Advertisements
Monday, June 1, 2020
Home Corona Lockdown ରାଜ୍ୟରେ ନୂତନ କରୋନା ପଜିଟିଭ ୫୧, ସର୍ବମୋଟ ଆକ୍ରାନ୍ତ ସଂଖ୍ୟା ୧୧୦୩କୁ ବୃଦ୍ଧି

ରାଜ୍ୟରେ ନୂତନ କରୋନା ପଜିଟିଭ ୫୧, ସର୍ବମୋଟ ଆକ୍ରାନ୍ତ ସଂଖ୍ୟା ୧୧୦୩କୁ ବୃଦ୍ଧି

ଭୁବନେଶ୍ବର(୨୦/୦୫): ଆଜି ରାଜ୍ୟରେ ୫୧ଟି ନୂତନ ପଜିଟିଭ୍‌ ଚିହ୍ନଟ ହୋଇଥିବାର ରାଜ୍ୟ ଓ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ତରଫରୁ ସୂଚନା ମିଳିଛି ।

ନୂତନ ୫୧ଙ୍କ ମଧ୍ୟରେ ଗଞ୍ଜାମରୁ ଚାରି, ଯାଜପୁରରୁ ୫, କଟକରୁ ୯, ଜଗତସିଂହପୁରରୁ ୨, ପୁରୀରୁ ଜଣେ, ନୟାଗଡରୁ ୧୧,ଅନୁଗୁଳର ୨, ସମ୍ବଲପୁରରେ ୨, ମାଲକାନଗିରିରୁ ୧, କଳାହାଣ୍ଡିରେ ୧୧ ଓ ମୟୂରଭଞ୍ଜରୁ ୪ଜଣ ଚିହ୍ନଟ ହୋଇଥିବା ନେଇ ସୂଚନା ରହିଛି ।
ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଏବେ ସର୍ବମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩କୁ ବୃଦ୍ଧି ହୋଇଛି । ସେହିପରି ଆଜି ଜଣକର ମୃତ୍ୟୁ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ହୋଇଛି ।
ରାଜ୍ୟରେ ତେବେ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ହେଲେ ଆକ୍ରାନ୍ତ
ଗଞ୍ଜାମ- ୩୧୭
ଯାଜପୁର – ୧୭୯
କଟକ- ୪୫
ଜଗତସିଂହପୁର -୩୦
ନୟାଗଡରେ ୨୧
ଅନୁଗୁଳ – ୧୯
ସମ୍ବଲପୁର – ୫
ମାଲକାନଗିରି – ୩
କଳାହାଣ୍ଡି -୧୩
ମୟୂରଭଞ୍ଜ – ୧୪

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ବନ୍ଦେ ଉତ୍କଳ ଜନନୀ ଗାଇଲା ସମଗ୍ର ଝାରସୁଗୁଡା

ରିପୋର୍ଟ .ପ୍ରଶାନ୍ତ ମାଝୀ //ଝାରସୁଗୁଡା (୩୦/୫/୨୦୨୦): କରୋନା ଯୁଦ୍ଧରେ ସାମିଲ ଯୋଦ୍ଧାଙ୍କ ତ୍ୟାଗ ଓ ସେବା ମନୋଭାବ ପ୍ରତି ସମ୍ମାନ ପ୍ରଦର୍ଶନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକ୍ରମେ ଶନିବାର...

ବିଦେଶୀ ମଦ ଦୋକାନରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ୬ଗିରଫ, କାର ଓ ସ୍କୁଟି ଜବତ

ରିପୋର୍ଟ: ବିମଳେନ୍ଧୁ ସାହୁ //ଲୋଇସିଂହା (୩୦/୦୫): ବଲାଂଗୀର ଜିଲ୍ଲା ଲୋଇସିଂହା ସ୍ଥିତ ବିଦେଶୀ ମଦ ଦୋକାନରେ କିଛି ଯୁବକ ଗଣ୍ଡଗୋଳ କରି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି ।...

କାଶିପୁରରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ

ରିପୋର୍ଟ: ଦେବେନ୍ଦ୍ର ନାୟକ //କାଶିପୁର (୩୦.୦୫.୨୦୨୦): କାଶିପୁରରେ ବନ୍ଦେ ଉତ୍କଳ ଜନନୀ ଗାନ ବିଭିନ୍ନ କାର୍ଯ୍ୟାଳୟ ସମେତ ଘରେ ଘରେ ଗାନ କରାଯାଇଛି | କୋଭିଡ ଯୁଦ୍ଧରେ ଲୋକଙ୍କ...

କରୋନା ସୁପର୍ ସିକ୍ସ୍ ରେ ଭୟଭୀତ ବରଗଡ଼

ରିପୋର୍ଟ: ଜଗବନ୍ଧୁ ସାହୁ //ବରଗଡ଼ (୩୦/୦୫): କରୋନାର ସୁପର୍ ସିକ୍ସ୍ ରେ ଅର୍ଥାତ କରୋନା ମହାମାରୀର ଏହି ଲକଡାଉନ୍ ସମୟରେ ଗୋଟିଏ ଦିନରେ ଛଅ ଜଣ ଯାକ ବରଗଡ଼...

Recent Comments

%d bloggers like this: