Sunday, August 9, 2020
Home Corona UPDATE କରୋନା କୁ ନେଇ ଆଇ ଇ ସି ସୁବ୍ରତ ବାଗଚିଙ୍କ ସୂଚନା

କରୋନା କୁ ନେଇ ଆଇ ଇ ସି ସୁବ୍ରତ ବାଗଚିଙ୍କ ସୂଚନା

ଭୁବନେଶ୍ୱର (୦୩/୦୭): ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ ଶୁକ୍ରବାର କରୋନା ସମ୍ପର୍କିତ କିଛି ତଥ୍ୟ ଦେଇଛନ୍ତି । ତାଙ୍କ କହିବା ମୁତାବକ, ରାଜ୍ୟରେ କରୋନା ମୁକାବିଲା ପାଇଁ ଆମକୁ ନିୟମ ମାନିବାକୁ ପଡ଼ିବ ।

ନିୟମ ଉଲ୍ଲଙ୍ଘନ କଲେ କିପରି ସଂକ୍ରମଣ ବଢ଼େ ତାହା ଆପଣମାନେ ଜାଣିପାରୁଥିବେ । କରୋନା ନେଇ ମୁଖପାତ୍ର ସୁବ୍ରତ ବାଗଚୀ କହିଲେ- ଆମେରିକାରେ ଗୋଟିଏ ଦିନରେ ୫୨ ହଜାର ଲୋକ ଆକ୍ରାନ୍ତ ହୋଇଛନ୍ତି, ଆମେ ଯଦି ସତର୍କ ନହେବା, ଦିନକରେ ସ୍ଥିତି ଆମେରିକା ଭଳି ହୋଇପାରେ; ହୋମ କ୍ୱାରେଣ୍ଟାଇନକୁ କଡ଼ାକଡ଼ି ମାନିବା, ବୟସ୍କଙ୍କୁ ବିପଦରେ ପକାଇବାନି

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଦୁର୍ଘଟଣାରେ ବାଇକ ଆରୋହୀର ମୃତ୍ୟୁ

ରିପୋର୍ଟ: ଧ୍ରୁବରାଜ ମିଶ୍ର // ବିନିକା (୦୭/୦୮): ସୋନପୁର ମୁଖ୍ୟ ରାସ୍ତା ଘୋଡାଧାର ଛକ ଠାରେ ଏକ ବାଇକ ଦୁର୍ଘଟଣାରେ ଚାଲକର ମୃତ୍ୟୁ ହୋଇଯାଇଛି । ଘଟଣାରୁ ପ୍ରକାଶ ଯେ ସୋନପୁର ଥାନା ଅଧନସ୍ତ...

କଲ୍ୟାଣ ସିଂହପୁର ବ୍ଳକରେ ୧୩ ନୁଆଁ କରୋନା ପଜିଟିଭ ଚିହ୍ନଟ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା // କଲ୍ୟାଣ ସିଂହପୁର (ତା ୭/ ୮): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ରେ ଦିନ କୁ ଦିନ କରୋନା ପଜିଟିଭ ଚିହ୍ନଟ ହେବାରେ ଲାଗିଛି...

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

Recent Comments

%d bloggers like this: