Friday, August 7, 2020
Home People & Public ୧୨ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା-ସମସ୍ତ ପଶ୍ଚିମ ଓଡିଶା ପ୍ରଭାବିତ ହେବ

୧୨ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା-ସମସ୍ତ ପଶ୍ଚିମ ଓଡିଶା ପ୍ରଭାବିତ ହେବ

ଭୁବନେଶ୍ୱର: ଆଜି ରାଜ୍ୟର ୧୨ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ସାଢ଼େ ୬ଟା ମଧ୍ୟରେ କାଳବୈଶାଖୀ ପ୍ରଭାବରେ ୫୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧ କଳାହାଣ୍ଡି, ନବରଙ୍ଗପୁର, ସୋନପୁର, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ। କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

ବନ୍ଧୁଗାଁ ବ୍ଲକରେ ବିଜେଡି ଜୋନାଲ କମିଟିର ବୈଠକ ଆୟୋଜନ ଓ ଆଲୋଚନା ଚକ୍ର

ରିପୋର୍ଟ: ମିନା ବେହେରା // ବନ୍ଧୁଗାଁ (ତା ୬:୮:୨୦): ବନ୍ଧୁଗାଁ ବ୍ଲକର କୁଟ୍ରାବେଡା ଓ କୁମ୍ଭାରୀପୁଟ ମଧ୍ୟସ୍ତ ସ୍ଥାନରେ ବିଜେଡି ଦଳ ତରଫରୁ ପଣ୍ଡିତ ବିଷୟଙ୍କ ଏକ ଜୋନାଲ କମିଟି ଓ ଆଲୋଚନା ଚକ୍ର...

ବିପିଏଲ ପରିବାରଙ୍କୁ ୱେସକୋର କରୋନା ମାଡ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୬ ୵ ୮ ): କରୋନା ମହାମାରୀ ଯୋଗୁଁ କାମଧନ୍ଦା ନ ପାଇଁ ସବୁଠୁଁ ବେଶୀ ସମସ୍ୟା ଭିତରେ ଦରିଦ୍ର ସୀମାରେଖା ତଳେ ଥିବା...

Recent Comments

%d bloggers like this: