Saturday, August 8, 2020
Home District News ବିଦ୍ୟୁତ କାଟ ଯୋଗୁଁ ଗ୍ରାହକ ହନ୍ତସନ୍ତ

ବିଦ୍ୟୁତ କାଟ ଯୋଗୁଁ ଗ୍ରାହକ ହନ୍ତସନ୍ତ

କର୍ଲାମୁଣ୍ଡା (୦୪ /୦୭): କର୍ଲାମୁଣ୍ଡା ବ୍ଲକ ସଦର ଠାରେ ୩୩ /୧୧ କେଭି ର ବିଦ୍ୟୁତ ଯୋଗାଣ କେନ୍ଦ୍ର ପ୍ରାୟ ୮ବର୍ଷ ତଳେ ନିର୍ମାଣ କରାଯାଇଥିଲା I ଗତ ୫ ରୁ ୬ଦିନ ହେବ ବିଦ୍ୟୁତ ଯୋଗାଣ ଠିକ ଭାବରେ ଆସୁନଥିବାରୁ ବିଦ୍ୟୁତ ଗ୍ରାହକ ମାନେ ନାହୀନଥିବା ଅସୁବିଧା ର ସମ୍ମୁଖୀନ ହେବାକୁ ପଡୁଛି I

ଏପଟେ କୋଭିଡ ୧୯ ଗାଇଡ଼ଲାଇନ ର ଲକ ଡାଉନକୁ ଆଖିଆଗରେ ରଖି ଲୋକେ ଘରେ ରହୁଥିବା ବେଳେ ବିଦ୍ୟୁତ ନ ଥିବାରୁ ବିଭାଗୀୟ କନିଷ୍ଠ ଯନ୍ତ୍ରୀ କୁ ଫୋନ ଯୋଗେ ଯୋଗାଯୋଗ କରୁଥିଲେ ମଧ୍ୟ ତାଙ୍କର ଫୋନ ବନ୍ଦ ରହୁଛି l ନ ହେଲେ ୩୩ କେଭି ରେ ଯାଇଛି ତ କାହାକୁ ଉପରେ ଯାଇଛି ତ କାହାକୁ କାମ ଚାଲିଛି ବୋଲି ସୂଚନା ଦେଉଛନ୍ତି I ତେଣୁ ବିଦ୍ୟୁତ ବିଭାଗକୁ ଠିକ ଭାବରେ ସୁଚାରୁ ରୁପେ ବିଦ୍ୟୁତ ଯୋଗେଇବା ସହ କର୍ଲାମୁଣ୍ଡା ଗ୍ରୀଡ଼ରେ ଏକ କନିଷ୍ଠ ଯନ୍ତ୍ରୀ ନିଯୁକ୍ତି କରିବା ପାଇଁ ଅଞ୍ଚଳ ବାସୀ ଦାବି କରୁଛନ୍ତି I

Odisha News24 Bureauhttp://www.odishanews24.in
A WEB TV Channel Network in Western Odisha

Most Popular

ଦୁର୍ଘଟଣାରେ ବାଇକ ଆରୋହୀର ମୃତ୍ୟୁ

ରିପୋର୍ଟ: ଧ୍ରୁବରାଜ ମିଶ୍ର // ବିନିକା (୦୭/୦୮): ସୋନପୁର ମୁଖ୍ୟ ରାସ୍ତା ଘୋଡାଧାର ଛକ ଠାରେ ଏକ ବାଇକ ଦୁର୍ଘଟଣାରେ ଚାଲକର ମୃତ୍ୟୁ ହୋଇଯାଇଛି । ଘଟଣାରୁ ପ୍ରକାଶ ଯେ ସୋନପୁର ଥାନା ଅଧନସ୍ତ...

କଲ୍ୟାଣ ସିଂହପୁର ବ୍ଳକରେ ୧୩ ନୁଆଁ କରୋନା ପଜିଟିଭ ଚିହ୍ନଟ

ରିପୋର୍ଟ : ଅକ୍ଷୟ କୁମାର ପିଡ଼ିସିକା // କଲ୍ୟାଣ ସିଂହପୁର (ତା ୭/ ୮): ରାୟଗଡା ଜିଲ୍ଲା କଲ୍ୟାଣ ସିଂହପୁର ବ୍ଲକ ରେ ଦିନ କୁ ଦିନ କରୋନା ପଜିଟିଭ ଚିହ୍ନଟ ହେବାରେ ଲାଗିଛି...

ବିଦାୟ ସମ୍ବର୍ଦ୍ଧନା ସମାରୋହ, ଅମଳ ବୃଦ୍ଧି ପାଇଁ ଚାଷୀ ଓ କୃଷି କର୍ମଚାରୀଙ୍କ ସମନ୍ୱୟ ଆବଶ୍ଯକ

ରିପୋର୍ଟ: ନିରୋଜ କୁମାର ପାଣି // ପଦ୍ମପୁର (ତା ୭ ୵ ୮): ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ କ୍ରୁଷି କାର୍ଯ୍ୟଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ କ୍ରୁଷି ଅଧିକାରୀ...

ଟ୍ରେନରେ କଟି ସମାଜସେବୀଙ୍କ ମୃତ୍ୟୁ

ରିପୋର୍ଟ: ବିମଳେନ୍ଦୁ ସାହୁ // ଲୋଇସିଂହା(୦୭/୦୮): ଶୁକ୍ରବାର ଅପରାହ୍ନ ଗୋଟାଏରେ ଲୋଇସିଂହା ନିକଟସ୍ଥ ସେମେଲମୁଣ୍ଡା ଠାରେ ଟ୍ରେନ ଲାଇନରେ କଟିଯାଇ ଜଣକର ମୃତ୍ୟୁ ହୋଇଥିବା ଜଣାଯାଇଛି । ମୃତକ ଜଣକ ହେଲେ ଲୋଇସିଂହାର...

Recent Comments

%d bloggers like this: