୍‌ କେତେ ସଫଳ ଭାବେ ପାଳନ କରାଯାଇଛି ତାହାର ସମୀକ୍ଷା କରାଯିବ । କରୋନାକୁ ପ୍ରତିହତ କରିବା ପାଇଁ କେତେ ସଫଳ ହୋଇଛନ୍ତି ତାହାର ସମୀକ୍ଷା କରାଯିବ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବନ୍ଦେ ଉତ୍କଳ ଜନନୀ ଗାଇଲା ସମଗ୍ର ଝାରସୁଗୁଡା

ରିପୋର୍ଟ .ପ୍ରଶାନ୍ତ ମାଝୀ //ଝାରସୁଗୁଡା (୩୦/୫/୨୦୨୦): କରୋନା ଯୁଦ୍ଧରେ ସାମିଲ ଯୋଦ୍ଧାଙ୍କ ତ୍ୟାଗ ଓ ସେବା ମନୋଭାବ ପ୍ରତି ସମ୍ମାନ ପ୍ରଦର୍ଶନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକ୍ରମେ ଶନିବାର...

ବିଦେଶୀ ମଦ ଦୋକାନରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ୬ଗିରଫ, କାର ଓ ସ୍କୁଟି ଜବତ

ରିପୋର୍ଟ: ବିମଳେନ୍ଧୁ ସାହୁ //ଲୋଇସିଂହା (୩୦/୦୫): ବଲାଂଗୀର ଜିଲ୍ଲା ଲୋଇସିଂହା ସ୍ଥିତ ବିଦେଶୀ ମଦ ଦୋକାନରେ କିଛି ଯୁବକ ଗଣ୍ଡଗୋଳ କରି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି ।...

କାଶିପୁରରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ

ରିପୋର୍ଟ: ଦେବେନ୍ଦ୍ର ନାୟକ //କାଶିପୁର (୩୦.୦୫.୨୦୨୦): କାଶିପୁରରେ ବନ୍ଦେ ଉତ୍କଳ ଜନନୀ ଗାନ ବିଭିନ୍ନ କାର୍ଯ୍ୟାଳୟ ସମେତ ଘରେ ଘରେ ଗାନ କରାଯାଇଛି | କୋଭିଡ ଯୁଦ୍ଧରେ ଲୋକଙ୍କ...

କରୋନା ସୁପର୍ ସିକ୍ସ୍ ରେ ଭୟଭୀତ ବରଗଡ଼

ରିପୋର୍ଟ: ଜଗବନ୍ଧୁ ସାହୁ //ବରଗଡ଼ (୩୦/୦୫): କରୋନାର ସୁପର୍ ସିକ୍ସ୍ ରେ ଅର୍ଥାତ କରୋନା ମହାମାରୀର ଏହି ଲକଡାଉନ୍ ସମୟରେ ଗୋଟିଏ ଦିନରେ ଛଅ ଜଣ ଯାକ ବରଗଡ଼...

Recent Comments

%d bloggers like this: