Advertisements
Thursday, July 9, 2020
Home Corona Virus Awereness ବନ୍ଦେ ଉତ୍କଳ ଜନନୀ ଗାଇଲା ସମଗ୍ର ଝାରସୁଗୁଡା

ବନ୍ଦେ ଉତ୍କଳ ଜନନୀ ଗାଇଲା ସମଗ୍ର ଝାରସୁଗୁଡା

ରିପୋର୍ଟ .ପ୍ରଶାନ୍ତ ମାଝୀ //
ଝାରସୁଗୁଡା (୩୦/୫/୨୦୨୦): କରୋନା ଯୁଦ୍ଧରେ ସାମିଲ ଯୋଦ୍ଧାଙ୍କ ତ୍ୟାଗ ଓ ସେବା ମନୋଭାବ ପ୍ରତି ସମ୍ମାନ ପ୍ରଦର୍ଶନ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକ୍ରମେ ଶନିବାର ସଂଧ୍ୟା ୫ଟା ୩୦ ମନିଟରେ ସମଗ୍ର ଝାରସୁଗୁଡାବାସୀ ବନ୍ଦେ ଉତ୍କଳ ଜନନୀ ସଂଗୀତ ଗାନ କରିଛନ୍ତି ।

ଏହି ଅବସରରେ ଝାରସୁଗୁଡା ବସ୍‌ଷ୍ଟାଣ୍ଡସ୍ଥିତ ଗାନ୍ଧି ଗୋଲେଇଛକରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ, ଜିଲ୍ଲାପାଳ ସରୋଜ କୁମାର ସାମଲ, ଜିଲ୍ଲା ଆରକ୍ଷୀ ଅଧିକାରୀ ରାହୁଲ ପିଆର, ଦୀପାଳି ଦାସ, ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ଡାକ୍ତର, ନର୍ସ, ଜିଲ୍ଲାବାସୀ ଉପସ୍ଥିତ ରହି ବନ୍ଦେ ଉତ୍କଳ ଜନନୀ ଗାନ କରିଛନ୍ତି । ଏହି ସଙ୍ଗୀତ ଗାନ ସମୟରେ ଝାରସୁଗୁଡା ଜିଲ୍ଲାରେ ସମସ୍ତ ପ୍ରକାର ଯାତାୟାତ ବନ୍ଦ ରହିଥିଲା । ସମସ୍ତେ ନିଜନିଜ ସ୍ଥାନରେ ଦଣ୍ଡମାନ ହୋଇ ବନ୍ଦେ ଉତ୍କଳ ଜନନୀ ସଂଗୀତର ଗାନ କରିଥିଲେ ।

ସେହିପରି ଜିଲ୍ଲାର ସମସ୍ତ ସରକାରୀ ତଥା ଚିକିତ୍ସାଳୟ, ଥାନା, ବେସରକାରୀ କାର୍ଯାଳୟ, ଶିକ୍ଷାନୁଷ୍ଠାନ, ବ୍ୟବସାୟୀକ ପ୍ରତିଷ୍ଠାନ, ସାମାଜିକ ସଙ୍ଗଠନର ମୁଖ୍ୟ ନିଜ ନିଜ ଅନୁଷ୍ଠାନରେ ବନ୍ଦେ ଉତ୍କଳ ଜନନୀ ଗାନର ବ୍ୟବସ୍ଥା କରାଇଥିଲେ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଜେନିତ୍ ମହାବିଦ୍ୟାଳୟ ପଦ୍ମପୁରରେ ବନ ମହୋତ୍ସବ ସପ୍ତାହ ପାଳିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର(ତା ୮ ୵ ୭ ୵ ୨୦୨୦): ପଦ୍ମପୁର ଜେନିତ ମହା ବିଦ୍ୟାଳୟ ତରଫରୁ ବନ ବିଦ୍ୟାଳୟର ସପ୍ତାହ ପାଳିତ ହୋଇଯାଇଛି ।...

ସଙ୍ଗୀତ ନିର୍ଦ୍ଦେଶକ ବୃନ୍ଦାବନ ମେହେରଙ୍କ ସଫଳତା

ରିପୋର୍ଟ : ଦ୍ରୌପଦ ନାୟକ //ବଙ୍ଗୋମୁଣ୍ଡା,ବଲାଙ୍ଗୀର (୦୮/୦୭): ସଙ୍ଗୀତ ଜଗତ ର ସଫଳ ନିର୍ଦେଶକ ବୃନ୍ଦାବନ ମେହେର।ପଶ୍ଚିମ ଓଡ଼ିଶା ର ସଙ୍ଗୀତ କହିଲେ ସାଧାରଣତଃ ସମ୍ବଲପୁରୀ ଗୀତ କୁ...

ବେଗୁନିଆପଡା ବ୍ଲକର ବିଭିନ୍ନ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଓ ବଫର ଜୋନ ଘୋଷଣା

ରିପୋର୍ଟ: ରାକେଶ ମହାରଣା //କୋଦଳା(୦୮/୦୭): ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ମହାମାରୀ ବୃଦ୍ଧି ପାଉଥିବା ବେଳେ ଏହି କ୍ରମରେ ବେଗୁନିଆପଡା ବ୍ଲକରେ ମଧ୍ୟ ଦିନକୁ ଦିନ କରୋନା...

ଅବକାରୀ ବିଭାଗ ର ଚଢ଼ାଉ, ବିପୁଳ ପରିମାଣ ପୋଚ୍ଚ ଓ ଦେଶୀ ମଦ ଜବତ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //ରାୟଗଡା (୦୮/୦୭): ରାୟଗଡା ଜିଲ୍ଲାରେ ଚରାମଦ କାରବାର ବୃଦ୍ଧି ପାଉଥିବା ଦୃଷ୍ଟିରେ ରଖି ରାୟଗଡା ଜିଲ୍ଲାପାଳ ଶ୍ରୀ ପ୍ରମୋଦ କୁମାର ବେହେରା ଏବଂ...

Recent Comments

%d bloggers like this: