Advertisements
Monday, July 6, 2020
Home District News କାଶିପୁର ରେ ଥମିବାର ନାଁ ନେଉନି ଜନନୀ ଯନ୍ତ୍ରଣା, ରାସ୍ତାରେ କଲେ ପ୍ରସବ

କାଶିପୁର ରେ ଥମିବାର ନାଁ ନେଉନି ଜନନୀ ଯନ୍ତ୍ରଣା, ରାସ୍ତାରେ କଲେ ପ୍ରସବ

ରିପୋର୍ଟ: ଦେବେନ୍ଦ୍ର ନାୟକ //
କାଶୀପୁର (୨୮/୦୬): ପୁଣି ଏକ ଜନନୀ ଯନ୍ତ୍ରଣା। ଗର୍ଭବତୀ ଙ୍କୁ ଚଳାଇ ଚଳାଇ ନେବା ସମୟରେ ରାସ୍ତାରେ ପ୍ରସବ କରିଛନ୍ତି ।ରାୟଗଡା ଜିଲ୍ଲା କାଶିପୁର ବ୍ଳକ କୋଡିପାରି ପଞ୍ଚାୟତ ଅନ୍ତର୍ଗତ ଭେଜାପଦର ଗ୍ରାମରୁ ଆସିଛି ଏପରି ଖବର । ଗାଁକୁ ଭଲ ରାସ୍ତା ନ ଥିବାରୁ ପହଞ୍ଚି ପାରିଲା ନାହିଁ ଆମ୍ବୁଲାନ୍ସ ।

ଶନିବାର ଦିନ ତୁଳାରାମ ନାଏକଙ୍କ ସ୍ତ୍ରୀ ମୋନାଲି ନାଏକ ଗର୍ଭ ଯନ୍ତ୍ରଣା ଅନୁଭବ କରିବାରୁ ୧୦୮ ଆମ୍ବୁଲାନ୍ସ ଯୋଗାଯୋଗ କରାଯାଇଥିଲା | ହେଲେ ରାସ୍ତା ଖରାପ ଯୋଗୁଁ ଗାଡି ଯାଇ ଶିଳାଫାଶ ଗ୍ରାମରେ ଅଟକିଗଲା । ପରିବାର ଲୋକେ ମୋନାଲି ଙ୍କୁ ଚଳାଇ ଚଳାଇ ୩ କି.ମି ବାଟ ଗଲା ପରେ କାଳିଆଚଚରା ଗ୍ରାମ ନିକଟରେ ସେ ପ୍ରସବ କରିଥିବା ଜଣାପଡିଛି। ଖବର ପାଇଁ ୧୦୮ କର୍ମଚାରୀ ପହଂଚି ଷ୍ଟେଚର ସାହାଯ୍ୟରେ ଗର୍ଭବତୀଙ୍କୁ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆଣିଥିଲେ। ତାଙ୍କୁ ଟିକିରି ପ୍ରାଥମିକ ସ୍ୱାସ୍ଥକେନ୍ଦ୍ରରେ ଚିକିତ୍ସା ଚାଲିଥିବା ବେଳେ ମା ଓ ଶିଶୁ ସୁସ୍ଥ ଅଛନ୍ତି ବୋଲି ଜଣାପଡିଛି |

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ବରତୁଣ୍ଡା ଠାରେ ତମନ୍ନା ସଙ୍ଗୀତ ଷ୍ଟୁଡିଓ ଉଦଘାଟିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୪/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ବରତୁଣ୍ଡା ଗ୍ରାମଠାରେ ଶ୍ରୀ ସୁନୀଲ ତାଣ୍ଡି ନିଜସ୍ୱ ଉଦ୍ୟମ ବଳରେ...

ଦୁଇ ଦିନିଆ ସଟଡାଉନ ରେ ପୁଲିସର ପେଟ୍ରୋଲିଂ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୪/୭): ରାୟଗଡ଼ା ଜିଲ୍ଲାରେ ଦିନକୁ ଦିନ ମହାମାରୀ କରୋନା ପଜିଟିଭ ବଡି ଚାଲିଛି ଫଳରେ ଦୁଇ ଦିନିଆ ସଟ...

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

Recent Comments

%d bloggers like this: