Advertisements
Tuesday, July 14, 2020
Home Corona UPDATE ପଦ୍ମପୁରରେ ବନ୍ଦେ ଉତ୍କଳ ଜନନୀ ଗାନ କରି କରୋନା ଯୋଦ୍ଧାଙ୍କ ମନୋବଳ ବଢାଗଲା

ପଦ୍ମପୁରରେ ବନ୍ଦେ ଉତ୍କଳ ଜନନୀ ଗାନ କରି କରୋନା ଯୋଦ୍ଧାଙ୍କ ମନୋବଳ ବଢାଗଲା

ରିପୋର୍ଟ: ନିରୋଜ କୁମାର ପାଣି //
ପଦ୍ମପୁର (୩୦/୦୫): ସଂପ୍ରତି କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ଏହି ଯୁଦ୍ଧରେ ସାମିଲ ଥିବା ଯୋଦ୍ଧା ଯଥା କ୍ରମେ ଡାକ୍ତର, ନର୍ସ,ପୋଲିସ କର୍ମଚାରୀ, ସଫେଇ କର୍ମଚାରୀ,ଆଶା କର୍ମୀ, ସାମ୍ବାଦିକ ମାନଙ୍କ ମନୋବଳକୁ ଉତ୍ସାହିତ କରିବା ପାଇଁ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଇଥିବା ଆହ୍ବାନ କୁ ସମ୍ମାନ ଜଣାଇ ଆଜି ସଂଧ୍ୟାରେ ପଦ୍ମପୁର କପସିଲା ରୋଡ ସ୍ଥିତ ଉଦୟନାଥ ଫର୍ଣ୍ଣିଚର ପରିସରରେ ବନ୍ଦେ ଉତ୍କଳ ଜନନୀ ଗୀତ ଗାନ କରାଯାଇ ସମସ୍ତ ଯୋଦ୍ଧା ଙ୍କ ମନୋବଳକୁ ଦୃଢ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ରୋହିତ ପଟ୍ଟନାୟକ, ଦେବାଶିଷ ପଟ୍ଟନାୟକ, ଶିବାଶିଷ ପଟ୍ଟନାୟକ,ବାଦଲ ସରାଫ, ଉମେଶ ନାୟକ,ବିଦେଶୀ ମହାନ୍ତି, ସନ୍ତୋଷ ବାରିକ, ବିଭୂତି ଦାସ,ଦୀଲିପ ନେଲ,ଗୌତମ ସାହୁ,ପ୍ରଭାତ ଠାକୁର, ପୁଷ୍ପ ପଟେଲ,ପ୍ରହଲ୍ଲାଦ ସରାଫ ସାମିଲ ଥିଲେ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ମାହେଶ୍ୱରୀ ସଂଗଠନ ପକ୍ଷରୁ ସହାୟତା ପ୍ରଦାନ

ରିପୋର୍ଟ: ବିମଳେନ୍ଦୁ ସାହୁ //ଲୋଇସିଂହା(୧୪/୦୭): ଲୋଇସିଂହା ନିକଟସ୍ଥ କଲ୍ଳିପାଟ ଗ୍ରାମ ର ଶାନ୍ତି ପଧାନ ନାମକ ଜଣେ ଅସହାୟ ମହିଳାଙ୍କ ଛାତ ଖପର ଭାଙ୍ଗି ଯାଇ ପାଣି ଗଲୁଥିବାରୁ...

ଭବାନୀପାଟଣା ରେ ବିଜୁ ଜନତା ଦଳର ନୂତନ କାର୍ଯ୍ୟାଳୟ ଉଦ୍ଘାଟନ

ରିପୋର୍ଟ: ମାନସ ରଞ୍ଜନ ରାଉତ //କଳାହାଣ୍ଡି (୧୪/୦୭): ଆଜି କଳାହାଣ୍ଡି ଜିଳ୍ଲା ଭବାନୀପାଟଣା ସହରରେ ଜିଲ୍ଲା ବିଜୁ ଜନତା ଦଳର ନୂତନ କାର୍ଯ୍ୟାଳୟ ଉଦ୍ଘାଟିତ ହୋଇ ଯାଇଛି ।

ଅମାନିଆଙ୍କ ଲାଗି ବଢୁଛି ଚିନ୍ତା, ଚାଉଳ ବଣ୍ଟନ ବେଳେ ରହୁନି ସାମାଜିକ ଦୂରତା

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା(୧୪/୦୭): ବୈପାରୀଗୁଡାରେ କରୋନା ସଂକ୍ରମଣର ପ୍ରଭାବ ବଢିଚାଲିଛି। ଏଠାରେ ସ୍ୱାସ୍ଥ୍ୟ କର୍ମୀ ଓ ପୋଲିସ କର୍ମଚାରୀ ଲୋକାଲ ପଜିଟିଭ ଚିହ୍ନଟ ପରେ ଗୋଷ୍ଠୀ ସଂକ୍ରମଣକୁ...

ସ୍ବାସ୍ଥ୍ୟ କର୍ମୀଙ୍କ ଦ୍ଵାରା କରୋନା ମୁକାବିଲା ପାଇଁ ସଚେତନ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୧୪/୭): ରାୟଗଡ଼ା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଳକ ଅନ୍ତର୍ଗତ ସୁନାଖଣ୍ଡି ଗ୍ରାମ ପଞ୍ଚାୟତ ର ମନେଇଗୁଡା ଗାଁରେ ଅଙ୍ଗନୱାଡ଼ି,ଏ...

Recent Comments

%d bloggers like this: