Thursday, March 28, 2024

Top 5 This Week

Related Posts

ସେକ୍ସ ରାକେଟ ଠାବ : ୧୪ ଗିରଫ, ୧୩ ଯୁବତୀ ଉଦ୍ଧାର

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଝାରସୁଗୁଡ଼ା, (୨୩/୦୭) : ଝାରସୁଗୁଡାରେ ଠାବ ହୋଇଛି ସେକ୍ସ ରାକେଟ ।

ଝାରସୁଗୁଡ଼ାର ପଞ୍ଚପଡ଼ା ସ୍ଥିତ ଏକ ହୋଟେଲରେ ଶନିବାର ବିଳମ୍ବିତ ରାତିରେ ପୁଲିସ ଚଢ଼ାଉ କରି ଏହି ସେକ୍ସ ରାକେଟକୁ ଠାବ କରିଛି ପୁଲିସ । ଉକ୍ତ ହୋଟେଲରୁ ୧୪ ଜଣ ଗ୍ରାହକଙ୍କୁ ଗିରଫ କରିଥିବା ବେଳେ ୧୩ ଜଣ ଯୁବତୀଙ୍କୁ ଉଦ୍ଧାର କରିଛି । ଝାରସୁଗୁଡ଼ା ଟାଉନ ଥାନା ପୁଲିସ ପକ୍ଷରୁ ଏକ ଟିମ୍ ଏହି ଚଢ଼ାଉ କରିଥିଲା । ଚଢ଼ାଉ ସମୟରେ ହୋଟେଲରୁ ପୁଲିସ ଅନେକ ଆପତ୍ତିଜନକ ସାମଗ୍ରୀ ମଧ୍ୟ ଜବତ କରିଛି ।

Popular Articles