Advertisements
Monday, July 6, 2020
Home District News ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ, ଖଇରପୁଟ

ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ, ଖଇରପୁଟ

ରିପୋର୍ଟ- ଜଗନ୍ନାଥ ଦଳେଇ //
ଖଇରପୁଟ (୨୨/୦୬): ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ର ବିଭିନ୍ନ ଅଞ୍ଚଳରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି।

ଏହି ଯୋଗ ଦିବସରେ ବିଭିନ୍ନ ଅଞ୍ଚଳରରେ ବିଭିନ୍ନ ବର୍ଗର ଲୋକ ସାମିଲ ହୋଇଥିଲେ।ଏବଂ ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଅଞ୍ଚଳର ବୁଦ୍ଧଜୀବିମାନେ ମଧ୍ୟ ଯୋଗଦେଇଥିଲେ ଦେଇ ଯୁବକ ମାନଙ୍କକୁ ବିଭିନ୍ନ ପ୍ରକାର ଯୋଗାସନ ଏବଂ ପ୍ରାଣାୟମ କରି ପ୍ରତ୍ୟେକର ଉପକାରିତା ସମ୍ପର୍କରେ ଅବଗତ କରାଯାଇଥିଲା।ଏତ ବ୍ୟତୀତ କୋରାନ ଭଳି ମାରା ତ୍ମକ ଭୁତାଣୁ ଠାରୁ ନିଜକୁ ଦୂରେଇ ରଖିବା ପାଇଁ ସରକାରଙ୍କ ଦ୍ଵାରା ପ୍ରଦତ୍ତ ବିଭିନ୍ନ ପ୍ରକାର ନିୟମ ସବୁ ମାନି ଚଳିବା ପାଇଁ ପରାମର୍ଶ ଦେଇଥିଲେ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ବରତୁଣ୍ଡା ଠାରେ ତମନ୍ନା ସଙ୍ଗୀତ ଷ୍ଟୁଡିଓ ଉଦଘାଟିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୪/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ବରତୁଣ୍ଡା ଗ୍ରାମଠାରେ ଶ୍ରୀ ସୁନୀଲ ତାଣ୍ଡି ନିଜସ୍ୱ ଉଦ୍ୟମ ବଳରେ...

ଦୁଇ ଦିନିଆ ସଟଡାଉନ ରେ ପୁଲିସର ପେଟ୍ରୋଲିଂ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୪/୭): ରାୟଗଡ଼ା ଜିଲ୍ଲାରେ ଦିନକୁ ଦିନ ମହାମାରୀ କରୋନା ପଜିଟିଭ ବଡି ଚାଲିଛି ଫଳରେ ଦୁଇ ଦିନିଆ ସଟ...

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

Recent Comments

%d bloggers like this: