Friday, August 14, 2020
Home Corona Breaking ପୁଣି ବଲାଙ୍ଗୀର ରେ ୧୯ ଜଣ କାରଣ ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ଆଜି ୫୬୧ ଜଣ...

ପୁଣି ବଲାଙ୍ଗୀର ରେ ୧୯ ଜଣ କାରଣ ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ଆଜି ୫୬୧ ଜଣ ରୋଗୀ ଚିହ୍ନଟ

ଭୁବନେଶ୍ୱର(୦୩/୦୭): ରାଜ୍ୟରେ ଦିନକୁ ଦିନ ଉଗ୍ରରୂପ ଧାରଣ କରୁଛି ମହାମାରୀ କରୋନା । ଆଜି ପୁଣି ୫୬୧ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଆକ୍ରାନ୍ତଙ୍କ ମଧ୍ୟରେ ୪୨୫ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ କରାଯାଇଥିବାବେଳେ ୧୩୬ ଜଣ ଅନ୍ୟାନ୍ୟ ସ୍ଥାନରୁ ଚିହ୍ନଟ କରାଯାଇଛି ।

ସେହିଭଳି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ପଜିଟିଭ ସଂଖ୍ୟା ୮ ହଜାର ୧୦୬ ଛୁଇଁଛି । ୫୬୧ ଆକ୍ରାନ୍ତଙ୍କ ମଧ୍ୟରୁ ବଲାଙ୍ଗୀର ରୁ ପୁଣି ୧୯ ଜଣଙ୍କୁ ଚିହ୍ନଟ କରାଯାଇଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୬୭ ଜଣ ଚିକିତ୍ସା ହେଉଥିବା ବେଳେ ୫୫୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୫ଜଣଙ୍କର କରୋନାରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ କାରଣରୁ ୭ଜଣଙ୍କର ମୃତ୍ୟୁ ଘଟିଛି । ତେବେ ୧୯ ଜିଲ୍ଲାରୁ ଏହି ୫୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୁରୀ ୧, ବରଗଡ଼ ୨୧ , ବଲାଙ୍ଗୀର ୧୯, କଟକ ୮୧ , ଢେଙ୍କାନାଳ ୩ , ଝାରସୁଗୁଡ଼ା ୨, କେନ୍ଦ୍ରାପଡ଼ା ୨, କଳାହାଣ୍ଡି ୫, ମୟୂରଭଞ୍ଜ ୧୦, ରାୟଗଡା ୭୬ ,ସମ୍ବଲପୁର ୮ ଓ ଜଣେ ଏନ୍ଡିଆର୍ଏଫ୍ କର୍ମଚାରୀ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏ ପର୍ଯ୍ୟନ୍ତ ୨ ଲକ୍ଷ ୮୧ ହଜାର ୫୨୩ |

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ମୃତ ହିତାଧିକାରୀଙ୍କ ନାମରେ ରାସନ ସାମଗ୍ରୀ ହଡପ,ବିଜେପୁର

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା୧୩ ୵୮): ବିଜେପୁର ବ୍ଲକରେ ମୃତ ହିତାଧିକାରୀ ନାମରେ ରାସନ ସାମଗ୍ରୀ ହଡ଼ପ ପରି ଗୁରୁତର ଅଭିଯୋଗ ସାମ୍ନାକୁ ଆସିଛି। ସୂଚନା ଅଧିକାର ଆଇନ ଦ୍ୱାରା...

ବହୁମୂଖୀ ପ୍ରତିଭା, ନିଷ୍ଠାପର ଆଇନଜୀବୀଙ୍କ ବିୟୋଗରେ ଶୋକ

ରିପୋର୍ଟ: ଜିଲ୍ଲାପ୍ରତିନିଧି ରବିଶଙ୍କର ମହାପାତ୍ର // କୋରାପୁଟ (୧୩/୦୮): କୋରାପୁଟ ଜିଲ୍ଲା କୋଟପାଡ଼ ନ୍ୟାୟାଳୟ ପରିସରରେ ଜୟପୁରର ବରିଷ୍ଠ ଆଇନଜୀବୀ,ନିଷ୍ଠାପର ସରକାରୀ ଓକିଲ (P. P),ରକ୍ତଗୋଲାପ ଚଳଚ୍ଚିତ୍ରର ଅଭିନେତା, ମଞ୍ଚ ଓ ଆକାଶବାଣୀ କଳାକାର,...

୫୧୧ କେଜି ଗଞ୍ଜେଇ ସହ ୨ଜଣ ଗିରଫ

ରିପୋର୍ଟ: ଏନ.ସନ୍ତୋଷ କୁମାର // ବୈପାରୀଗୁଡା (୧୩/୦୮): ବୈପାରୀଗୁଡା ପୋଲିସକୁ ଏକ ସଫଳତା ମିଳିଥିବା ଜଣାପଡିଛି l ବୈପାରୀଗୁଡା ଥାନା ଅଧିକାରୀଙ୍କ ସୂଚନା ଅନୁଯାୟୀ (OD10E 2585 )ନମ୍ବର ଏକ ପିକଅପ ଭେନରେ ମହୁଲିପୁଟ ଠାରୁ...

ରାୟଗଡ ଜିଲ୍ଳାରେ ଆଂଟିଜେନ ଟେଷ୍ଠିଂ ଓ କୋଭିଡ ପରିଚାଳନାକୁ ନେଇ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ରିପୋର୍ଟ:ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡ (୧୨/୮/୨୦): ରାୟଗଡ ଜିଲ୍ଳାରେ ଦିନକୁ ଦିନ ପଜିଟିଭ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । କୋଭିଡ-୧୯ ସରକାରୀ ଗାଇଡଲାଇନ ଅନୁଯାୟୀ ପ୍ରଶାସନ ତରଫର ଆକ୍ରାନ୍ତଙ୍କୁ ଚିହ୍ନଟ ଦିଗରେ...

Recent Comments

%d bloggers like this: