Tuesday, September 29, 2020
Home District News ଜିଲ୍ଲା ଓକିଲ ସଂଘ କନ୍ଧମାଳ, ଫୁଲବାଣୀ ତରଫରୁ ସହିଦ ମାନଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ଜିଲ୍ଲା ଓକିଲ ସଂଘ କନ୍ଧମାଳ, ଫୁଲବାଣୀ ତରଫରୁ ସହିଦ ମାନଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

ରିପୋର୍ଟ: ଜଗଦୀଶ ଦାସ //
ଫୁଲବାଣୀ(୨୦/୦୬): ଆଜି ଜିଲ୍ଲା ଓକିଲ ସଂଘ ଫୁଲବାଣୀ, କନ୍ଧମାଳ ପକ୍ଷରୁ କୋର୍ଟ ଆଗରେ ଗତ୧୫ତାରିଖ ରାତିରେ ପୂର୍ବ ଲାଦାଖ ସୀମା ଗଲୱାନ ଉପତ୍ୟକା ରେ ଚାଇନା ସୈନିକଙ୍କ ଆକ୍ରମଣ ରେ ଦେଶ ମାତୃକାର ସେବା ପାଇଁ ନିଜ ଜୀବନକୁ ଉଛର୍ଗ କରି ସହିଦ ହୋଇଥିବା ବୀର ସନ୍ତାନ ମାନଙ୍କୁ ଦୀପ ଜଳାଇ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଦେବା ସହ ନୀରବ ପାର୍ଥନା କରିଥିଲେ।

ଏଥି ସହିତ ଚାଇନା ସାମଗ୍ରୀର ଫୋଟଚିତ୍ର,ଫ୍ଲାଗ ରେ ଅଗ୍ନି ସଂଯୋଗ କରିଥିଲେ।ଏହି କାର୍ଯ୍ୟକ୍ରମରେ ସଙ୍ଘ ସଭାପତି ଚନ୍ଦ୍ର ଶେଖର ମିଶ୍ର ସମ୍ପାଦକ ରମେଶ ଚନ୍ଦ୍ର ମହାନ୍ତି, ବରିଷ୍ଠ ଆଇନଜୀବୀ ଦେଵବ୍ରତ ପ୍ରଧାନ, ଭଗବାନ ମହାନ୍ତି,ହରିଶ୍ଚନ୍ଦ୍ର ମହାରଣା, ଅସୀମ ପ୍ରହରାଜ, ଅଜୟ ସିଂ, ମନୋଜ ପଟ୍ଟନାୟକ, ପ୍ରତାପ ପାତ୍ର, ଅଜିତ ପଟ୍ଟନାୟକ, ସତ୍ୟ ନାରାୟଣ ବେହେରା, ଆଦିତ୍ୟ ପ୍ରସାଦ ତ୍ରିପାଠୀ, ନୋଟାରୀ ବୀରେନ୍ଦ୍ର ସୁବୁଦ୍ଧି, ପ୍ରଦୀପ୍ତ ରଞ୍ଜନ ନାୟକ, ଦୁର୍ଗା ଶଙ୍କର ପଟ୍ଟନାୟକ ପ୍ରମୂଖ ଉପସ୍ଥିତ ଥିଲେ ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ମହିଳା ସଶକ୍ତିକରଣ ଆୱାର୍ଡରେ ସଂମ୍ମାନିତ ରିତାରାଣୀ ମିଶ୍ରଙ୍କୁ ସମ୍ବର୍ଦ୍ଧନା

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡା(୨୮/୦୯): ଭାରତୀୟ ମହିଳା ଅଲମ୍ପିକ ଆସୋସିଏସନ ତରଫରୁ ଯେ, କୌଣସି କର୍ମଜୀବି ମହିଳା ଯେ, କୌଣସି ସାମାଜିକ କାର୍ଯ୍ୟରେ ପାରଙ୍ଗମ ଥିବେ ଓ ସେମାନଙ୍କର ପ୍ରମାଣ ପତ୍ରକୁ...

ମିଳିତ ସାମ୍ବାଦିକ ମଞ୍ଚ ପକ୍ଷରୁ ବନ୍ଧୁମିଳନ କାର୍ଯ୍ୟକ୍ରମ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ମୁନିଗୁଡା,ରାୟଗଡା (୨୮/୦୯): ଆଜି ମୁନିଗୁଡା ଵ୍ଲକର ମିଳିତ ସାମ୍ବାଦିକ ମଞ୍ଚ ପକ୍ଷରୁ କୁଟ୍ରାଗଡଠାରେ ବନ୍ଧୁ ମିଳନ ସହ ନୈଶ୍ୟ ଭୋଜିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଏହି...

ପଦ୍ମପୁର ୭ ଦିନ ସଟଡାଉନ ଉଦେଶ୍ୟ କଣ ?

ରିପୋର୍ଟ - ନିରୋଜ କୁମାର ପାଣୀ // ପଦ୍ମପୁର (୨୮/୦୯): ବର୍ତ୍ତମାନ ଦିନକୁ ଦିନ ବଢୁଥିବା କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାକୁ ଦେଖି ଲୋକେ ଭୟବିତ ଥିବା ବେଳେ, ରାଜ୍ୟ ସରକାର କିନ୍ତୁ...

ଗୋଣ୍ଡୱାନା ଗୋଣ୍ଡ ମହାସଭା ଝରିଗାଁ ଶାଖାର ପ୍ରସ୍ତୁତି ବୈଠକ

ରିପୋର୍ଟ: ତ୍ରିନାଥ ଧୁରୁଆ // ଝରିଗାଁ (୨୮.୦୯.୨୦୨୦) କରନା ମହାମାରୀମକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଳକ ବାଣୁଆଗୁଡ଼ା ପଞ୍ଚାୟତ ଦେଉଳକୁନା ଶୈବ ପୀଠ ଠାରେ ଗୋଣ୍ଡୱାନା ଛାତ୍ର ସଂଘ (ଝରିଗାଁ) ଓ...

Recent Comments

%d bloggers like this: