Advertisements
Monday, July 6, 2020
Home Corona Breaking ପୁଣି ବଲାଙ୍ଗୀରରେ ୧୬ ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ୨୦୬ ଜଣ ଆକ୍ରାନ୍ତ ଚିହ୍ନଟ

ପୁଣି ବଲାଙ୍ଗୀରରେ ୧୬ ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ୨୦୬ ଜଣ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର(୩୦/୦୬): ଜୁଲାଇ ୧ ତାରିଖରୁ ଦେଶରେ ଅନଲକ-୨ କଟକଣା ଜାରି କରାଯାଇଥିବାବେଳେ ରାଜ୍ୟରେ ଆଜି ପୁଣି ୨୨ ଜିଲ୍ଲାରୁ ୨୦୬ କରୋନା ପଜିଟିଭ ଚିହ୍ନଟ କରାଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୯୨ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧୪ ଜଣ ଅନ୍ୟାନ୍ୟ ସ୍ଥାନରୁ ଚିହ୍ନଟ ହୋଇଛନ୍ତି । ସେହିଭଳି ରାଜରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ହଜାର ୬୫ ଚିହ୍ନଟ ହେଲେଣି । ଏନ୍ଡିଆରଏଫ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।

ମାଲକାନଗିରିରୁ ସର୍ବାଧିକ ୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେବଗଡ-୧୫, ବଲାଙ୍ଗୀର ୧୬, ଭଦ୍ରକ-୪, ବାଲେଶ୍ୱର-୫, ସୁନ୍ଦରଗଡ-୨, ଯାଜପୁର-୨୮, କେରାପୁଟ-୧୮, ଅନୁଗୋଳ-୬, ଢେ଼ଙ୍କାାନଳ-୪, କଟକ-୧୭, ଜଗତସିଂହପୁର-୧୮, ଯାଜପୁର-୨୭,ସମ୍ବଲପୁର ୪, ନୟାଗଡ-୧, କୋରାପୁଟ-୧୮,ଜଗତସିଂହପୁର ୧୭,ଗଞ୍ଜାମ-୩ ସୁନ୍ଦରଗଡ-୨, ପୁରୀ -୧, ବୌଦ୍ଧ ୧ । ରାଜ୍ୟରେ ୨୮୮୭ କରୋନା ରୋଗୀ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବାବେଳେ ୪୯୪୬ ସୁସ୍ଥ ହେଲେଣି । ରାଜ୍ୟରେ ୨ଲକ୍ଷ ୬୫ ହଜାରରୁ ଅଧିକ କରୋନା ପରୀକ୍ଷା କରାଯାଇଛି ।

Advertisements
Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Leave a Reply

This site uses Akismet to reduce spam. Learn how your comment data is processed.

Most Popular

ବରତୁଣ୍ଡା ଠାରେ ତମନ୍ନା ସଙ୍ଗୀତ ଷ୍ଟୁଡିଓ ଉଦଘାଟିତ

ରିପୋର୍ଟ: ନିରୋଜ କୁମାର ପାଣି //ପଦ୍ମପୁର (୦୪/୦୭): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ବରତୁଣ୍ଡା ଗ୍ରାମଠାରେ ଶ୍ରୀ ସୁନୀଲ ତାଣ୍ଡି ନିଜସ୍ୱ ଉଦ୍ୟମ ବଳରେ...

ଦୁଇ ଦିନିଆ ସଟଡାଉନ ରେ ପୁଲିସର ପେଟ୍ରୋଲିଂ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା //କଲ୍ୟାଣସିଂହପୁର (ତା ୪/୭): ରାୟଗଡ଼ା ଜିଲ୍ଲାରେ ଦିନକୁ ଦିନ ମହାମାରୀ କରୋନା ପଜିଟିଭ ବଡି ଚାଲିଛି ଫଳରେ ଦୁଇ ଦିନିଆ ସଟ...

ବିଦ୍ୟାଳୟ ଶ୍ରେଣୀ ଗୃହରେ ଅଚିହ୍ନl ମହିଳାଙ୍କ ସନ୍ଧେହ ଜନକ ମୃତ୍ୟୁ

ରିପୋର୍ଟ: ଏନ.ସନ୍ତୋଷ କୁମାର //ବୈପାରୀଗୁଡା (୦୫/୦୭): ବୈପାରୀଗୁଡା ଥାନା ଅନ୍ତର୍ଗତ କଲାର ପଞ୍ଚାୟତ ରାମପୁର ମାଳିଗୁଡାରେ ଏକ ଅମାନୁଷିକ ଘଟଣା ଘଟିଛି l

ଗୁଣୀ ଗରେଡି ସନ୍ଦେହରେ ଗ୍ରାମରୁ ବାହାର କଲେ ଗ୍ରାମବାସୀ

ରିପୋର୍ଟ: ରାଜକମଲ ପୁରୋହିତ //ଚିତ୍ରକୋଣ୍ଡା (୦୪/୦୭): ଅନ୍ଧ ବିଶ୍ୱାସ ର ବସି ଭୁତ ହୋଇ ଗୁଣିଗାରେଡି ସନ୍ଦେହରେ ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳର ଗଜୁଲମାମୁଡ଼ି ପଂଚାୟତ ଅନ୍ତର୍ଗତ ତୋଟାଗୁଡା...

Recent Comments

%d bloggers like this: