Advertisements
Thursday, July 9, 2020
Home District News କାଶିପୁରରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ

କାଶିପୁରରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ପରିବେଷଣ

ରିପୋର୍ଟ: ଦେବେନ୍ଦ୍ର ନାୟକ //
କାଶିପୁର (୩୦.୦୫.୨୦୨୦): କାଶିପୁରରେ ବନ୍ଦେ ଉତ୍କଳ ଜନନୀ ଗାନ ବିଭିନ୍ନ କାର୍ଯ୍ୟାଳୟ ସମେତ ଘରେ ଘରେ ଗାନ କରାଯାଇଛି | କୋଭିଡ ଯୁଦ୍ଧରେ ଲୋକଙ୍କ ଜୀବନ ବଞ୍ଚାଇବା ପାଇଁ ରାଜ୍ୟରେ ପ୍ରୟାସ ଜାରୀ ରଖିଥିବା କୋରନା ଯୋଦ୍ଧା ମାନଙ୍କୁ ଉତ୍ସାହିତ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ରାଜ୍ୟବାସୀଙ୍କୁ ଘରେ ଘରେ ସନ୍ଧ୍ୟା ପାଞ୍ଚଟା ତିରିଶ ମିନିଟ ସମୟରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ଗାନ ପାଇଁ ଆହାନ ଦେଇଥିଲେ |

କାଶିପୁର ବିଜେଡି କାର୍ଯ୍ୟାଳୟ ପରିସରରେ ମଧ୍ୟ ବିଜେଡି କର୍ମୀ ସାମାଜିକ ଦୂରତ୍ୱ ବଜାଇ ରଖି ସମବେତ ହୋଇ ରାଜ୍ୟ ସଂଗୀତ ବନ୍ଦେ ଉତ୍କଳ ଜନନୀ ଗାନ କରିଛନ୍ତି | କାଶିପୁର ବିଜେଡି କାର୍ଯ୍ୟାଳୟରେ ଜିଲ୍ଲା ଉପ ସଭାପତି ଅମିତ୍ ନାୟକ ଙ୍କ ନେତୃତ୍ୱ ରେ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଛି | ସମସ୍ତେ ଏକ ହୋଇ ରାଜ୍ୟ ରୁ ମହାମାରୀ କୋରନାରୁ ରକ୍ଷା ପାଇଁ ପ୍ରୟାସ ଜାରୀ ରଖି ଆଗ ଧାଡ଼ିର ଡାକ୍ତର, ସ୍ୱାସ୍ଥ୍ୟକର୍ମୀ,ସଫେଇକର୍ମୀ, ପୋଲିସ, ସରକାରୀ କର୍ମଚାରୀ କୋଭିଡ ଯୁଦ୍ଧ ରେ ଲୋକଙ୍କ ଜୀବନ ବଞ୍ଚାଇବା ରେ ଓଡିଶା ଆଜିର ଦିନରେ କେବଳ ଭାରତ ନୁହେଁ ବିଶ୍ୱ ରେ ଉଦାହରଣ ସୃଷ୍ଟି କରିଛି |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜେନିତ୍ ମହାବିଦ୍ୟାଳୟ ପଦ୍ମପୁରରେ ବନ ମହୋତ୍ସବ ସପ୍ତାହ ପାଳିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର(ତା ୮ ୵ ୭ ୵ ୨୦୨୦): ପଦ୍ମପୁର ଜେନିତ ମହା ବିଦ୍ୟାଳୟ ତରଫରୁ ବନ ବିଦ୍ୟାଳୟର ସପ୍ତାହ ପାଳିତ ହୋଇଯାଇଛି ।...

ସଙ୍ଗୀତ ନିର୍ଦ୍ଦେଶକ ବୃନ୍ଦାବନ ମେହେରଙ୍କ ସଫଳତା

ରିପୋର୍ଟ : ଦ୍ରୌପଦ ନାୟକ //ବଙ୍ଗୋମୁଣ୍ଡା,ବଲାଙ୍ଗୀର (୦୮/୦୭): ସଙ୍ଗୀତ ଜଗତ ର ସଫଳ ନିର୍ଦେଶକ ବୃନ୍ଦାବନ ମେହେର।ପଶ୍ଚିମ ଓଡ଼ିଶା ର ସଙ୍ଗୀତ କହିଲେ ସାଧାରଣତଃ ସମ୍ବଲପୁରୀ ଗୀତ କୁ...

ବେଗୁନିଆପଡା ବ୍ଲକର ବିଭିନ୍ନ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଓ ବଫର ଜୋନ ଘୋଷଣା

ରିପୋର୍ଟ: ରାକେଶ ମହାରଣା //କୋଦଳା(୦୮/୦୭): ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ମହାମାରୀ ବୃଦ୍ଧି ପାଉଥିବା ବେଳେ ଏହି କ୍ରମରେ ବେଗୁନିଆପଡା ବ୍ଲକରେ ମଧ୍ୟ ଦିନକୁ ଦିନ କରୋନା...

ଅବକାରୀ ବିଭାଗ ର ଚଢ଼ାଉ, ବିପୁଳ ପରିମାଣ ପୋଚ୍ଚ ଓ ଦେଶୀ ମଦ ଜବତ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୮/୦୭): ରାୟଗଡା ଜିଲ୍ଲାରେ ଚରାମଦ କାରବାର ବୃଦ୍ଧି ପାଉଥିବା ଦୃଷ୍ଟିରେ ରଖି ରାୟଗଡା ଜିଲ୍ଲାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଏବଂ...

Recent Comments

%d bloggers like this: