Advertisements
Thursday, July 9, 2020
Home Corona Breaking ଆଜି ବଲାଙ୍ଗୀରରେ ୭ଜଣ କରୋନା ଆକ୍ରାନ୍ତ, ରାଜ୍ୟରେ ମୋଟ ୧୮୧୯ ଓ ସୁସ୍ଥ ହେଲେ ୯୭୭

ଆଜି ବଲାଙ୍ଗୀରରେ ୭ଜଣ କରୋନା ଆକ୍ରାନ୍ତ, ରାଜ୍ୟରେ ମୋଟ ୧୮୧୯ ଓ ସୁସ୍ଥ ହେଲେ ୯୭୭

ଭୁବନେଶ୍ୱର, ୩୦ା୫(ଓଡ଼ିଶା ନ୍ୟୁଜ୨୪): ରାଜ୍ୟରେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଆଜି ଆଉ ୯୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯କୁ ବୃଦ୍ଧି ପାଇଛି ।

ଚିହ୍ନଟ ହୋଇଥିବା ୯୬ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ୬, ଯାଜପୁରରୁ ୬, କଟକରୁ ୬, ଜଗତସିଂହପୁରରୁ ୬, କେନ୍ଦ୍ରାପଡ଼ାରୁ ୧୦, ଗଜପତିରୁ ୧୦, ଭଦ୍ରକରୁ ୭, ବଲାଙ୍ଗୀରରୁ ୭, ସୁନ୍ଦରଗଡ଼ରୁ ୭, ବାଲେଶ୍ୱରରୁ ୪, ନୂଆପଡ଼ାରୁ ୪, ଦେବଗଡ଼ରୁ ୪, ଖୋର୍ଦ୍ଧାରୁ ୯, କଳାହାଣ୍ଡିରୁ ୫, ଢ଼େଙ୍କାନାଳରୁ ୨, ପୁରୀ, ନୟାଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୮୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯୭୭ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ୮୩୩ଜଣ ଆକ୍ଟିଭ କେସ୍ ରହିଛି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜେନିତ୍ ମହାବିଦ୍ୟାଳୟ ପଦ୍ମପୁରରେ ବନ ମହୋତ୍ସବ ସପ୍ତାହ ପାଳିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର(ତା ୮ ୵ ୭ ୵ ୨୦୨୦): ପଦ୍ମପୁର ଜେନିତ ମହା ବିଦ୍ୟାଳୟ ତରଫରୁ ବନ ବିଦ୍ୟାଳୟର ସପ୍ତାହ ପାଳିତ ହୋଇଯାଇଛି ।...

ସଙ୍ଗୀତ ନିର୍ଦ୍ଦେଶକ ବୃନ୍ଦାବନ ମେହେରଙ୍କ ସଫଳତା

ରିପୋର୍ଟ : ଦ୍ରୌପଦ ନାୟକ //ବଙ୍ଗୋମୁଣ୍ଡା,ବଲାଙ୍ଗୀର (୦୮/୦୭): ସଙ୍ଗୀତ ଜଗତ ର ସଫଳ ନିର୍ଦେଶକ ବୃନ୍ଦାବନ ମେହେର।ପଶ୍ଚିମ ଓଡ଼ିଶା ର ସଙ୍ଗୀତ କହିଲେ ସାଧାରଣତଃ ସମ୍ବଲପୁରୀ ଗୀତ କୁ...

ବେଗୁନିଆପଡା ବ୍ଲକର ବିଭିନ୍ନ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଓ ବଫର ଜୋନ ଘୋଷଣା

ରିପୋର୍ଟ: ରାକେଶ ମହାରଣା //କୋଦଳା(୦୮/୦୭): ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ମହାମାରୀ ବୃଦ୍ଧି ପାଉଥିବା ବେଳେ ଏହି କ୍ରମରେ ବେଗୁନିଆପଡା ବ୍ଲକରେ ମଧ୍ୟ ଦିନକୁ ଦିନ କରୋନା...

ଅବକାରୀ ବିଭାଗ ର ଚଢ଼ାଉ, ବିପୁଳ ପରିମାଣ ପୋଚ୍ଚ ଓ ଦେଶୀ ମଦ ଜବତ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୮/୦୭): ରାୟଗଡା ଜିଲ୍ଲାରେ ଚରାମଦ କାରବାର ବୃଦ୍ଧି ପାଉଥିବା ଦୃଷ୍ଟିରେ ରଖି ରାୟଗଡା ଜିଲ୍ଲାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଏବଂ...

Recent Comments

%d bloggers like this: