Advertisements
Tuesday, July 14, 2020
Home Corona Breaking ବଲାଙ୍ଗୀର ରେ ଆଉ ୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତ ୧୯୪୮ ଓ...

ବଲାଙ୍ଗୀର ରେ ଆଉ ୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତ ୧୯୪୮ ଓ ସୁସ୍ଥ ହେଲେ ୧୦୫୦

ଭୁବନେଶ୍ୱର, ୩୧/୫): ରାଜ୍ୟରେ ଆଉ ୧୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮କୁ ବୃଦ୍ଧି ପାଇଛି।୧୯ ଜିଲ୍ଲାରୁ ୧୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍ ସେଣ୍ଟରରୁ ୧୧୯ , ୧୦ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି ।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୧୦ , ଯାଜପୁରରୁ ୧୦, ବାଲେଶ୍ୱରରୁ ୬ , ଖୋର୍ଦ୍ଧାରୁ ୭ , କଟକରୁ ୫, ପୁରୀରୁ ୪ , କେନ୍ଦ୍ରାପଡ଼ାରୁ ୧୮ ଚିହ୍ନଟ ହୋଇଛନ୍ତି । ସେହିପରି ବଲାଙ୍ଗୀରରୁ ୧୧ , ଜଗତସିଂହପୁରରୁ ୨, ସୁନ୍ଦରଗଡ଼ରୁ ୬, ଗଜପତିରୁ ୧୬, ଦେଓଗଡ଼ରୁ ୪, ନୂଆପଡ଼ାରୁ ୧୨, କେଉଁଝରରୁ ୩, ମୟୁରଭଞ୍ଜରୁ ୬, ମାଲକାନଗିରିରୁ ୧,ଢେଙ୍କାନାଳରୁ ୧, ସମ୍ବଲପୁରରୁ ୧, ବରଗଡ଼ରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ମାହେଶ୍ୱରୀ ସଂଗଠନ ପକ୍ଷରୁ ସହାୟତା ପ୍ରଦାନ

ରିପୋର୍ଟ: ବିମଳେନ୍ଦୁ ସାହୁ //ଲୋଇସିଂହା(୧୪/୦୭): ଲୋଇସିଂହା ନିକଟସ୍ଥ କଲ୍ଳିପାଟ ଗ୍ରାମ ର ଶାନ୍ତି ପଧାନ ନାମକ ଜଣେ ଅସହାୟ ମହିଳାଙ୍କ ଛାତ ଖପର ଭାଙ୍ଗି ଯାଇ ପାଣି ଗଲୁଥିବାରୁ...

ଭବାନୀପାଟଣା ରେ ବିଜୁ ଜନତା ଦଳର ନୂତନ କାର୍ଯ୍ୟାଳୟ ଉଦ୍ଘାଟନ

ରିପୋର୍ଟ: ମାନସ ରଞ୍ଜନ ରାଉତ //କଳାହାଣ୍ଡି (୧୪/୦୭): ଆଜି କଳାହାଣ୍ଡି ଜିଳ୍ଲା ଭବାନୀପାଟଣା ସହରରେ ଜିଲ୍ଲା ବିଜୁ ଜନତା ଦଳର ନୂତନ କାର୍ଯ୍ୟାଳୟ ଉଦ୍ଘାଟିତ ହୋଇ ଯାଇଛି ।

ଅମାନିଆଙ୍କ ଲାଗି ବଢୁଛି ଚିନ୍ତା, ଚାଉଳ ବଣ୍ଟନ ବେଳେ ରହୁନି ସାମାଜିକ ଦୂରତା

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା(୧୪/୦୭): ବୈପାରୀଗୁଡାରେ କରୋନା ସଂକ୍ରମଣର ପ୍ରଭାବ ବଢିଚାଲିଛି। ଏଠାରେ ସ୍ୱାସ୍ଥ୍ୟ କର୍ମୀ ଓ ପୋଲିସ କର୍ମଚାରୀ ଲୋକାଲ ପଜିଟିଭ ଚିହ୍ନଟ ପରେ ଗୋଷ୍ଠୀ ସଂକ୍ରମଣକୁ...

ସ୍ବାସ୍ଥ୍ୟ କର୍ମୀଙ୍କ ଦ୍ଵାରା କରୋନା ମୁକାବିଲା ପାଇଁ ସଚେତନ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୧୪/୭): ରାୟଗଡ଼ା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଳକ ଅନ୍ତର୍ଗତ ସୁନାଖଣ୍ଡି ଗ୍ରାମ ପଞ୍ଚାୟତ ର ମନେଇଗୁଡା ଗାଁରେ ଅଙ୍ଗନୱାଡ଼ି,ଏ...

Recent Comments

%d bloggers like this: