Advertisements
Monday, July 6, 2020
Home District News Balangir ଆଜି ବଲାଙ୍ଗୀର ରେ ୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ମୋଟ ୫୯୬୨ କୁ ବୃଦ୍ଧି

ଆଜି ବଲାଙ୍ଗୀର ରେ ୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ମୋଟ ୫୯୬୨ କୁ ବୃଦ୍ଧି

ଭୁବନେଶ୍ୱର (୨୫/୦୬): ରାଜ୍ୟରେ ଆଜି ୧୮ ଜିଲ୍ଲାରୁ ଆଉ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୭୪ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୬ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୯୬୨କୁ ବୃଦ୍ଧି ପାଇଛି ।

ଚିହ୍ନଟ ହୋଇଥିବା ୨୧୦ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୫୮, ଖୋର୍ଦ୍ଧାରୁ ୪୭, ଗଜପତିରୁ ୨୯, ବଲାଙ୍ଗୀରରୁ ୧୧, ଯାଜପୁରରୁ୮, ପୁରୀରୁ ୮, ଢ଼େଙ୍କାନାଳରୁ ୭, ମୟୁରଭଞ୍ଜରୁ ୭, ସୁନ୍ଦରଗଡ଼ରୁ ୬, କେନ୍ଦୁଝରରୁ ୫, କଟକରୁ ୫, ନୟାଗଡ଼ରୁ ୩, କେନ୍ଦ୍ରାପଡ଼ାରୁ ୩, ନବରଙ୍ଗପୁରରୁ ୨, ବାଲେଶ୍ୱରରୁ ୨, ଦେବଗଡ଼, ଅନୁଗୁଳ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ୬ଜଣ ଏନଡ଼ିଆରଏଫ ଯବାନ ମଧ୍ୟ କରୋନା ସଂକ୍ରମିତ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ବରତୁଣ୍ଡା ଠାରେ ତମନ୍ନା ସଙ୍ଗୀତ ଷ୍ଟୁଡିଓ ଉଦଘାଟିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୪/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ବରତୁଣ୍ଡା ଗ୍ରାମଠାରେ ଶ୍ରୀ ସୁନୀଲ ତାଣ୍ଡି ନିଜସ୍ୱ ଉଦ୍ୟମ ବଳରେ...

ଦୁଇ ଦିନିଆ ସଟଡାଉନ ରେ ପୁଲିସର ପେଟ୍ରୋଲିଂ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୪/୭): ରାୟଗଡ଼ା ଜିଲ୍ଲାରେ ଦିନକୁ ଦିନ ମହାମାରୀ କରୋନା ପଜିଟିଭ ବଡି ଚାଲିଛି ଫଳରେ ଦୁଇ ଦିନିଆ ସଟ...

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

Recent Comments

%d bloggers like this: