Friday, August 14, 2020
Home Corona Virus Awereness ତୁଳସୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ତୁଳସୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ରିପୋର୍ଟ: ନିରୋଜ କୁମାର ପାଣି //
ପଦ୍ମପୁର (୨/୬): ବର୍ତ୍ତମାନ ସମୟରେ ମଧ୍ଯ ଜୀବନକୁ ବାଜି ଲଗାଇ ନିଜ କର୍ତ୍ତବ୍ଯ ଜାରି ରଖିଥିବା ବିଜେପୁର ବ୍କକର ସମସ୍ତ କରୋନା ଯୋଦ୍ଧା ମାନଙ୍କୁ ତୁଳସୀ ଚାରିଟେବୁଲ ଟ୍ରଷ୍ଟ ଆନୁକୁଲ୍ୟରେ ବିଜେପୁର ସ୍ଥିତ ପୁଖାମୁଣ୍ତା ମନ୍ଦିର ଠାରେ କରୋନା ଯୋଦ୍ଧା ମାନଙ୍କୁ ଉପଢୌକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।

ଏହି ସମ୍ବର୍ଦ୍ଧନା ସଭାରେ ତୁଳସୀ ଚାରିଟେବୁଲ ଟ୍ରଷ୍ଟ ତଥା ଯୁବନେତା ଶ୍ରୀକାନ୍ତ ମିଶ୍ରଙ୍କ ସଭାପତିତ୍ବରେ କରିଥିବା ବେଳେ ମୁଖ୍ଯ ଅତିଥି ଭାବେ ପଦ୍ମପୁର ପୂର୍ବତନ ବିଧାୟକ ତଥା ବରିଷ୍ଠ ବିଜେପି ନେତା ପ୍ରଦୀପ ପୁରୋହିତ ଯୋଗ ଦେଇ ଲକ ଡାଉନ୍ ସମୟରେ ବାହାରେ ବୁଲି କାମ କରୁଥିବା ସ୍ବାସ୍ଥ୍ୟ କର୍ମଚାରୀ,ଆଶା କର୍ମୀ ଓ ସାମ୍ବାଦିକଙ୍କୁ ପାଦ ଧୋଇ ଉପଢୌକନ ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ବିଜେପୁର ଅଞ୍ଚଳର ମାନ୍ଯଗଣ୍ଯ ବ୍ଯକ୍ତି ଯୋଗଦେଇ ତୁଳସୀ ଚାରିଟେବୁଲ ଟ୍ରଷ୍ଟ କୁ ଏପରି ମହାନ କାର୍ଯ୍ଯ କରିଥିବାରୁ ପ୍ରଂଶସା କରିଛନ୍ତି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ମୃତ ହିତାଧିକାରୀଙ୍କ ନାମରେ ରାସନ ସାମଗ୍ରୀ ହଡପ,ବିଜେପୁର

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା୧୩ ୵୮): ବିଜେପୁର ବ୍ଲକରେ ମୃତ ହିତାଧିକାରୀ ନାମରେ ରାସନ ସାମଗ୍ରୀ ହଡ଼ପ ପରି ଗୁରୁତର ଅଭିଯୋଗ ସାମ୍ନାକୁ ଆସିଛି। ସୂଚନା ଅଧିକାର ଆଇନ ଦ୍ୱାରା...

ବହୁମୂଖୀ ପ୍ରତିଭା, ନିଷ୍ଠାପର ଆଇନଜୀବୀଙ୍କ ବିୟୋଗରେ ଶୋକ

ରିପୋର୍ଟ: ଜିଲ୍ଲାପ୍ରତିନିଧି ରବିଶଙ୍କର ମହାପାତ୍ର // କୋରାପୁଟ (୧୩/୦୮): କୋରାପୁଟ ଜିଲ୍ଲା କୋଟପାଡ଼ ନ୍ୟାୟାଳୟ ପରିସରରେ ଜୟପୁରର ବରିଷ୍ଠ ଆଇନଜୀବୀ,ନିଷ୍ଠାପର ସରକାରୀ ଓକିଲ (P. P),ରକ୍ତଗୋଲାପ ଚଳଚ୍ଚିତ୍ରର ଅଭିନେତା, ମଞ୍ଚ ଓ ଆକାଶବାଣୀ କଳାକାର,...

୫୧୧ କେଜି ଗଞ୍ଜେଇ ସହ ୨ଜଣ ଗିରଫ

ରିପୋର୍ଟ: ଏନ.ସନ୍ତୋଷ କୁମାର // ବୈପାରୀଗୁଡା (୧୩/୦୮): ବୈପାରୀଗୁଡା ପୋଲିସକୁ ଏକ ସଫଳତା ମିଳିଥିବା ଜଣାପଡିଛି l ବୈପାରୀଗୁଡା ଥାନା ଅଧିକାରୀଙ୍କ ସୂଚନା ଅନୁଯାୟୀ (OD10E 2585 )ନମ୍ବର ଏକ ପିକଅପ ଭେନରେ ମହୁଲିପୁଟ ଠାରୁ...

ରାୟଗଡ ଜିଲ୍ଳାରେ ଆଂଟିଜେନ ଟେଷ୍ଠିଂ ଓ କୋଭିଡ ପରିଚାଳନାକୁ ନେଇ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ରିପୋର୍ଟ:ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡ (୧୨/୮/୨୦): ରାୟଗଡ ଜିଲ୍ଳାରେ ଦିନକୁ ଦିନ ପଜିଟିଭ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । କୋଭିଡ-୧୯ ସରକାରୀ ଗାଇଡଲାଇନ ଅନୁଯାୟୀ ପ୍ରଶାସନ ତରଫର ଆକ୍ରାନ୍ତଙ୍କୁ ଚିହ୍ନଟ ଦିଗରେ...

Recent Comments

%d bloggers like this: