Sunday, August 9, 2020
Home headline ଆସଲାମ ଖାନ, ସୋସିଆଲ ମେଡିଆ ସମ୍ପାଦକ ଭାବେ ମନୋନୀତ

ଆସଲାମ ଖାନ, ସୋସିଆଲ ମେଡିଆ ସମ୍ପାଦକ ଭାବେ ମନୋନୀତ

ରିପୋର୍ଟ: ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼ //
ରାୟଗଡା (୦୪/୦୭): ଭାରତୀୟ ଜାତୀୟ କଂଗ୍ରେସ ତଥା ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସୁପାରିସରେ ଅଭିଷେଖ ମହାନନ୍ଦ ଚେୟାରମ୍ୟାନ(ସୋସିଆଲ ମେଡିଆ ତଥା ଡିଜିଟାଲ କମ୍ୟୁନିକେଶନ) ତରଫରୁ, ରାୟଗଡ଼ ଜିଲ୍ଲାର ଯୁବପିଡ଼ି କଂଗ୍ରେସ ଦଳର ଉକ୍ତ ସୋସିଆଲ ମିଡିଆର ସମ୍ପାଦକ ଭାବେ ମନୋନିତ କରିଛନ୍ତି।

ଆସଲାମ ଖାନ ବହୁ କମ ବର୍ଷରୁ କଂଗ୍ରେସ ଦଳରେ କାର୍ଯ୍ୟରତ କରି ଆସିଛନ୍ତି। ସେ ଜଣେ ସଂଗ୍ରାମୀ ଭାବେ କଂଗ୍ରେସ ଦଳର ପ୍ରତ୍ୟେକ କାର୍ଯ୍ୟରେ ଆଗକୁ ଆସିଥାନ୍ତି। ଦଳକୁ ସଂଘଟିତ କରିବାରେ ଆସଲାମଙ୍କ ମୁଖ୍ୟ କର୍ତ୍ତବ୍ୟ ବୋଲି କହିଛନ୍ତି। ଆସଲାମ ଖାନଙ୍କ ଶୃଙ୍ଖଳିତ ବ୍ୟକ୍ତିତ୍ୱ ବହୁ ଯୁବପିଡ଼ିଙ୍କୁ କଂଗ୍ରେସ ଦଳରେ ମିଶିବାକୁ ପ୍ରେରଣା ଦେଇଆସୁଛି।

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଦୁର୍ଘଟଣାରେ ବାଇକ ଆରୋହୀର ମୃତ୍ୟୁ

ରିପୋର୍ଟ: ଧ୍ରୁବରାଜ ମିଶ୍ର // ବିନିକା (୦୭/୦୮): ସୋନପୁର ମୁଖ୍ୟ ରାସ୍ତା ଘୋଡାଧାର ଛକ ଠାରେ ଏକ ବାଇକ ଦୁର୍ଘଟଣାରେ ଚାଲକର ମୃତ୍ୟୁ ହୋଇଯାଇଛି । ଘଟଣାରୁ ପ୍ରକାଶ ଯେ ସୋନପୁର ଥାନା ଅଧନସ୍ତ...

କଲ୍ୟାଣ ସିଂହପୁର ବ୍ଳକରେ ୧୩ ନୁଆଁ କରୋନା ପଜିଟିଭ ଚିହ୍ନଟ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା // କଲ୍ୟାଣ ସିଂହପୁର (ତା ୭/ ୮): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ରେ ଦିନ କୁ ଦିନ କରୋନା ପଜିଟିଭ ଚିହ୍ନଟ ହେବାରେ ଲାଗିଛି...

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

Recent Comments

%d bloggers like this: