Thursday, October 1, 2020
Home Corona Lockdown କରୋନା ସଚେତନତା ସହ ମାସ୍କ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

କରୋନା ସଚେତନତା ସହ ମାସ୍କ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

ରିପୋର୍ଟ: ବିମଳେନ୍ଦୁ ସାହୁ //
ଲୋଇସିଂହା (୧୯/୦୬): ନିଜ ନିଜ ଗ୍ରାମକୁ ପ୍ରବାସୀ ଶ୍ରମିକ ଫେରିଲା ପରେ ବର୍ତମାନ କରୋନା ଭୁତାଣୁ ସଂକ୍ରମଣ ବଡିବା ରେ ଲାଗିଛି । ଗାଁରେ ଲୋକ ମାନଂକର ସଚେତନତାର ଅଭାବ ଓ ପୋଲିସ କଟକଣା କମ ଥିବାରୁ ଲୋକେ ବେଖାତିର ରହୁଛନ୍ତି ।

ପ୍ରତି ଗାଁରେ ସର୍ବସାଧାରଣ ସ୍ଥାନରେ ସରକାରଙ୍କର ତରଫରୁ ବିଶୋଧିତ କରାଯାଉ ନାହିଁ । ଫଳରେ କରୋନା ସଂକ୍ରମଣ ଆଶଙ୍କା ବଡି ବାରେ ଲାଗିଛି । ଏହି ପରିପ୍ରେକ୍ଷୀରେ CRY କୋଲକାତା ସହାୟତାରେ ଓ ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ପଲ୍ଲୀ ଆଲୋକ ପାଠାଗାର ନଅଗାଁ (ଖ ) ତରଫରୁ ରୁଗୁଡିଖାଲ ସ୍ଥିତ ମାନସ ବିହାର ଓ ସାପ୍ତାହିକ ବଜାରରେ ମାକ୍ସ ବଣ୍ଟନ, ସାମାଜିକ ଦୂରତା ତଥା ହାତ ଧୋଇବା ଉପରେ ସଚେତନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଲୋଇସିଂହା ବିଧାୟକ ଡ଼ ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ଭାବରେ ଉପସ୍ଥିତ ରହି ଲୋକଙ୍କୁ ମାକ୍ସ ବଣ୍ଟନ କରିବା ସହିତ ସଚେତନ କରିଥିଲେ । ପଲ୍ଲୀ ଆଲୋକ ପାଠାଗାର ସମ୍ପାଦକ ପ୍ରଶାନ୍ତ କୁମାର ନାୟକ କାର୍ଯ୍ୟକ୍ରମ ଉପରେ ଆଲୋଚନା କରିଥିଲେ । ଗୋବିନ୍ଦ ଚନ୍ଦ୍ର ବିଶି, ପ୍ରଶାନ୍ତ କୁଅଁର, କରୁଣାକର ବିଶ୍ୱାଳ, ସୌମ୍ୟ ରଞ୍ଜନ ବିଶି, ରଞ୍ଜନ ମାହାଲିଙ୍ଗ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ବଡ ଖବର: ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୬୧୫ ପଜିଟିଭ ଚିହ୍ନଟ, ବଲାଙ୍ଗୀର ରୁ ୮୧, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ

ଭୁବନେଶ୍ୱର (୦୧/୧୦): ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୬୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୧୮...

ନୂତନ ଭାବେ ନିର୍ମାଣ ତହସିଲ ଓ ଉପ ନିବନ୍ଧକ କାର୍ଯ୍ୟାଳୟ କୋଠା ସ୍ଥାନାନ୍ତର ପାଇଁ ସଚେତନ ନାଗରୀକ କମିଟି ପକ୍ଷରୁ ମୂଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ରିପୋର୍ଟ: ଜଗଦୀଶ ଦାସ // ଜି.ଉଦୟଗିରି (୩୦/୦୯): -ଜି.ଉଦୟଗିରିରେ ଅବସ୍ଥିତ ତହସିଲ କାର୍ଯ୍ୟାଳୟ ଓ ଉପ-ନିବନ୍ଧକ କାର୍ଯ୍ୟାଳୟ ବହୁ ପୁରୁଣା ହୋଇଥିବାବେଳେ ଏବେ ନୂତନ ଭାବେ ନିର୍ମାଣ କରିବା ପାଇଁ ଟେଣ୍ଡର ସରି ଠିକାଦାର...

ଯୁବକ ସଂଘ ପକ୍ଷରୁ ରାସ୍ତା ସଫା କରାଗଲା

ରିପୋର୍ଟ: ଜଗଦୀଶ ଦାସ // ରାଇକିଆ (୩୦/୦୯):କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ବଡବାରବା ପଞ୍ଚାୟତ ର ଯୁବକ ସଙ୍ଘ ତରଫରୁ ରାସ୍ତା ଓ ଡ୍ରେନ ସଫା କରିଥିବା ଦେଖିବାକୁ ମିଳିଛି। ବଡବାରବା ପାଞ୍ଚ ନମ୍ବର...

ଘୁମୁସର ତାଲୁକା ବିଶ୍ୱକର୍ମା ସମାଜର ବଦାନ୍ୟତା, ପକ୍ଷାଘାତ ରୋଗୀଙ୍କୁ ଅର୍ଥରାଶି ପ୍ରଦାନ

ରିପୋର୍ଟ: ରାକେଶ ମହାରଣା // କୋଦଳା ୨୯/୦୯): ଗଣମାଧ୍ୟମରେ ଲୋକନାଥ ମହାରଣା ଅସହାୟତା ନେଇ ଖବର ପ୍ରସାରଣ ହେବା ପରେ ଦକ୍ଷିଣ ଓଡିଶା ବିଶ୍ୱକର୍ମା ସମାଜ, ଘୁମୁସର ତାଲୁକା ର ସଭାପତି ସମେତ କାର୍ଯ୍ୟକର୍ତ୍ତା...

Recent Comments

%d bloggers like this: