Advertisements
Tuesday, July 14, 2020
Home Corona Virus Awereness ଜାମସେଠ ଓ ଟେମରୀ ଗ୍ରାମରେ ବନ୍ଦେ ଉତ୍କଳ ଜନନୀ ଗାନ କରି କରୋନା ଯୋଦ୍ଧାଙ୍କୁ ସମ୍ମାନ

ଜାମସେଠ ଓ ଟେମରୀ ଗ୍ରାମରେ ବନ୍ଦେ ଉତ୍କଳ ଜନନୀ ଗାନ କରି କରୋନା ଯୋଦ୍ଧାଙ୍କୁ ସମ୍ମାନ

ରିପୋର୍ଟ: ନିରୋଜ କୁମାର ପାଣି //
ପାଇକମାଳ,୩୦/୫: କୋଭିଡ ଯୋଦ୍ଧାଙ୍କୁ ସମାନ ଜଣାଇ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧ କ୍ରମେ ପାଇକମାଳ ଜାମସେଠ ଗ୍ରାମ ପଞ୍ଚାୟତରେ ସରପଞ୍ଚ ରମ୍ଭା ତାଣ୍ଡିଙ୍କ ନେତୃତ୍ବରେ ସମସ୍ତ ଏକତ୍ରିତ ହୋଇ ସନ୍ଧ୍ୟା ୫.୩୦ ରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରି କରୋନା ଯୁଦ୍ଧାଙ୍କୁ ସମ୍ମାନ ଜଣାଇଥିଲେ ।

ସେହିପରି ଟେମରୀ ଗ୍ରାମରେ ରାଜପୁତ ପଡାରେ ପାର୍ବତୀ ସିଂହ ଠାକୁର ଓ ଗୀତାଞ୍ଜଳୀ ଠାକୁରଙ୍କ ନେତୃତ୍ବରେ ମହିଳମାନେ ଏକତ୍ରିତ ହୋଇ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରି କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ଥିଲେ |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ମାହେଶ୍ୱରୀ ସଂଗଠନ ପକ୍ଷରୁ ସହାୟତା ପ୍ରଦାନ

ରିପୋର୍ଟ: ବିମଳେନ୍ଦୁ ସାହୁ //ଲୋଇସିଂହା(୧୪/୦୭): ଲୋଇସିଂହା ନିକଟସ୍ଥ କଲ୍ଳିପାଟ ଗ୍ରାମ ର ଶାନ୍ତି ପଧାନ ନାମକ ଜଣେ ଅସହାୟ ମହିଳାଙ୍କ ଛାତ ଖପର ଭାଙ୍ଗି ଯାଇ ପାଣି ଗଲୁଥିବାରୁ...

ଭବାନୀପାଟଣା ରେ ବିଜୁ ଜନତା ଦଳର ନୂତନ କାର୍ଯ୍ୟାଳୟ ଉଦ୍ଘାଟନ

ରିପୋର୍ଟ: ମାନସ ରଞ୍ଜନ ରାଉତ //କଳାହାଣ୍ଡି (୧୪/୦୭): ଆଜି କଳାହାଣ୍ଡି ଜିଳ୍ଲା ଭବାନୀପାଟଣା ସହରରେ ଜିଲ୍ଲା ବିଜୁ ଜନତା ଦଳର ନୂତନ କାର୍ଯ୍ୟାଳୟ ଉଦ୍ଘାଟିତ ହୋଇ ଯାଇଛି ।

ଅମାନିଆଙ୍କ ଲାଗି ବଢୁଛି ଚିନ୍ତା, ଚାଉଳ ବଣ୍ଟନ ବେଳେ ରହୁନି ସାମାଜିକ ଦୂରତା

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା(୧୪/୦୭): ବୈପାରୀଗୁଡାରେ କରୋନା ସଂକ୍ରମଣର ପ୍ରଭାବ ବଢିଚାଲିଛି। ଏଠାରେ ସ୍ୱାସ୍ଥ୍ୟ କର୍ମୀ ଓ ପୋଲିସ କର୍ମଚାରୀ ଲୋକାଲ ପଜିଟିଭ ଚିହ୍ନଟ ପରେ ଗୋଷ୍ଠୀ ସଂକ୍ରମଣକୁ...

ସ୍ବାସ୍ଥ୍ୟ କର୍ମୀଙ୍କ ଦ୍ଵାରା କରୋନା ମୁକାବିଲା ପାଇଁ ସଚେତନ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୧୪/୭): ରାୟଗଡ଼ା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଳକ ଅନ୍ତର୍ଗତ ସୁନାଖଣ୍ଡି ଗ୍ରାମ ପଞ୍ଚାୟତ ର ମନେଇଗୁଡା ଗାଁରେ ଅଙ୍ଗନୱାଡ଼ି,ଏ...

Recent Comments

%d bloggers like this: