Advertisements
Monday, July 6, 2020
Home Corona Virus Awereness କୋରୋନା ପ୍ରତିରୋଧ ପାଇଁ କାଢା ବଣ୍ଟନ

କୋରୋନା ପ୍ରତିରୋଧ ପାଇଁ କାଢା ବଣ୍ଟନ

ରିପୋର୍ଟ: ରବିଶଙ୍କର ମହାପାତ୍ର //
କୋରାପୁଟ (୨୫/୦୬): କୋଭିଡ -୧୯ ର ଆତଙ୍କରେ ସମଗ୍ର ବିଶ୍ବ ଆତଙ୍କିତ ଅବସ୍ଥାରେ ଥିବା ବେଳେ ବୋରିଗୁମ୍ମା ସରସ୍ବତୀ ଶିଶୁ ମନ୍ଦିର ଦ୍ବାରା ଗତ ଜୁନ୍ ୨୪ ତାରିଖ ଠାରୁ କାଢା ବଣ୍ଟନ କରାଯାଉଛି ।

ଏହି କାଢା ପ୍ରତିରୋଧ ଶକ୍ତି ସୃଷ୍ଟି କରିବ । ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ଏକ ସେବା କାର୍ଯ୍ୟ ଭାବରେ ଗ୍ରହଣ କରି ୫୫୦ ଲୋକଙ୍କୁ କାଢା ପ୍ରଦାନ କରାଯାଇଛି । ପ୍ରଧାନ ଆଚାର୍ଯ୍ୟା ଶ୍ରୀମତି ମମତା ମହାପାତ୍ର ତଥା ସମସ୍ତ ଗୁରୁଜୀ ଓ ଗୁରୁମାଙ୍କ ପ୍ରଚେଷ୍ଟାରେ କାର୍ଯ୍ୟକ୍ରମ ସମ୍ପାଦନ ହୋଇଥିବା ବେଳେ ପରିଚାଳନା କମିଟିର ଉପଦେଷ୍ଟା ଶ୍ରୀ କେ. ଦେବଦତ୍ତ ଦୋରା ନିଜେ ଉପସ୍ଥିତ ରହି କାଢା ବଣ୍ଟନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ପରିଚାଳନା କମିଟି ସଭାପତି ଶ୍ରୀ ପ୍ରଫୁଲ୍ଲ କୁମାର ଦଣ୍ଡସେନା, ସମ୍ପାଦକ ଶ୍ରୀ ମୃତ୍ୟୁଞ୍ଜୟ ପଣ୍ଡା, କୋଷାଧ୍ୟକ୍ଷ ଶ୍ରୀ କବିବର ନାୟକ, ଯୁଗ୍ମ ସମ୍ପାଦିକା ଶ୍ରୀମତି ସୁଜାତା ସାହୁ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ବରତୁଣ୍ଡା ଠାରେ ତମନ୍ନା ସଙ୍ଗୀତ ଷ୍ଟୁଡିଓ ଉଦଘାଟିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୪/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ବରତୁଣ୍ଡା ଗ୍ରାମଠାରେ ଶ୍ରୀ ସୁନୀଲ ତାଣ୍ଡି ନିଜସ୍ୱ ଉଦ୍ୟମ ବଳରେ...

ଦୁଇ ଦିନିଆ ସଟଡାଉନ ରେ ପୁଲିସର ପେଟ୍ରୋଲିଂ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୪/୭): ରାୟଗଡ଼ା ଜିଲ୍ଲାରେ ଦିନକୁ ଦିନ ମହାମାରୀ କରୋନା ପଜିଟିଭ ବଡି ଚାଲିଛି ଫଳରେ ଦୁଇ ଦିନିଆ ସଟ...

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

Recent Comments

%d bloggers like this: