Friday, August 14, 2020
Home Business & Private ସାଇକେଲରେ ବୁଲି ଲୋକଙ୍କୁ ସଚେତନ କଲେ ଉପଜିଲ୍ଲାପାଳ

ସାଇକେଲରେ ବୁଲି ଲୋକଙ୍କୁ ସଚେତନ କଲେ ଉପଜିଲ୍ଲାପାଳ

ରିପୋର୍ଟ: ନିରୋଜ କୁମାର ପାଣି //
ପଦ୍ମପୁର (୨୩/୦୪): କରୋନା ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ସାରା ଭାରତରେ ଦ୍ବିତୀୟ ପର୍ଯ୍ୟାୟ ତାଳବନ୍ଦ ଜାରି ରହିଛି । କରୋନା ସହ ମଣିଷ ଲଢେଇ ପାଇଁ ସଚେତନତା ଏକମାତ୍ର ବିକଳ୍ପ ।

ଘରୁ ବାହରକୁ ଯଦି କୌଣସି ଜରୁରୀ କାମରେ ବାହାରୁଛି ତେବେ ମୁହଁକୁ ମାକ୍ସ କିମ୍ବା ରୁମାଲରେ ଘୋଡେଇବା ନିହାତି ଦରକାର ତା ସହିତ ସାମାଜି ଦୂରତ୍ବ ନିହାତି ଦରକାର । ରାଜ୍ୟର କେତେକାଶ କାଗାରେ ତାଳବନ୍ଦ କୋହଳ ହୋଇଛି । କିଛି ସ୍ନାନରେ ଲୋକେ ଏହି ନିୟମକୁ ପାଳନ କରୁଥିବା ବେଲେ କିଛି ସ୍ଥାନରେ ମାନୁ ନାହାଁନ୍ତି । ପଦ୍ମପୁର ସହରରେ ଆଜି ପଦ୍ମପୁର ଉପଜିଲ୍ଲାପାଳ ତନ୍ମୟ କୁମାର ଦରୱାନ,ପଦ୍ମପୁର ବିଜ୍ଞାପିତ ଅଂଚଳ ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଜୟନ୍ତ କୁମାର ସାହୁ ସାଇକେଲରେ ସହରର ବିଭିନ୍ନ ଛକକୁ ଯାଇ ସେଠାକାର ଜନସାଧାରଣ ତଥା ଦୋକାନୀ ମାନଙ୍କୁ ସଚେତନ କରାଇଛନ୍ତି ।

ଲୋକଙ୍କୁ ମାକ୍ସି ପିନ୍ଧିବା ତଥା ସାମାଜିକ ଦୂରତ୍ବ ବଜାୟ ରଖିବା ପାଇଁ ବୁଝାଇଥିଲେ । ଏହା ସହ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ମଧ୍ୟ ତଦାରଖ କରିଥିଲେ ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ମୃତ ହିତାଧିକାରୀଙ୍କ ନାମରେ ରାସନ ସାମଗ୍ରୀ ହଡପ,ବିଜେପୁର

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା୧୩ ୵୮): ବିଜେପୁର ବ୍ଲକରେ ମୃତ ହିତାଧିକାରୀ ନାମରେ ରାସନ ସାମଗ୍ରୀ ହଡ଼ପ ପରି ଗୁରୁତର ଅଭିଯୋଗ ସାମ୍ନାକୁ ଆସିଛି। ସୂଚନା ଅଧିକାର ଆଇନ ଦ୍ୱାରା...

ବହୁମୂଖୀ ପ୍ରତିଭା, ନିଷ୍ଠାପର ଆଇନଜୀବୀଙ୍କ ବିୟୋଗରେ ଶୋକ

ରିପୋର୍ଟ: ଜିଲ୍ଲାପ୍ରତିନିଧି ରବିଶଙ୍କର ମହାପାତ୍ର // କୋରାପୁଟ (୧୩/୦୮): କୋରାପୁଟ ଜିଲ୍ଲା କୋଟପାଡ଼ ନ୍ୟାୟାଳୟ ପରିସରରେ ଜୟପୁରର ବରିଷ୍ଠ ଆଇନଜୀବୀ,ନିଷ୍ଠାପର ସରକାରୀ ଓକିଲ (P. P),ରକ୍ତଗୋଲାପ ଚଳଚ୍ଚିତ୍ରର ଅଭିନେତା, ମଞ୍ଚ ଓ ଆକାଶବାଣୀ କଳାକାର,...

୫୧୧ କେଜି ଗଞ୍ଜେଇ ସହ ୨ଜଣ ଗିରଫ

ରିପୋର୍ଟ: ଏନ.ସନ୍ତୋଷ କୁମାର // ବୈପାରୀଗୁଡା (୧୩/୦୮): ବୈପାରୀଗୁଡା ପୋଲିସକୁ ଏକ ସଫଳତା ମିଳିଥିବା ଜଣାପଡିଛି l ବୈପାରୀଗୁଡା ଥାନା ଅଧିକାରୀଙ୍କ ସୂଚନା ଅନୁଯାୟୀ (OD10E 2585 )ନମ୍ବର ଏକ ପିକଅପ ଭେନରେ ମହୁଲିପୁଟ ଠାରୁ...

ରାୟଗଡ ଜିଲ୍ଳାରେ ଆଂଟିଜେନ ଟେଷ୍ଠିଂ ଓ କୋଭିଡ ପରିଚାଳନାକୁ ନେଇ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ରିପୋର୍ଟ:ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡ (୧୨/୮/୨୦): ରାୟଗଡ ଜିଲ୍ଳାରେ ଦିନକୁ ଦିନ ପଜିଟିଭ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । କୋଭିଡ-୧୯ ସରକାରୀ ଗାଇଡଲାଇନ ଅନୁଯାୟୀ ପ୍ରଶାସନ ତରଫର ଆକ୍ରାନ୍ତଙ୍କୁ ଚିହ୍ନଟ ଦିଗରେ...

Recent Comments

%d bloggers like this: