Advertisements
Monday, June 1, 2020
Home Corona UPDATE ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୪୩ ଜଣ

ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୪୩ ଜଣ

ରିପୋର୍ଟ : ଓଡିଶା ନ୍ୟୁଜ୨୪ ବ୍ୟୁରୋ
ଭୁବନେଶ୍ୱର(ଓଡିଶା ନ୍ୟୁଜ୨୪): ଆଜି ସକାଳୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୮୬ କରୋନା ପଜିଟିଭ ଚିହ୍ନଟ ହେବା ପରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଚିଂଛି । ଯାହା ରାଜ୍ୟ ପାଇଁ ଅଶୁଭ ଖବର ।

ଏହାର କେଇ ଘଂଟା ପରେ ରାଜ୍ୟରେ ପୁଣି ୪୩ କରୋନା ଆକ୍ରାନ୍ତ ସୁସ୍ଥ ହେବା ପରେ ଏହା ରାଜ୍ୟ ପାଇଁ ଖୁସି ଆଣି ଦେଇଛି । ରାଜ୍ୟରେ ଏବେ ୪୩୬ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି । ଗତକାଲି ୫୦ ଜଣ କରୋନା ରୋଗୀ ସୁସ୍ଥ ହୋଇଥିଲେ । ଗଞ୍ଜାମରୁ ୨୨, ବାଲେଶ୍ୱର ୧୫, ଭଦ୍ରକ, ୫, ଯାଜପୁର-ବୋଦ୍ଧ-୩ ଏବଂ ସୁନ୍ଦରଗଡ-ମୟୁରଭଞ୍ଜରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ୩୩୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ବନ୍ଦେ ଉତ୍କଳ ଜନନୀ ଗାଇଲା ସମଗ୍ର ଝାରସୁଗୁଡା

ରିପୋର୍ଟ .ପ୍ରଶାନ୍ତ ମାଝୀ //ଝାରସୁଗୁଡା (୩୦/୫/୨୦୨୦): କରୋନା ଯୁଦ୍ଧରେ ସାମିଲ ଯୋଦ୍ଧାଙ୍କ ତ୍ୟାଗ ଓ ସେବା ମନୋଭାବ ପ୍ରତି ସମ୍ମାନ ପ୍ରଦର୍ଶନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକ୍ରମେ ଶନିବାର...

ବିଦେଶୀ ମଦ ଦୋକାନରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ୬ଗିରଫ, କାର ଓ ସ୍କୁଟି ଜବତ

ରିପୋର୍ଟ: ବିମଳେନ୍ଧୁ ସାହୁ //ଲୋଇସିଂହା (୩୦/୦୫): ବଲାଂଗୀର ଜିଲ୍ଲା ଲୋଇସିଂହା ସ୍ଥିତ ବିଦେଶୀ ମଦ ଦୋକାନରେ କିଛି ଯୁବକ ଗଣ୍ଡଗୋଳ କରି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି ।...

କାଶିପୁରରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ

ରିପୋର୍ଟ: ଦେବେନ୍ଦ୍ର ନାୟକ //କାଶିପୁର (୩୦.୦୫.୨୦୨୦): କାଶିପୁରରେ ବନ୍ଦେ ଉତ୍କଳ ଜନନୀ ଗାନ ବିଭିନ୍ନ କାର୍ଯ୍ୟାଳୟ ସମେତ ଘରେ ଘରେ ଗାନ କରାଯାଇଛି | କୋଭିଡ ଯୁଦ୍ଧରେ ଲୋକଙ୍କ...

କରୋନା ସୁପର୍ ସିକ୍ସ୍ ରେ ଭୟଭୀତ ବରଗଡ଼

ରିପୋର୍ଟ: ଜଗବନ୍ଧୁ ସାହୁ //ବରଗଡ଼ (୩୦/୦୫): କରୋନାର ସୁପର୍ ସିକ୍ସ୍ ରେ ଅର୍ଥାତ କରୋନା ମହାମାରୀର ଏହି ଲକଡାଉନ୍ ସମୟରେ ଗୋଟିଏ ଦିନରେ ଛଅ ଜଣ ଯାକ ବରଗଡ଼...

Recent Comments

%d bloggers like this: