Advertisements
Thursday, July 9, 2020
Home headline ଭାରତୀୟ ଯୁବ ମୋର୍ଚ୍ଚା ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ

ଭାରତୀୟ ଯୁବ ମୋର୍ଚ୍ଚା ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ

ରିପୋର୍ଟ: ନିରୋଜ କୁମାର ପାଣି //
ପଦ୍ମପୁର (୩୦/୦୫): ସମଗ୍ର ବିଶ୍ୱକୁ କରୋନା ଭୁତାଣୁ ପାଇଁ ପ୍ରଭାବିତ ଥିବା ବେଳେ ପଦ୍ମପୁର ଭାରତୀୟ ଜନତା ଯୁବମୋର୍ଚା ତରଫରୁ ଲଗାତାର ରକ୍ତଦାନ ଶିବିର କରାଯାଉଥିବା ବେଳେ ଆଜି ଲଖମରା ମଣ୍ଡଳ ର ବୁକୁରାମୁଣ୍ଡା ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ମଧ୍ୟ ଭାରତୀୟ ଜନତା ଯୁବମୋର୍ଚା ସଦସ୍ୟ ମାନଙ୍କ ବିର ସାବରକର ଯୁବକ ସଙ୍ଘ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା ।

ଏହି ଶିବିର ରେ ୧୮ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା। ଉକ୍ତ ଶିବିର ରେ ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ, ବରଗଡ଼ ଜିଲ୍ଲା ଯୁବମୋର୍ଚା ସଭାପତି ପ୍ରିତେଶ କୁମାର ବହିଦାର ଉପସ୍ଥିତ ରହି କର୍ମୀ ତଥା ରକ୍ତ ଦାତା ମାନଙ୍କର ଉତ୍ସାହ ବଢାଇଥିବା ବେଳେ ଲଖମରା ମଣ୍ଡଳ ସଭାପତି ଭୀଷ୍ମଦେଵ ସାହୁ, ଜଗନ୍ନତ ଛାତ୍ରୀଆ, ଦ୍ରୋଣ ବେହେରା ,ଜଗଦଲପୁର ମଣ୍ଡଳ ସଭାପତି, ହରେକୃଷ୍ଣ ପଟେଲ, ବରିଷ୍ଠ ନେତା ଲିଙ୍ଗରାଜ ପଧାନ, ଅଜିତ କୁମାର ସାହୁ, ଯୁଧିଷ୍ଠିର ନାୟକ, ଦୁଷ୍ମନ୍ତ ସାହୁ, ଯୁବନେତା ନରେଶ ସୁନ୍ଦର ସାହୁ, ଇଞ୍ଜିନିୟର କୁନାଲ ପାଣିଗ୍ରାହୀ, ରାଜୀବ ଲୋଚନ ବଗର୍ତ୍ତି ପ୍ରମୁଖ ରକ୍ତଦାନ ଶିବିର କୁ ସୁଚାରୁ ରୂପେ ସଫଳ କରିଥିଲେ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜେନିତ୍ ମହାବିଦ୍ୟାଳୟ ପଦ୍ମପୁରରେ ବନ ମହୋତ୍ସବ ସପ୍ତାହ ପାଳିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର(ତା ୮ ୵ ୭ ୵ ୨୦୨୦): ପଦ୍ମପୁର ଜେନିତ ମହା ବିଦ୍ୟାଳୟ ତରଫରୁ ବନ ବିଦ୍ୟାଳୟର ସପ୍ତାହ ପାଳିତ ହୋଇଯାଇଛି ।...

ସଙ୍ଗୀତ ନିର୍ଦ୍ଦେଶକ ବୃନ୍ଦାବନ ମେହେରଙ୍କ ସଫଳତା

ରିପୋର୍ଟ : ଦ୍ରୌପଦ ନାୟକ //ବଙ୍ଗୋମୁଣ୍ଡା,ବଲାଙ୍ଗୀର (୦୮/୦୭): ସଙ୍ଗୀତ ଜଗତ ର ସଫଳ ନିର୍ଦେଶକ ବୃନ୍ଦାବନ ମେହେର।ପଶ୍ଚିମ ଓଡ଼ିଶା ର ସଙ୍ଗୀତ କହିଲେ ସାଧାରଣତଃ ସମ୍ବଲପୁରୀ ଗୀତ କୁ...

ବେଗୁନିଆପଡା ବ୍ଲକର ବିଭିନ୍ନ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଓ ବଫର ଜୋନ ଘୋଷଣା

ରିପୋର୍ଟ: ରାକେଶ ମହାରଣା //କୋଦଳା(୦୮/୦୭): ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ମହାମାରୀ ବୃଦ୍ଧି ପାଉଥିବା ବେଳେ ଏହି କ୍ରମରେ ବେଗୁନିଆପଡା ବ୍ଲକରେ ମଧ୍ୟ ଦିନକୁ ଦିନ କରୋନା...

ଅବକାରୀ ବିଭାଗ ର ଚଢ଼ାଉ, ବିପୁଳ ପରିମାଣ ପୋଚ୍ଚ ଓ ଦେଶୀ ମଦ ଜବତ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୮/୦୭): ରାୟଗଡା ଜିଲ୍ଲାରେ ଚରାମଦ କାରବାର ବୃଦ୍ଧି ପାଉଥିବା ଦୃଷ୍ଟିରେ ରଖି ରାୟଗଡା ଜିଲ୍ଲାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଏବଂ...

Recent Comments

%d bloggers like this: