Saturday, August 8, 2020
Home Death Case ପାଣିରେ ବୁଡ଼ି ଯୁବକର ମୃତ୍ୟୁ, ଡୁଙ୍ଗୁରିପାଲି

ପାଣିରେ ବୁଡ଼ି ଯୁବକର ମୃତ୍ୟୁ, ଡୁଙ୍ଗୁରିପାଲି

ରିପୋର୍ଟ: ଓଡିଶା ନ୍ୟୁଜ୨୪ବ୍ୟୁରୋ //
ଡୁଙ୍ଗୁରିପାଲି (୧୯/୦୬): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଚମ୍ପାଡୁଲି ଗାଁର ଭୋଇରାଜ ବଗର୍ତି(୩୦)ଙ୍କ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି ।

ସୁଚନା ଅନୁସାରେ ଉକ୍ତ ଯୁବକ ଜଣକ ଗୁରୁବାର ଦିନ ୪ଟା ସମୟରେ ନିକଟ କେନ୍ଦୁଟିକିରା ଗାଁକୁ ନିଜର ଘରକାମ କରେଇବା ପାଇଁ ମିସ୍ତ୍ରୀ ଖୋଜି ଯାଇଥିଲେ । ହେଲେ ସେ ଘରକୁ ନ ଫେରିବାରୁ ଲୋକେ ଖୋଜା ଖୋଜି କଲାପରେ କଲ୍ଳାଯୋର ପାଣି ଭିତରୁ ଅଗ୍ନିସମ ଅଧିକାରୀଙ୍କ ସାହାଯ୍ୟରେ ତାଙ୍କ ମୃତ ଦେହକୁ ଉଦ୍ଧାର କରାଯାଇଥିଲା । ଘଟଣା ସ୍ଥଳରେ ଡୁଙ୍ଗୁରିପାଲି ପୋଲିସ ପହଞ୍ଚି ଅଧିକ ଅନୁସନ୍ଧାନ ଯାରି ରଖିଛି ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଦୁର୍ଘଟଣାରେ ବାଇକ ଆରୋହୀର ମୃତ୍ୟୁ

ରିପୋର୍ଟ: ଧ୍ରୁବରାଜ ମିଶ୍ର // ବିନିକା (୦୭/୦୮): ସୋନପୁର ମୁଖ୍ୟ ରାସ୍ତା ଘୋଡାଧାର ଛକ ଠାରେ ଏକ ବାଇକ ଦୁର୍ଘଟଣାରେ ଚାଲକର ମୃତ୍ୟୁ ହୋଇଯାଇଛି । ଘଟଣାରୁ ପ୍ରକାଶ ଯେ ସୋନପୁର ଥାନା ଅଧନସ୍ତ...

କଲ୍ୟାଣ ସିଂହପୁର ବ୍ଳକରେ ୧୩ ନୁଆଁ କରୋନା ପଜିଟିଭ ଚିହ୍ନଟ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା // କଲ୍ୟାଣ ସିଂହପୁର (ତା ୭/ ୮): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ରେ ଦିନ କୁ ଦିନ କରୋନା ପଜିଟିଭ ଚିହ୍ନଟ ହେବାରେ ଲାଗିଛି...

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

Recent Comments

%d bloggers like this: