Advertisements
Thursday, July 9, 2020
Home Corona Lockdown କରୋନା ସୁପର୍ ସିକ୍ସ୍ ରେ ଭୟଭୀତ ବରଗଡ଼

କରୋନା ସୁପର୍ ସିକ୍ସ୍ ରେ ଭୟଭୀତ ବରଗଡ଼

ରିପୋର୍ଟ: ଜଗବନ୍ଧୁ ସାହୁ //
ବରଗଡ଼ (୩୦/୦୫): କରୋନାର ସୁପର୍ ସିକ୍ସ୍ ରେ ଅର୍ଥାତ କରୋନା ମହାମାରୀର ଏହି ଲକଡାଉନ୍ ସମୟରେ ଗୋଟିଏ ଦିନରେ ଛଅ ଜଣ ଯାକ ବରଗଡ଼ ଜିଲ୍ଲାରେ କରୋନା ପୋଜିଟିଭ୍ ବାହାରିବା ଜିଲ୍ଲା ପ୍ରଶାସନ ଆଜି ଘୋଷଣା କରିବା ପରେ ବରଗଡ଼ ଜିଲ୍ଲାରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି ।

ଜିଲ୍ଲାର ଭେଡେନ ବ୍ଲକର ୪ ଜଣ ଓ ଭଟଲି ବ୍ଲକର ୨ଜଣ ଏହି ନୂଆ ତାଲିକାରେ ରହିଛନ୍ତି । ଏହା ପୂର୍ବରୁ ଜିଲ୍ଲାର ବରଗଡ଼ରୁ ୧ଜଣ ଓ ବରପାଲି ବ୍ଲକରୁ ୧ଜଣ ଏହିପରି ୨ଜଣ ପୋଜିଟିଭ୍ ଚିହ୍ନଟ ହୋଇଥିଲେ । ନୂଆ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ଜିଲ୍ଲାରେ କରୋନା ଆକ୍ରାନ୍ତ ସଂଖ୍ୟା ୮କୁ ପହଞ୍ଚିଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ସଂପୃକ୍ତ ଅଞ୍ଚଳ କୁ କଣ୍ଟେନମେଣ୍ଟ ଜୋନ୍ ଭାବରେ ଘୋଷଣା କରାଯାଇଛି । ଯେତେବେଳେ ରାଜ୍ୟରେ ତଥା ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟା କମ୍ ରହିଥିଲା ସେତେବେଳେ ଲକଡାଉନ୍ କଡ଼ାକଡ଼ି ରହିଥିଲା କିନ୍ତୁ ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ବେଳକୁ ଲକ୍ ଡଡାଉନ୍ ରେ ଢିଲାପଣକୁ ସବୁ ମହଲରେ ସମାଲୋଚନା କରାଯାଇଛି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜେନିତ୍ ମହାବିଦ୍ୟାଳୟ ପଦ୍ମପୁରରେ ବନ ମହୋତ୍ସବ ସପ୍ତାହ ପାଳିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର(ତା ୮ ୵ ୭ ୵ ୨୦୨୦): ପଦ୍ମପୁର ଜେନିତ ମହା ବିଦ୍ୟାଳୟ ତରଫରୁ ବନ ବିଦ୍ୟାଳୟର ସପ୍ତାହ ପାଳିତ ହୋଇଯାଇଛି ।...

ସଙ୍ଗୀତ ନିର୍ଦ୍ଦେଶକ ବୃନ୍ଦାବନ ମେହେରଙ୍କ ସଫଳତା

ରିପୋର୍ଟ : ଦ୍ରୌପଦ ନାୟକ //ବଙ୍ଗୋମୁଣ୍ଡା,ବଲାଙ୍ଗୀର (୦୮/୦୭): ସଙ୍ଗୀତ ଜଗତ ର ସଫଳ ନିର୍ଦେଶକ ବୃନ୍ଦାବନ ମେହେର।ପଶ୍ଚିମ ଓଡ଼ିଶା ର ସଙ୍ଗୀତ କହିଲେ ସାଧାରଣତଃ ସମ୍ବଲପୁରୀ ଗୀତ କୁ...

ବେଗୁନିଆପଡା ବ୍ଲକର ବିଭିନ୍ନ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଓ ବଫର ଜୋନ ଘୋଷଣା

ରିପୋର୍ଟ: ରାକେଶ ମହାରଣା //କୋଦଳା(୦୮/୦୭): ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ମହାମାରୀ ବୃଦ୍ଧି ପାଉଥିବା ବେଳେ ଏହି କ୍ରମରେ ବେଗୁନିଆପଡା ବ୍ଲକରେ ମଧ୍ୟ ଦିନକୁ ଦିନ କରୋନା...

ଅବକାରୀ ବିଭାଗ ର ଚଢ଼ାଉ, ବିପୁଳ ପରିମାଣ ପୋଚ୍ଚ ଓ ଦେଶୀ ମଦ ଜବତ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୮/୦୭): ରାୟଗଡା ଜିଲ୍ଲାରେ ଚରାମଦ କାରବାର ବୃଦ୍ଧି ପାଉଥିବା ଦୃଷ୍ଟିରେ ରଖି ରାୟଗଡା ଜିଲ୍ଲାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଏବଂ...

Recent Comments

%d bloggers like this: