Advertisements
Monday, July 6, 2020
Home Accidental Death ଟ୍ରକ ଦୁର୍ଘଟଣାରେ ଯୁବକ ମୃତ୍ୟୁ

ଟ୍ରକ ଦୁର୍ଘଟଣାରେ ଯୁବକ ମୃତ୍ୟୁ

ରିପୋର୍ଟ: ରାକେଶ କୁମାର ମହାରଣା //
କୋଦଳା (୨୬/୦୬): ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ମଠବ୍ରହ୍ମପୁର ଗ୍ରାମରେ ଶୁକ୍ରବାର ଏକ ମର୍ମନ୍ତୁତ ସଡ଼କ ଦୁର୍ଘଟଣା ଘଟିଯାଇଛି।

ସୂଚନା ଅନୁଯାୟୀ ଶୁକ୍ରବାର ରାତି ୭:୧୦ ରେ ଆସିକା ପଟୁ କୋଦଳା ଅଭିମୁଖେ ଯାଉଥିବା ଏକ ଟ୍ରକ (ଓଡ଼ି-୦୫-ଏଭି-୦୧୭୫) ଭୁବନେଶ୍ୱରରୁ ଧରାକୋଟ ଯାଉଥିବା ଏକ ବାଇକ(ଓଆର-୦୨-ବିଏକ୍ସ-୦୯୧୫) ମୁହାଁମୁହିଁ ଧକ୍କା ହେବା ଫଳରେ ମୁଣ୍ଡରେ ଆଘାତ ଲାଗି ଜଣେ ୨୨ ବର୍ଷୀୟ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ଧରାକୋଟ ନିକଟସ୍ଥ ହରିପୁର ଗ୍ରାମର ବୋଲି ଜାଣିବାକୁ ମିଳିଛି। ଘଟଣା ସ୍ଥଳରେ କୋଦଳା ପୋଲିସ ପହଞ୍ଚି ଟ୍ରକକୁ ଜବତ କରିବା ସହ ଶବ ବ୍ୟବଚ୍ଛେଦ ନିମନ୍ତେ ପଠାଇଛନ୍ତି।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ବରତୁଣ୍ଡା ଠାରେ ତମନ୍ନା ସଙ୍ଗୀତ ଷ୍ଟୁଡିଓ ଉଦଘାଟିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୪/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ବରତୁଣ୍ଡା ଗ୍ରାମଠାରେ ଶ୍ରୀ ସୁନୀଲ ତାଣ୍ଡି ନିଜସ୍ୱ ଉଦ୍ୟମ ବଳରେ...

ଦୁଇ ଦିନିଆ ସଟଡାଉନ ରେ ପୁଲିସର ପେଟ୍ରୋଲିଂ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୪/୭): ରାୟଗଡ଼ା ଜିଲ୍ଲାରେ ଦିନକୁ ଦିନ ମହାମାରୀ କରୋନା ପଜିଟିଭ ବଡି ଚାଲିଛି ଫଳରେ ଦୁଇ ଦିନିଆ ସଟ...

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

Recent Comments

%d bloggers like this: