Advertisements
Saturday, May 30, 2020
Home Corona UPDATE ଆଜି ରାଜ୍ୟରେ କରୋନା ଆକ୍ରାନ୍ତ ସୁସ୍ଥ ହେଲେ ୩୦ଜଣ , ଏବେ ଆକ୍ରାନ୍ତ ସଂଖ୍ୟା ୯୭୮

ଆଜି ରାଜ୍ୟରେ କରୋନା ଆକ୍ରାନ୍ତ ସୁସ୍ଥ ହେଲେ ୩୦ଜଣ , ଏବେ ଆକ୍ରାନ୍ତ ସଂଖ୍ୟା ୯୭୮

ଭୁବନେଶ୍ୱର (ଓଡିଶା ନ୍ୟୁଜ୨୪ ବ୍ୟୁରୋ): ରାଜ୍ୟରେ ଆଉ ୩୦କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୩୦୭କୁ ବୃଦ୍ଧି ପାଇଛି ।

୩୦ କରୋନା ଆକ୍ରାନ୍ତଙ୍କ ସୁସ୍ଥ ମଧ୍ୟରେ ଗଞ୍ଜାମରରୁ ୨୦, କେନ୍ଦ୍ରାପଡ଼ାରୁ ୫, ନୟାଗଡ଼ରୁ ଜଣେ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ୨ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୯୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୦୭ଜଣ ସୁସ୍ଥ ହୋଇଛନ୍ତି ଓ ୫ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟରେ ୬୯୬ ଆକ୍ଟିଭ କେସ୍ ରହିଛି ।

Advertisements
Previous article
Next article
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ଆଜି ବଲାଙ୍ଗୀରରେ ୭ଜଣ କରୋନା ଆକ୍ରାନ୍ତ, ରାଜ୍ୟରେ ମୋଟ ୧୮୧୯ ଓ ସୁସ୍ଥ ହେଲେ ୯୭୭

ଭୁବନେଶ୍ୱର, ୩୦ା୫(ଓଡ଼ିଶା ନ୍ୟୁଜ୨୪): ରାଜ୍ୟରେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଆଜି ଆଉ ୯୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ...

ଲକ ଡାଉନ ସମୟରେ ରକ୍ତର ଅଭାବକୁ ଦୂର ପାଇଁ ରକ୍ତଦାନ ଶିବିର ଅନୁଷ୍ଠିତ

ରିପୋର୍ଟ: ଆଲୋକ ପଣ୍ଡା //ଭୁବନେଶ୍ୱର (୨୯/୦୫): ଲକ ଡାଉନ ସମୟରେ ଦେଖାଦେଇଥିବା ରକ୍ତର ଘୋର ଅଭାବକୁ ଦୂର କରିବାକୁ ଯାଇ ବିଭିନ୍ନ ସାମାଜିକ ଅନୁଷ୍ଠାନ ଅଣ୍ଟା ଭିଡ଼ିଛନ୍ତି l...

ଅ।ନ୍ତଜାତି ବିବାହ ପ୍ରତ୍ସାହନ ରାଶି ପ୍ରଦାନ କଲେ ମାନ୍ୟବର ମନ୍ତ୍ରୀ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡ଼ା (୩୦/୦୫): ଅନୁସୂଚିତ ଜାତି ଝିଅ/ପୁଅ ସହିତ ଅନ୍ୟ ଜାତିରେ ବିବାହ କରିଥିବା କରିଥିବା ୧୧ଯୋଡ଼ା ବର କନ୍ୟାଙ୍କୁ ସରକାର ଙ୍କ ତରଫରୁ...

Recent Comments

%d bloggers like this: