Friday, August 14, 2020
Home District News ୭୧ ତମ ବନ ମହୋତ୍ସବ ସପ୍ତାହ ପାଳନ, କଲ୍ୟାଣସିଂପୁର

୭୧ ତମ ବନ ମହୋତ୍ସବ ସପ୍ତାହ ପାଳନ, କଲ୍ୟାଣସିଂପୁର

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା
କଲ୍ୟାଣସିଂହପୁର ( ତା ୩/୭): ରାୟଗଡ଼ା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଳକ ତହସିଲ କାର୍ଯ୍ୟ ଳୟ ପରିସରରେ ୭୧ ତମ ବନ ମହୋତ୍ସବ ସପ୍ତାହ ପାଳନ କରାଯାଇଛି । ଏହା ୧ଜୁଲାଇ ଠାରୁ ୩୧ପର୍ଯ୍ୟନ୍ତ ବନ ବିଭାଗ ତରଫରୁ ବୃକ୍ଷ ରୋପଣ ମହୋତ୍ସବ ପାଳନ କରାଯିବ ।

ଏଥିରେ ରାୟଗଡା ବନ ଖଣ୍ଡ ଅଧିକାରୀ ସ୍ଥାନୀୟ ବନଅଞ୍ଚ ତରଫରୁ ବନ ମହୋତ୍ସବ ପାଳନ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅନୁବ କୁମାର ପଣ୍ଡା ଯୋଗ ଦେଇ ବୃକ୍ଷ ରୋପଣ କରି ଶୁଭାରମ୍ଭ କରିଥିଲେ । ଏଥିରେ ବଉଳ,ସଜନା,ସୀତାଫଳ,ପିଜୁଳି, ଘମ୍ବାରି ପ୍ରାୟ ୪୦ ଗୋଟି ଚାରା ରୋପଣ କରାଯାଇଛି |

ଏବିଡ଼ିଓ ଭଗବାନ ଗୌଡ଼, ରେଞ୍ଜର ପ୍ରପୁଲ କୁମାର ନାୟକ, ବନ ପାଳ ନରେଶ କୁମାର ପଟ୍ଟନାୟକ, ବନ ରଖି କେଦାର ନାଥ ବାଉରୀ ,ଲକ୍ଷ୍ମୀ ପଟ୍ଟନାୟକ, ରାଧା ଅଟକା,ହାରିଚନ୍ଦ୍ର ଦୋରା,କୈଳାସ ପଦକା,ସୁବାସ ଶବର, ସିଆରପିଏଫ ଇ ୪ର୍ଥ ବାଟା ଲିୟନ ଆସିଷ୍ଟାଣ୍ଡ କମଣ୍ଡେଣ୍ଟ ଗୁରୁ ଚରଣ ସ୍ଵାଇଁ ତହସିଲ ଓ ବନ ବିଭାଗର ସମସ୍ତ କର୍ମଚାରୀ ଉପସ୍ଥିତ ରହିଥିଲେ।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ମୃତ ହିତାଧିକାରୀଙ୍କ ନାମରେ ରାସନ ସାମଗ୍ରୀ ହଡପ,ବିଜେପୁର

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା୧୩ ୵୮): ବିଜେପୁର ବ୍ଲକରେ ମୃତ ହିତାଧିକାରୀ ନାମରେ ରାସନ ସାମଗ୍ରୀ ହଡ଼ପ ପରି ଗୁରୁତର ଅଭିଯୋଗ ସାମ୍ନାକୁ ଆସିଛି। ସୂଚନା ଅଧିକାର ଆଇନ ଦ୍ୱାରା...

ବହୁମୂଖୀ ପ୍ରତିଭା, ନିଷ୍ଠାପର ଆଇନଜୀବୀଙ୍କ ବିୟୋଗରେ ଶୋକ

ରିପୋର୍ଟ: ଜିଲ୍ଲାପ୍ରତିନିଧି ରବିଶଙ୍କର ମହାପାତ୍ର // କୋରାପୁଟ (୧୩/୦୮): କୋରାପୁଟ ଜିଲ୍ଲା କୋଟପାଡ଼ ନ୍ୟାୟାଳୟ ପରିସରରେ ଜୟପୁରର ବରିଷ୍ଠ ଆଇନଜୀବୀ,ନିଷ୍ଠାପର ସରକାରୀ ଓକିଲ (P. P),ରକ୍ତଗୋଲାପ ଚଳଚ୍ଚିତ୍ରର ଅଭିନେତା, ମଞ୍ଚ ଓ ଆକାଶବାଣୀ କଳାକାର,...

୫୧୧ କେଜି ଗଞ୍ଜେଇ ସହ ୨ଜଣ ଗିରଫ

ରିପୋର୍ଟ: ଏନ.ସନ୍ତୋଷ କୁମାର // ବୈପାରୀଗୁଡା (୧୩/୦୮): ବୈପାରୀଗୁଡା ପୋଲିସକୁ ଏକ ସଫଳତା ମିଳିଥିବା ଜଣାପଡିଛି l ବୈପାରୀଗୁଡା ଥାନା ଅଧିକାରୀଙ୍କ ସୂଚନା ଅନୁଯାୟୀ (OD10E 2585 )ନମ୍ବର ଏକ ପିକଅପ ଭେନରେ ମହୁଲିପୁଟ ଠାରୁ...

ରାୟଗଡ ଜିଲ୍ଳାରେ ଆଂଟିଜେନ ଟେଷ୍ଠିଂ ଓ କୋଭିଡ ପରିଚାଳନାକୁ ନେଇ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ରିପୋର୍ଟ:ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ // ରାୟଗଡ (୧୨/୮/୨୦): ରାୟଗଡ ଜିଲ୍ଳାରେ ଦିନକୁ ଦିନ ପଜିଟିଭ୍ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । କୋଭିଡ-୧୯ ସରକାରୀ ଗାଇଡଲାଇନ ଅନୁଯାୟୀ ପ୍ରଶାସନ ତରଫର ଆକ୍ରାନ୍ତଙ୍କୁ ଚିହ୍ନଟ ଦିଗରେ...

Recent Comments

%d bloggers like this: